Browsing Category

ଓଡିଶା

ବିଶ୍ବକପ୍‌ ହକିରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ: ନବୀନ

ଭୁବନେଶ୍ବର: ୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର

ଶିଶୁ ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ

ବୁଗୁଡ଼ା : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ପ୍ରଧାନାଚାର୍ଯ୍ଯ ରବିନ୍ଦ୍ର କୁମାର ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣିତରା କଲେଜର ଗଣିତ ଅଧ୍ଯାପକ ପ୍ରିୟବ୍ରତ ପ୍ରଧାନ ଓ

ଭୁବନେଶ୍ୱର ଏମ୍‌ସକୁ ସଫଳତା: ଯୋଡ଼ି ହେଲା କଟା ହାତ, ନୂଆ ଜୀବନ ପାଇଲେ ବର୍ଷା

ଭୁବନେଶ୍ୱର: ଧାନ କଟା ମେଶିନରେ ହାତ କଟିଥିଲା। ୧୦ ଘଣ୍ଟାର ଅପରେଶନ୍‌ ପରେ କଟା ହାତ ଯୋଡ଼ି ହେଲା। ଭୁବନେଶ୍ୱର ଏମ୍‌ସ ପ୍ଲାଷ୍ଟିକ୍‌ ସର୍ଜରୀ ବିଭାଗକୁ ଏହି ବିରଳ ସଫଳତା ମିଳିଛି। ଘଟଣା ଥିଲା ଏମିତି । ଗତ ୯ ତାରିଖ ଅପରାହ୍ନ ପ୍ରାୟ ୪ଟା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ୍

କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର: ୨୦୨୨ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଦେଶର ୨୩ଟି ଭାଷା ପାଇଁ ଘୋଷଣା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହୋଇଛି। ଓଡ଼ିଶାର କବୟିତ୍ରୀ ଗାୟତ୍ରୀବାଳା ପଣ୍ଡା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି।

ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମମିତା ମେହେରଙ୍କ ଡିଏନଏ ରିପୋର୍ଟର ସାମଞ୍ଜସ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ଜେଲ ପରିସରରେ ମୃତ୍ୟୁ ହେବା ଏକ ଗମ୍ଭୀର ପ୍ରସଙ୍ଗ । ଜେଲ୍‌

ବାଲେଶ୍ବରରେ ୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି।

ଗୋବିନ୍ଦ ସାହୁ ଆତ୍ମହତ୍ୟାର ଖୋଳତାଡ,କଣ୍ଟାବାଞ୍ଜି ଜେଲରେ କ୍ରାଇମବ୍ରାଞ୍ଚ ଆଇଜି କରୁଛନ୍ତି ତଦନ୍ତ

କଣ୍ଟାବାଞ୍ଜି: ଗୋବିନ୍ଦ ସାହୁ ଆତ୍ମହତ୍ୟାର ଖୋଳତାଡ । କଣ୍ଟାବାଞ୍ଜି ଉପ କାରାଗାରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା । ସେ ଜେଲ୍‌ ଅନ୍ତେବାସୀ ଓ କର୍ମଚାରୀଙ୍କୁ ପଚରାଉଚରା କରୁଥିବା ସୂଚନା ମିଳିଛି । କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ଗୋବିନ୍ଦ ସାହୁ ? କେଉଁ

ରାଜଧାନୀରେ ମୋ’ ବସରେ ଲାଗିଲା ନିଆଁ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ତମାଣ୍ଡୋ ଥାନା ସମ୍ମୁଖରେ ଗୁରୁବାର ସକାଳେ ଏକ ମୋ ବସରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବସ୍‌ରେ କିପରି ନିଆଁ ଲାଗିଲା, ତାହା ଅସ୍ପଷ୍ଟ ରହିଛି। ବସ୍‌ଟି ତମାଣ୍ଡୋରୁ ଯାତ୍ରୀମାନଙ୍କୁ ନେଇ ଖୋର୍ଦ୍ଧା

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୨ ହଜାର ଟଙ୍କା ଜରିମାନା

ଫୁଲବାଣୀ : ଏକ ନାବାଳିକା ଶିଶୁ ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ମାନ୍ୟବର ପକସୋ କୋର୍ଟ ଅଭିଯୁକ୍ତ ଗଣେଶ ବେହେରା ଦଳେଇକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୨ ହଜାର ଟଙ୍କା ଜରିମାନା। ଜରିମାନା ଅନାଦେୟ ଅଧିକ ଏକବର୍ଷ ଛଅ ମାସ ଜେଲ ଦଣ୍ଡ। ରାୟ ଶୁଣାଇଲେ ବିଚାରପତି ସଂଜିତ କୁମାର

ଗିରଫ ହେଲେ କୁବେର ଗୟା ; ୧୦ କୋଟିରୁ ଅଧିକ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ

କୋରାପୁଟ : ବନ୍ଧା ହେଲେ କୋଟିପତି ଯୁଗ୍ମ ମ୍ୟାନେଜର । କୋରାପୁଟ ଜିଲ୍ଲା ସୀମାଗୋଡାର ଇଡ୍‌କଲ ଅମ୍ପାଭାଲି ଲାଇମ ଷ୍ଟୋନ ମାଇନ୍‌ସର ଯୁଗ୍ମ ମ୍ୟାନେଜର ଗୟା ସାନ୍ତରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତ ୨୪ ଘଣ୍ଟା ଧରି ଭିଜିଲାନ୍ସ ସେଲରେ ଅଟକ ଥିଲେ । ୧୦ କୋଟିରୁ ଅଧିକ ଟଙ୍କାର ଆୟ