Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଚିତ୍ରପୁର ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଉଦ୍ଧାର
ବାଲେଶ୍ବର: ବାଲେଶ୍ବରରେ ଓରାଙ୍ଗଉଟାନ । ଭୋଗରାଇ ବ୍ଲକ ବିଚିତ୍ରପୁର ଜଙ୍ଗଲରେ ୫ ଓରାଙ୍ଗଉଟାନ ଠାବ ହୋଇଛି । ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଜୀବଗୁଡ଼ିକୁ ଉଦ୍ଧାର ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ!-->…
୩ ବରିଷ୍ଠ IASଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର : ରାଜ୍ୟର ବରିଷ୍ଠ ପ୍ରଶାସନିକ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ୩ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ସାଧାରଣ ପ୍ରଶାସନ, ଖଣି ଏବଂ ସାମାଜିକ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଏହି ପରିବର୍ତ୍ତନ ହୋଇଛି।
!-->!-->!-->…
ଟ୍ରାଫିକ୍ ଡ୍ୟୁଟିରେ ଆରମ୍ଭ ହେଲା ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥା
ଭୁବନେଶ୍ୱର : ରାଜଧାନୀରେ ଟ୍ରାଫିକ୍ ପରିଚାଳନାକୁ ଅଧିକ ସ୍ମାର୍ଟ ଓ ଆଧୁନିକ କରିବା ଲକ୍ଷ୍ୟରେ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ରବିବାର ସନ୍ଧ୍ୟାରେ ପୁଲିସ ସେବା ଭବନଠାରେ ଆୟୋଜିତ!-->…
ଲାଞ୍ଚ ନେବା ବେଳେ ଦୁଇ ରାଜସ୍ୱ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
କଟକ : କିସମ ପରିବର୍ତ୍ତନ କରି ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଇ ଦୁଇ ରାଜସ୍ୱ ଅଧିକାରୀ ଭିଜିଲାନ୍ସ ଜାଲରେ । ପୁରୀ ଜିଲ୍ଲା ପିପିଲି ତହସିଲ ଅଧୀନ ସିଉଳା ଆର୍ ଆଇ ସର୍କଲର ରାଜସ୍ୱ ନିରୀକ୍ଷକ କଲ୍ୟାଣୀ ଜେନା ଓ ଆସିଷ୍ଟାଣ୍ଟ ରେଭିନ୍ୟୁ ଇନ୍ସପେକ୍ଟର ପୂର୍ଣ୍ଣଚନ୍ଦ୍ର!-->…
କମିଶନରେଟ ପୋଲିସର ବଡ଼ ଆକ୍ସନ, ହତ୍ୟା ଅଭିଯୁକ୍ତ ଘରେ ଚଢିଲା ବୁଲଡୋଜର
ଭୁବନେଶ୍ବର : ଆକ୍ସନ ମୁଡ଼ରେ କମିଶନରେଟ ପୋଲିସ । ଅପରାଧି ଘରେ ଚଢିଲା ବୁଲଡୋଜର । ଭୁବନେଶ୍ବର ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ପୋଲିସର ଜବରଦଖଲ ଉଛେଦ ଜାରି । ଜିତୁ କାଣ୍ଡି ହତ୍ୟା ମାମଲାରେ ଯେଉଁଠି ହତ୍ୟା କରାଯାଇଥିଲା । ଏପରିକି ହତ୍ୟାରେ ସାମିଲ ଥିବା ଶୁଭମ ଦାସ ଓ ବାବୁନା!-->…
ଅନଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା, ରାଜସ୍ୱ ସେବାକୁ ସ୍ୱଚ୍ଛ ଓ ସରଳ କରିବାକୁ ସରକାରଙ୍କ ପଦକ୍ଷେପ
