Browsing Category

ଓଡିଶା

ନବ ଦାସ ହତ୍ୟା ମାମଲା : ଗୋପାଳ କେବଳ ସୁଟର କିନ୍ତୁ ହ୍ୟାଣ୍ଡଲର କିଏ ଖୋଜୁନି ପୋଲିସ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ଦିନକୁ ଦିନ ଖୋଲିବାରେ ଲାଗିଛି ଅନେକ ତଥ୍ୟ । ଗୋପାଳ ସୁଟର, ହ୍ୟାଣ୍ଡଲରକୁ ଖୋଜୁଛି ପୋଲିସ କହିଲେ ଜୟନାରାୟଣ ମିଶ୍ର । ପୋଲିସ ଉପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆରୋପ । ହତ୍ୟାର ଗୋପାଳ କେବଳ ସୁଟର କିନ୍ତୁ ହ୍ୟାଣ୍ଡଲର…

ଟ୍ରକ ଟର୍ମିନାଲରେ ମହିଳାଙ୍କୁ ହତ୍ୟା !

କଟକ: ଦିନକୁ ଦିନ ମୃତ୍ୟୁର ସଂଖ୍ୟା ବଢିବାରେ ଲାଗିଛି । ସେହିଭଳି ଆଉ ଏକ ସମ୍ବେଦନଶୀଳ ଖବର ସାମ୍ନାକୁ ଆସିଛି । ଜଗତପୁର ଟ୍ରକ ଟର୍ମିନାଲରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା । ପୋଲିସ ମୃତଦେହକୁ ଉଦ୍ଧାର କରି ଜଗତପୁର ଥାନା ପୋଲିସର ଛାନଭିନ ଜାରି ରହିଛି । ମୃତ ମହିଳା…

ନବ ଦାସ ହତ୍ୟା ମାମଲା: କ୍ରାଇମ ସ୍ପଟରେ ସ୍ଥିତି ଅନୁଧ୍ୟାନ କଲେ ପୋଲିସ ଡିଜି

ଝାରସୁଗୁଡ଼ା: କ୍ରାଇମ୍‌ ସ୍ପଟ୍‌ରେ ପୋଲିସ ଡିଜି । ଆଜି ଘଟଣାସ୍ଥଳକୁ ଯାଇଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । କ୍ରାଇମ ସ୍ପଟ୍‌ ବ୍ରଜରାଜନଗର ଗାନ୍ଧି ଛକକୁ ଯାଇଛନ୍ତି ପୋଲିସ ଡିଜି । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗତକାଲି ଝାରସୁଗୁଡ଼ାରେ…

ଆଖି ବୁଜିଲା ଚିକିତ୍ସାଧୀନ ହାତୀ: କିଛିଦିନ ଧରି ଥିଲା ଅସୁସ୍ଥ

ଭଞ୍ଜନଗର: ଚିକିତ୍ସାଧୀନ ଅବସ୍ଥାରେ ମାଈହାତୀ ମୃତ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ବନାଞ୍ଚଳ ଅନ୍ତର୍ଗତ ଲେଙ୍ଗେଡା ଜଙ୍ଗଲରେ ହାତୀର ମୃତ୍ୟୁ ହୋଇଛି। ଗତ କିଛିଦିନ ଧରି ଅସୁସ୍ଥ ହାତୀଟି କ୍ରିଆଝୋଳ ଗାଁକୁ ଲାଗିରହିଥିବା ଜଙ୍ଗଲରେ ଏକା ହୋଇ ବୁଲୁଥିଲା। ଗାଁ…

ନବ ଦାସଙ୍କ ସ୍ମୃତିସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପାଇଁ ଗୁରୁବାର ଝାରସୁଗୁଡ଼ାରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ମୃତିସଭା । ଏଥିରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ କରିବେ । ମନ୍ତ୍ରିମଣ୍ଡଳର ପ୍ରାୟ ସମସ୍ତ ସଦସ୍ୟ,…

