Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ରାଉରକେଲା ବିମାନ ବନ୍ଦର ନିର୍ମାଣ…
ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା!-->…
ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ
ଯାଜପୁର: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ । ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ପରେ ଅଭିଯୁକ୍ତ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗତକାଲି ସ୍କୁଲ ହତା ଭିତରୁ!-->…
ଜେଲ୍କୁ ଫେରିଲେ ଅର୍ଚ୍ଚନା ନାଗ
ଭୁବନେଶ୍ୱର: ରିମାଣ୍ଡ ଅବଧି ଶେଷ ହେବା ପରେ ଝାରପଡ଼ା ଜେଲ୍କୁ ଫେରିଛନ୍ତି ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ। ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ତାଙ୍କୁ ଭୁବନେଶ୍ୱର ଏଡିଜେ-୩ କୋର୍ଟରେ ହାଜର କରାଯିବା ସହିତ ଆଉ ଥରେ ରିମାଣ୍ଡରେ!-->…
ରାଜ୍ୟର ୯୬ ଜଣ ପ୍ରାଥମିକ ଶିକ୍ଷକ ଚାକିରିରୁ ବହିଷ୍କୃତ
ଭୁବନେଶ୍ୱର: ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ!-->…
ଆମ୍ବୁଲାନ୍ସ ଭିତରେ ରୋଗୀଙ୍କୁ ମଦ ପିଆଇଲେ ଡ୍ରାଇଭର, ନିଜେ ବି ପିଇଲେ
ଜଗତସିଂହପୁର: ଆମ୍ବୁଲାନ୍ସ ଭିତରେ ରୋଗୀଙ୍କୁ ମଦ ପିଆଇଲେ। ନିଜେ ବି ମଦ ପିଇଲେ ଆମ୍ବୁଲାନ୍ସ ଡ୍ରାଇଭର। ପରେ ରୋଗୀଙ୍କୁ ନେଇ ଯାଇଥିଲେ ଡାକ୍ତରଖାନା। ରାସ୍ତା କଡରେ ଆମ୍ବୁଲାନ୍ସ ଭିତରେ ଖୁଲମଖୁଲା ଏଭଳି ମଦ ପିଇବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ଗତକାଲି ଜଗତସିଂହପୁର ଜିଲ୍ଲାର କଟକ-ପାରାଦ୍ୱୀପ!-->…
କୃଷ୍ଣପ୍ରସାଦ ଗାଁରେ ଦୁଇ ପଡୋଶୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ ଗୁଳିକାଣ୍ଡ, ଜଣେ ମୃତ ଓ ୫ ଜଣ ଗୁରୁତର
ନୟାଗଡ଼: ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ଼, ଜଣେ ମୃତ । ନୟାଗଡ଼ ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅନିରୁଦ୍ଧ ନାୟକ । ସମସ୍ତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…
କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ
କଟକ: କଟକ ପାରିବାରିକ ଅଦାଲତରେ ବର୍ଷାଙ୍କୁ ଆପତ୍ତିଜନକ ପ୍ରଶ୍ନ ପଚାରିଲେ ଅନୁଭବଙ୍କ ଓକିଲ । ଏଭଳି ପ୍ରଶ୍ନକୁ ବିରୋଧ କଲେ ବର୍ଷାଙ୍କ ଓକିଲ । ଏଭଳି ପ୍ରଶ୍ନ ନାରୀର ସମ୍ମାନରେ ଆଞ୍ଚ ଆଣୁଛି। ଅନୁଭବଙ୍କ ଓକିଲ ବର୍ଷାଙ୍କୁ ଇଂରାଜୀରେ ଉତ୍ତର ରଖିବାକୁ କହିଥିଲେ । ବର୍ଷା କିନ୍ତୁ ଓଡ଼ିଆରେ!-->…
ଚଳିତ ଶୀତ ଋତୁରେ ପ୍ରଥମ ଥର ପାଇଁ ଜି. ଉଦୟଗିରିରେ ରାତି ତାପମାତ୍ରା ୫ ଡିଗ୍ରି ସେଲସିୟସ ରେକର୍ଡ
ଭୁବନେଶ୍ୱର: ଖସୁଛି ତାପମାତ୍ରା । ଥରୁଛି ଓଡ଼ିଶା । ଚଳିତ ଶୀତ ଋତୁରେ ପ୍ରଥମ ଥର ପାଇଁ ଜି. ଉଦୟଗିରିରେ ରାତି ତାପମାତ୍ରା ୫ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରି ସେଲସିୟସ କମ୍ ରହୁଛି ।
!-->!-->…
ହରିଦାସପୁର-ପାରାଦୀପ ରେଳପଥରେ ତୁରନ୍ତ ପାସେଞ୍ଜର ଟ୍ରେନ୍ ଚଳାଚଳ କରିବାକୁ ଦାବି
ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ପାସେଞ୍ଜର ଟ୍ରେନ ଚଳାଚଳ କେବେ ? କେନ୍ଦ୍ରକୁ ଏହି ପ୍ରଶ୍ନ ପଚାରିଛି ବିଜେଡି । କେନ୍ଦ୍ରାପଡାରେ ରେଳ ପ୍ରସଙ୍ଗକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଉଦବେଗ ପ୍ରକାଶ କରିଛି ଦଳ । ହରିଦାସପୁର-ପାରାଦୀପ ରେଳପଥରେ ତୁରନ୍ତ ପାସେଞ୍ଜର ଟ୍ରେନ ଚଳାଚଳ କରିବାକୁ ଦାବି!-->…
ଚୋରା ଚାଲାଣ କରୁଥିବାବେଳେ ମତ୍ସ୍ୟ ବିଭାଗର ଜଣେ କର୍ମଚାରୀଠାରୁ ୧୯ଟି କଇଁଛ ଉଦ୍ଧାର
ଗଜପତି: ୧୯ କଇଁଛ ଉଦ୍ଧାର । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମତ୍ସ୍ୟ ବିଭାଗର ଜଣେ କର୍ମଚାରୀ କଇଁଛ ଚୋରା ଚାଲାଣ କରୁଥିଲେ। ଏନେଇ ଗ୍ରାମବାସୀ ଜାଣିବା ପରେ ଚାଲାଣ ହେଉଥିବା କଇଁଛକୁ ଉଦ୍ଧାର କରିଛନ୍ତି । ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛି । ଉଦ୍ଧାର କଇଁଛକୁ ବନ!-->…