Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହାଇକୋର୍ଟରେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ଆବେଦନ ଖାରଜ
କଟକ: ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସିସୋର ଚିଟ୍ଫଣ୍ଡ ଘଟଣାକୁ ନେଇ ତାଙ୍କ ବିରୋଧରେ ଭୁବନେଶ୍ବର ସ୍ବତନ୍ତ୍ର ସିବିଆଇ ଅଦାଲତରେ ବିଚାରାଧୀନ ମାମଲା ରଦ୍ଦ ପାଇଁ ଶ୍ରୀ ଜେନା ଦାୟର କରିଥିବା ଆବେଦନକୁ ହାଇକୋର୍ଟ ଖାରଜ!-->…
ସୋମାଲିକାଙ୍କ ବୟାନ ରେକର୍ଡ କଲା ପୋଲିସ…
ଜଗତସିଂହପୁର: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ବାନ୍ଧବୀ ସୋମାଲିକାଙ୍କୁ ବିବାହ ପ୍ରତିଶ୍ରୁତି ଓ ପ୍ରତାରଣା ଘଟଣାରେ ବୟାନ ରେକର୍ଡ କରିଛି ପୋଲିସ । ଜଗତସିଂହପୁର ଥାନାରେ ୫ ଘଣ୍ଟା ଧରି ବାନ୍ଧବୀ ସୋମାଲିକାଙ୍କ ବୟାନ ରେକର୍ଡ ଚାଲିଛି । ମହିଳା ଆଡିସନାଲ ଆଇଆଇସିଙ୍କ ସମେତ ଏସଡିପିଓ, ଆଡିସନାଲ!-->…
ନବ ଦାସ ହତ୍ୟା ମାମଲା : ଗୋପାଳର ମାନସିକ ସ୍ୱାସ୍ଥ୍ୟ ଯାଞ୍ଚକଲା ଏସ୍ସିବି ଟିମ୍…
ଭୁବନେଶ୍ୱର : କାହିଁକି ମନ୍ତ୍ରୀ ନବ ଦାସଙ୍କୁ ହତ୍ୟାକଲା ଗୋପାଳକୃଷ୍ଣ ଦାସ ? ଏହି ପ୍ରଶ୍ନର ସେ ସିଧା ଉତ୍ତର ଦେଉନାହାନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତର ସପ୍ତମ ଦିନରେ ରବିବାର ଗୋପାଳଙ୍କର ମାନସିକ ସ୍ଥିତିର ଯାଞ୍ଚ କରିଛି ବିଶେଷଜ୍ଞ ଟିମ୍ । କାରଣ ଗୋପାଳ ବାଇପୋଲାର ଡିଜିଜ୍ର ଶିକାର!-->…
ଚିଟଫଣ୍ଡ ଠକେଇ ମାମଲାରେ ଜଗଦୀଶ ମିଶ୍ରଙ୍କୁ ୫ ବର୍ଷ ଜେଲ୍
ବାଲେଶ୍ୱର: ଚିଟ୍ଫଣ୍ଡ ଠକେଇ ମାମଲାରେ ଜେଲ୍ ଦଣ୍ଡାଦେଶ । ରାଜ୍ ଗଡସନ୍ କମ୍ପାନୀ ଏମଡି ଜଗଦୀଶ ମିଶ୍ରଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ସହ ୩ ଲକ୍ଷ ଟଙ୍କା ଗରିମାନା ଦେବାକୁ ଦଣ୍ଡାଦେଶ । ଜେଲ୍, ଜରିମାନା ଦଣ୍ଡାଦେଶ କଲେ ବାଲେଶ୍ୱର ଓପିଆଇଡି କୋର୍ଟ । ୨୦୧୬ରେ କମ୍ପାନୀ ନାଁ ରେ ୩୮.୨୫ ଲକ୍ଷ!-->…
ଏସସିବିର ଜରୁରୀକାଳୀନ ଅଧିକାରୀ ଭୁବନା ନନ୍ଦ ମହାରଣା ଗୁରୁତର
କଟକ: ଏସସିବିର ଜରୁରୀକାଳୀନ ଅଧିକାରୀ ଭୁବନା ନନ୍ଦ ମହାରଣା ଗୁରୁତର। ଯାହା ସୂଚନା ରହିଛି ଭୁବନାନନ୍ଦଙ୍କୁ ବ୍ରେନ ଷ୍ଟ୍ରୋକ ହୋଇଛି। ଏବେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ତାଙ୍କର ସୁସ୍ଥତା ବିଷୟରେ ଅଧିକ ଖବର ମିଳିପାରିନାହିଁ।
ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ…
ଭୁବନେଶ୍ୱର: ହସ ଓ ରାଗ ବାଣ୍ଟି ଆସୁଥିବା ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଏବେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି । ତାଙ୍କୁ ଉଚ୍ଚମାନର ଚିକିତ୍ସା ପାଇଁ!-->…
ନବ ଦାସଙ୍କ ହତ୍ୟାରେ ବଡ଼ ଷଡ଼ଯନ୍ତ୍ର ଅଛି: ସନ୍ତୋଷ ସିଂ ସାଲୁଜା…
ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି, ଏହା ଏକ ହାଇ ପ୍ରୋଫାଇଲ୍ ହତ୍ୟାକାଣ୍ଡ। ଷଡ଼ଯନ୍ତ୍ର କରାଯାଇ ହତ୍ୟା କରାଯାଇଛି। ରାଜନୈତିକ ଓ ବ୍ୟାବସାୟିକ କାରଣ ଥାଇ ପାରେ। ନିଜ!-->…
ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ରାଜ୍ୟର ପ୍ରତି ଘରେ ଆଇନ ସେବା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି!-->!-->!-->…
ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।!-->…
ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଶରତ ପଟ୍ଟନାୟକ…
ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ପିସିସି ସଭାପତି ଶରତ ପଟ୍ଟନାୟକ । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା ଏବେ ବି ଏହି କଥା କୁ ନେଇ ପୁରା ରାଜ୍ୟବାସୀ ଅନ୍ଧାରରେ ଅଛନ୍ତି ।
ରାଜନୈତିକ, ବ୍ୟବସାୟିକ କିମ୍ବା ବ୍ୟକ୍ତିଗତ ଶତ୍ରୁତା ପାଇଁ!-->!-->!-->…