ରଶି ଲଗାଇ ଜୀବନ ହାରିଲେ ମହିଳା…

ବ୍ରହ୍ମପୁର: ବ୍ରହ୍ମପୁର ମିନାକ୍ଷୀ ନଗର ପ୍ରଥମ ଲାଇଲରେ ଜଣେ ମହିଳା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ମହିଳା ଜଣକ ହେଲେ ସୁଚିସ୍ମିତା ନାୟକ । ଏନେଇ ଘର ଲୋକେ ଦେଖିବା ପରେ ଗୋଷାଣୀନୂଆଗାଁ ଥାନା ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ମୃତ ଦେହକୁ…

ମହାଶିବରାତ୍ରି ପାଇଁ ନୀତିନିର୍ଘଣ୍ଟ: ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର : ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଦୀପ। ପୂର୍ବବର୍ଷ ପରି ଏଥର ମଧ୍ୟ ଭୋର ୩ଟାରେ ମନ୍ଦିର ଖୋଲାଯାଇ ନୀତିକାନ୍ତି ଆରମ୍ଭ ହେବ। ସେବାୟତଙ୍କ ପରିବାର ଭୋର ୪ଟାରୁ ୫ଟା ମଧ୍ୟରେ ଦର୍ଶନ ପାଇଁ ଉତ୍ତର ଦ୍ୱାର ଦେଇ ଆସିପାରିବେ। ସେହିପରି ପାସ୍‌ଧାରୀ…

ଜେଇଇ ମେନ୍ ସେସନ-୧ ପରୀକ୍ଷା ଫଳ ପ୍ରକାଶ; ଅମୃତାଂଶୁ ମହାନ୍ତି ରାଜ୍ୟ ଟପ୍ପର

ଭୁବନେଶ୍ୱର: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍‌ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତ ବର୍ଷ ଜାନୁଆରୀ ୨୪ରୁ ଫେବୃଆରୀ ୧ ଯାଏଁ ପରୀକ୍ଷା ହୋଇଥିଲା । ଯାହାର ଫଳ ଆଜି ପ୍ରକାଶ…

ପଦୋନ୍ନତି ନୀୟମରେ ସରଳିକରଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ…

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ସମୟୋଚିତ ପଦୋନ୍ନତି ଦେବା ନିମନ୍ତେ ଚଳିତ ମାସ ପହିଲାରୁ ତିନି ଦିନ ଧରି ପଦୋନ୍ନତି ଅଦାଲତ ଅନୁଷ୍ଠିତ ହୋଇଥିଲା । ଶୁଣାଣି ବେଳେ ମିଳିଥିବା ଆପତ୍ତି ଅଭିଯୋଗ ସଂପର୍କିତ ବିଭିନ୍ନ ତଥ୍ୟକୁ ଭିତ୍ତି କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ…

ଅର୍ଚ୍ଚନା ଜଗବନ୍ଧୁ ବ୍ଲାକ୍‌ମେଲିଂ ମାମଲା : ସହଯୋଗୀ ଅଭିଯୁକ୍ତ ଖଗେଶ୍ୱରର ଜାମିନ୍ ଖାରଜ

ଭୁବନେଶ୍ୱର: ହନିଟ୍ରାପ ବ୍ଲାକମେଲିଂ ସହ ମନିଲଣ୍ଡିଂ ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଓ ସ୍ୱାମୀ ଜଗବନ୍ଧୁଙ୍କ ପ୍ରମୁଖ ସହଯୋଗୀ ଖଗେଶ୍ୱର ପାତ୍ର ପାଇଁ ବଢିଛି ଅଡୁଆ । ଖଗେଶ୍ୱର ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟରେ ଆବେଦନ କରିଥିଲେ । ହେଲେ ତାଙ୍କର ଜାମିନ ଆବେଦନକୁ ଖାରଜ କରିଛନ୍ତି…