Browsing Category

ଓଡିଶା

ନୂଆ ରୂପରେ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ, ଗାଡିରେ ପୁଲିସ ସାଇରନ, ନୂଆ ଡ୍ରେସ କୋଡ୍…

ଭୁବନେଶ୍ୱର : ନୂଆ ବର୍ଷରେ ନୂଆ ରୂପରେ ଘୁରି ବୁଲିବ ରାଜଧାନୀର ଏନଫୋର୍ସମେଣ୍ଟ ସ୍କ୍ବାର୍ଡ । ଏହି ସ୍କ୍ବାର୍ଡର ପୁଲିସ ସାଇରନ ରହିବ ଓ ଅଧିକାରୀଙ୍କ ସ୍ବତନ୍ତ୍ର ଡ୍ରେସ କୋଡ ରହିବ । ଜବରଦଖଲ, ସୌନ୍ଦର୍ଯ୍ୟକରଣ, ପାର୍କିଂ ସମସ୍ୟା ଆଦିର ତଦାରଖ ପାଇଁ ସାରା ସହରରେ ଏହିପରି ୧୭ଟି ଗାଡ଼ି

ବିଏମସିର ଶେଷ କର୍ପୋରେସନ ବୈଠକରେ ଯୋଗଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ…

ଭୁବନେଶ୍ବର: ଏବର୍ଷ ବିଏମସିର ଶେଷ କର୍ପୋରେସନ ବୈଠକରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଯୋଗଦାନକୁ ନେଇ ଚର୍ଚ୍ଚା। କୌଣସି ଥଇଥାନ ବ୍ୟବସ୍ଥା ନକରି ଅନେକ ଉଠା ଦୋକାନୀ ସହ ବସ୍ତି ଘର ଗୁଡ଼ିକୁ ଉଚ୍ଛେଦ କରାଚାଲିଛି। ବିନା ଥଇଥାନରେ ଉଠାଦୋକାନୀ କି ବସ୍ତି ଉଛେଦ ନ କରିବା ପାଇଁ ସାଂସଦ ଆଜିର

ଓଡ଼ିଶାରେ ସରକାର କିଏ ଚଳାଉଛନ୍ତି ତାହା ଜଣାପଡୁନାହିଁ : ଜେ ପି ନଡ୍ଡା…

ଭୁବନେଶ୍ବର : ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରକୁ ସମାଲୋଚନା କରିବା ସହ ଏପରି ସରକାର ରହିବା ଉଚିତ ନୁହେଁ ବୋଲି ସେ କହିଛନ୍ତି । ଓଡ଼ିଶାରେ କିଏ ସରକାର ଚଳାଉଛନ୍ତି ତାହା

ଟ୍ରକ ଚକ ତଳେ ଦୁଇ ଘଣ୍ଟା ଚାପି ହୋଇ ରହିଥିବା ଯୁବକ ଜେସିବି ଦ୍ବାରା ହେଲା ଉଦ୍ଧାର…

ବାଲେଶ୍ବର: ଟ୍ରକ ଚକ ତଳେ ଦୁଇ ଘଣ୍ଟା । ଜେସିବି ଯୋଗେ ରାସ୍ତା ଖୋଳି ଯୁବକଙ୍କୁ କରାଗଲା ଉଦ୍ଧାର । ବାଲେଶ୍ୱର ଔପଦା ବ୍ଲକ ସନ୍ତରାଗଡ଼ିଆ କଲେଜ ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ । ୨ ଘଣ୍ଟା ଧରି ଗାଡ଼ି ତଳେ ଚାପି ହୋଇ ରହିିଥିଲେ ଯୁବକ । ଜେସିବି ଯୋଗେ ରାସ୍ତାକୁ

ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା; ଆକ୍ସନ୍ ମୋଡ଼ରେ କ୍ରାଇମବ୍ରାଞ୍ଚ, ଦମ୍ପତିଙ୍କ ସମେତ ଗାଇଡ୍‌ଙ୍କୁ ଜେରା…

ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାକୁ ନେଇ ଆକ୍ସନ୍ ମୋଡ଼ରେ କ୍ରାଇମବ୍ରାଞ୍ଚ । କେମିତି ଓ କେଉଁ ପରିସ୍ଥିତିରେ ରାୟଗଡ଼ାରେ ରୁଷ୍‌ର କୋଟିପତି ସାଂସଦ ପାଭେଲ୍‌ ଆଣ୍ଟୋଭ ଓ ତାଙ୍କ ବନ୍ଧୁଙ୍କର ମୃତ୍ୟୁ ହେଲା ? ପୁଟିନଙ୍କ ସମାଲୋଚକ ପାଭେଲ୍‌ଙ୍କର ଓ଼ଡ଼ିଶାରେ ଅସ୍ୱାଭାବିକ ମୃତ୍ୟୁ

ନିୟନ୍ତ୍ରଣ ହରାଇ ରାସ୍ତାକୁ ଖସିଲା ବାଇକ, ଚାଳକ ମୃତ

ନୟାଗଡ଼ : ଦ୍ରୁତ ଗତି ହେଲା ମହାବିପତ୍ତି । ବାଇକ ଚଳାଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକୁ ଖସିଲେ ଚାଳକ। ଉଦ୍ଧାର ପରେ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ -ବାଣପୁର ମହାନଦୀ ମାଳବନ୍ଧ ରାସ୍ତାରେ ବାଇକ ଦୁର୍ଘଟଣାରେ ଜଣେ

ରାଜ୍ୟରେ କୋଭିଡ୍ ସ୍ଥିତି ଚିନ୍ତାଜନକ ନୁହେଁ, ଭୟ କରିବାର କାରଣ ନାହିଁ : ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ସ୍ଥିତି ଚିନ୍ତାଜନକ ନୁହେଁ । ଚୀନରେ କୋଭିଡ୍ ପରିସ୍ଥିତି ଯାହା ତା’ର କାରଣ ଅନେକ, ତାକୁ ନେଇ ଭୟ କରିବାର କାରଣ ନାହିଁ । ଏବେ ଦେଶରେ ବା ଓଡ଼ିଶାରେ କୋଭିଡର ବିଏଫ.୭ ଭାରିଏଣ୍ଟକୁ ନେଇ ଯେଉଁ ଆଶଙ୍କା କରାଯାଉଛି, ତାହା ବି ୩-୪ମାସ ଧରି ଏଠାରେ ରହିଛି । ଏହାର

ଜଗତସିଂହପୁର ଡେପୁଟି କଲେକ୍ଟର ଗିରଫ

ଭୁବନେଶ୍ୱର: ଗିରଫ ହୋଇଛନ୍ତି ଜଗତସିଂହପୁର ଡେପୁଟୀ କଲେକ୍ଟର ଚିତ୍ତରଂଜନ ପିଲ୍ଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଚିତ୍ତରଂଜନ ପିଲ୍ଲା ତାଙ୍କ ଆୟ ଠାରୁ ୧୯୧% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ବିଶ୍ୱକପ ହକି ବେଳେ ଭୁବନେଶ୍ୱରରେ ମୁତୟନ ହେବେ ୫୦ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ବିଶ୍ୱକପ ହକି ବେଳେ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। କେବଳ ବିମାନବନ୍ଦରରେ ମୁତୟନ ହେବେ ଦୁଇ ପ୍ଲାଟୁନ୍ ଫୋର୍ସ। ଏଥିସହ ଖେଳାଳିମାନେ ରହୁଥିବା ହୋଟେଲରେ ମଧ୍ୟ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ବିଶ୍ୱକପ୍ ହକି ପୂର୍ବରୁ

ପାହାଡ଼ପଦର ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ, ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କଳାହାଣ୍ଡି : ଲାଞ୍ଜିଗଡ଼ ବ୍ଲକ ପାହାଡପଦର ଗ୍ରାମପଞ୍ଚାୟତର ନିର୍ବାହୀ ଅଧିକାରୀ ଦେବାନନ୍ଦ ସାଗର ଆଜି ତାଙ୍କ ନିଜ ବାସ ଭବନରେ ରସି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କୁ ତୁରନ୍ତ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ ଅନୁଦାନ ରାଶି