ଭୁବନେଶ୍ୱର : ଏଣିକି ଅନ୍ ଲାଇନ ହେବ ଆଦିବାସୀ ଜମି ହସ୍ତାନ୍ତର ଓ ଦଖଲ ମାମଲା। ରାଜସ୍ୱ ସେବାକୁ ଅଧିକ ସ୍ୱଚ୍ଛ, ସରଳ ଓ ସମୟୋଚିତ କରିବାକୁ ଏହି ପଦକ୍ଷେପ ନେଇ ରାଜ୍ୟ ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୩ ଗୁରୁତ୍ୱପୂର୍ଣ୍ଣ ରାଜସ୍ୱ ସେବାକୁ ଏଣିକି ଅନଲାଇନ୍ ଜରିଆରେ!-->…
ଜନ ଅଭିଯୋଗ ଶୁଣାଣି ବେଳେ ଶିବିର ଆଗରେ ପରିବାର ସହ ବିଷ ବୋତଲ ଧରି ବସିଲେ ଅଭିଯୋଗକାରୀ
ରାୟଗଡା : ଜନ ଅଭିଯୋଗ ଶୁଣାଣିରେ ଅଭାବନୀୟ ଦୃଶ୍ୟ। ଶିବିର ଆଗରେ ବିଷ ବୋତଲ ଧରି ବସିଲେ ପରିବାର। ଜମିବାଡ଼ି ଘଟଣାକୁ ନେଇ ପରିବାରକୁ ନିର୍ଯାତନା ଅଭିଯୋଗରେ ଏହି ପଦକ୍ଷେପ ନେଇଛନ୍ତି ପରିବାର। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଅଞ୍ଚଳରେ । ବାରମ୍ବାର ପୋଲିସ ନିକଟରେ ଅଭିଯୋଗ!-->…
ସୁପ୍ରିମକୋର୍ଟରେ ପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ଶୁଣାଣି, ଆସନ୍ତା ୧୬ରେ ରାୟ
ଭୁବନେଶ୍ବର: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାକୁ ନେଇ ଲାଗିରହିଛି ଦ୍ୱନ୍ଦ । ଏହାରି ଭିତରେ ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି ପୁଣି ଘୁଞ୍ଚିଲା । ଆସନ୍ତା ୧୬ ତାରିଖରେ ଶୁଣାଣି ପାଇଁ ଦିନଧାର୍ଯ୍ୟ । ଏନେଇ ସୂଚନା ଦେଲେ ବରିଷ୍ଠ ଆଇନଜୀବୀ!-->…
ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀଙ୍କ ପଞ୍ଜୀକରଣ
ଭୁବନେଶ୍ୱର : ଚଳିତ ବର୍ଷ ଧାନ ବିକ୍ରି ପାଇଁ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୧.୪୨ ଲକ୍ଷ ଚାଷୀ ଧାନ ବିକ୍ରି ପାଇଁ ନିଜ ନାମ ପଞ୍ଜୀକରଣ କରିଥିବା ସୂଚନା ମିଳିଛି । ଧାନ ବିକ୍ରି ପାଇଁ ୧୯ ଲକ୍ଷରୁ ଅଧିକ ଚାଷୀ ଗତବର୍ଷ ପଞ୍ଜୀକରଣ କରିଥିଲେ । ଗତବର୍ଷ!-->…
ଶିକ୍ଷା ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ, ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ
ଭୁବନେଶ୍ୱର : ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ । ବଦଳିବ ଦଶମ ପାଠ୍ୟକ୍ରମ । ଦଶମ-ଦ୍ବାଦଶ ହେବ ଗୋଟିଏ ବୋର୍ଡ । ମୁକ୍ତ ବିଦ୍ୟାଳୟରେ ହେବ ଯୁକ୍ତ ୨ ପାଠ୍ୟକ୍ରମ । ୧୮ ବର୍ଷ ଯାଏ ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଶିକ୍ଷା । ମାଗଣା ଡିଜିଟାଲ ଶିକ୍ଷା ପାଇଁ!-->…