Browsing Category

ଓଡିଶା

ବିଜେଡିର ମିସନ -୨୦୨୭, ସଙ୍ଗଠନରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର : ବିଜେଡିର ମିସନ -୨୦୨୭ । ନୂଆ ମିସନ ପାଇଁ ନୂଆ ସେନା ପ୍ରସ୍ତୁତ । ଗ୍ରାସରୁଟକୁ ଫେରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଜିଲ୍ଲାରୁ ରାଜ୍ୟ ପର୍ଯ୍ୟନ୍ତ ସଙ୍ଗଠନରେ ବଡ଼ ହେବ ପରିବର୍ତ୍ତନ । ୨୦୨୪ ନିର୍ବାଚନ ପରବର୍ତ୍ତୀ ସ୍ଥିତିକୁ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ପାଇଁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର : ଏକ ରାଜନୈତିକ ଘଟଣାକ୍ରମେ, ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଦିନ ପଶ୍ଚିମ ବଙ୍ଗରେ ଦଳର ବିଧାୟକ ଦଳ ନେତାଙ୍କ ନିର୍ବାଚନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି ଯାହା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ଏବଂ…

ଭିଜିଲାନ୍ସ ଜାଲରେ ଅମିନ ଓ ଆକାଉଣ୍ଟାଣ୍ଟ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅମିନ। ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲ ଅଫିସର ଅମିନ ନିର୍ମଳେନ୍ଦୁ କବିଙ୍କୁ ଧରିଲା ଭିଜିଲାନ୍ସ । ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଛନ୍ତି । ପାର୍ଟିସନ୍ ସୁଟକେଶ୍ ଲାଗି ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ନିର୍ମଳେନ୍ଦୁ ।…

ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ କରିଥିବା ଅଭିଯୋଗ ହୋଇଥିଲା । ପରବର୍ତ୍ତୀ ସମୟରେ…

ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣା, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ

ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା ପୋଲିସ । ପରେ ଖାଦ୍ୟ ସୁରକ୍ଷା…

ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ, ଜୁନ୍ ୧ରୁ ବଦଳିବ ରେଳ ମାନଚିତ୍ର

ରାୟଗଡ଼ା: ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏହି ନୂଆ ଜୋନ୍ ର…

ବନ୍ଧୁକ ମୁନରେ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ

ପଟ୍ଟାମୁଣ୍ଡାଇ: ବନ୍ଧୁକ ମୁନରେ ଲୁଟ୍ । ଘରୁ ଓ ଦୋକାନ ଘରୁ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ । କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଚୁନଢିଅରେ ଏକ ସାନିଟାରୀ ଦୋକାନ ଓ ଘରୁ ଚୋରି ହୋଇଛି । ସମସ୍ତ ଡକାୟତ ମୁଖା ପିନ୍ଧିଥିବା ବେଳେ ହାତରେ…

ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ୩ ଶ୍ରମିକଙ୍କ ମୃତ୍ୟୁ

ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ତୁରନ୍ତ ହିନ୍ଦୋଳନ ମେଡିକାଲକୁ…

ଭିନ୍ନକ୍ଷମ, ଅସୁସ୍ଥ ଓ ଅସହାୟ ହିତାଧିକାରୀଙ୍କ ଘରେ ପହଞ୍ଚିବ ଭତ୍ତା

ଭୁବନେଶ୍ବର: ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ପାଉଥିବା ବୃଦ୍ଧ, ଅସହାୟ ଓ ଭିନ୍ନକ୍ଷମମାନଙ୍କୁ ଆଉ ଖରାରେ ବାହାରକୁ ଆସିବାକୁ ପଡ଼ିବ ନାହିଁ । ଏଣିକି ସେମାନଙ୍କୁ ସେମାନଙ୍କ ଘର ଦୁଆରମୁହଁରେ ଭତ୍ତା ଯୋଗାଇ ଦିଆଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର…

ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିବା ଘଟଣା: କଣାସ ଥାନାର ୩ ଏଏସ୍‌ଆଇଙ୍କ ବଦଳି, ୪ ଗିରଫ

ପିପିଲି : ପୁରୀ ଜିଲ୍ଲା କଣାସରେ ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିବା ଘଟଣା। କଣାସ ଥାନାର ୩ ଏଏସ୍‌ଆଇଙ୍କୁ ପୁରୀ ଏସ୍‌ପି ବଦଳି କରିଛନ୍ତି। ଜୁମର ବିଶ୍ଵାଳ, ସଞ୍ଜୟ ପାଟ୍ଟଶାଣୀ ଓ ସନ୍ତୋଷ ଉଦୟସିଂହଙ୍କୁ ଅସ୍ତରଙ୍ଗ, କାକଟପୁର ଓ କୃଷ୍ଣପ୍ରସାଦ ଥାନାକୁ ବଦଳି କରାଯାଇଛି।…