Browsing Category

ଓଡିଶା

ଜଗତସିଂହପୁରରେ ୨୧୪ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦

ନାଇଜେରିଆନ ସାଇବର ଠକକୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ ସିଆଇଡି

ଭୁବନେଶ୍ୱର: ନୂଆଦିଲ୍ଲୀରୁ ନାଇଜେରିଆନ ସାଇବର ଠକକୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ ସିଆଇଡି । ସାଇବର ଠକେଇ ଅଭିଯୋଗରେ ନାଇଜେରିଆ ନାଗରିକ ପାଟ୍ରିକ ଚିଜୋରୋମ ଓରାଜାକାକୁ ଗିରଫ କରାଯାଇଛି। ଇନ୍ସପେକ୍ଟର ଅନୀଲ ଆନନ୍ଦଙ୍କ ନେତୃତ୍ୱରେ ଦିଲ୍ଲୀ ଦ୍ବାରକାରୁ ଅଭିଯୁକ୍ତକୁ ଗିରଫ କରାଯାଇଛି ।

ପିଜିଟି ପଦବୀ ପୂରଣ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ସ୍ନାତକୋତ୍ତର ( ପିଜିଟି ) ପଦବୀଗୁଡିକ ପୂରଣ କରିବା ନିମନନ୍ତେ ପ୍ରକ୍ରିୟା ତ୍ବରାନ୍ବିତ କରାଯାଇଛି। ଇତି ମଧ୍ଯରେ ଓପିଏସସି ଦ୍ବାରା ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତ ପ୍ରଦାନ

ରାଜଧାନୀରେ ବଢୁଛି ମଶାଙ୍କ ପ୍ରାଦୁର୍ଭାବ, କେମିକାଲ ସ୍ପ୍ରେ କରିବାକୁ ବ୍ୟବହାର ହେବ ଡ୍ରୋନ

ରାଜଧାନୀରେ ବଢୁଛି ମଶାଙ୍କ ପ୍ରାଦୁର୍ଭାବ। ମଶାଙ୍କ ବଂଶ ବିସ୍ତାରକୁ ରୋକିବାକୁ ବିଏମସିର ଚିନ୍ତା। ମଶା ବଂଶ ନିପାତ ପାଇଁ ବିଏମସି ନେବ ପଦକ୍ଷେପ। ଆଗାମୀ ଏକ ମାସ ପର୍ଯ୍ୟନ୍ତ ବ୍ୟାପକ ହେବ ମଶା ତେଲ ପକାଇବା ଓ ମଶା ଧୂଆଁ ଛାଡିବା ଅଭିଯାନ। ବଢିବ ଟିଫା ମେସିନ ଓ ଟିମ ସଂଖ୍ୟା। ମଶାବଂଶ

ପୁରୀ ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ, ୫ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୀ: ପୁରୀ ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ। କାଠ ଗୋଦାମରେ ଲାଗିଲା ନିଆଁ। ଖବର ପାଇ ଅଗ୍ନିଶମ ବାହିନୀର ୮ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟର ପ୍ରଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନି କାଣ୍ଡର କାରଣ ଅସ୍ପଷ୍ଠ ଥିବା ବେଳେ ପ୍ରାୟ ୫ କୋଟି ଟଙ୍କାର ମୂଲ୍ୟବାନ କାଠ

ଲୋକସଭାରେ ଉଠିଲା ଅର୍ଚ୍ଚନା ପ୍ରସଙ୍ଗ, ସିବିଆଇ ତଦନ୍ତ ଦାବି କଲେ ବିଜେପି ସାଂସଦ ସୁରେଶ ପୂଜାରୀ

ଭୁବନେଶ୍ବର: ଲୋକସଭାରେ ଉଠିଲା ଅର୍ଚ୍ଚନା ନାଗ ବ୍ଲାକମେଲ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସିବିଆଇ ତଦନ୍ତ ଦାବି କଲେ ବିଜେପି ସାଂସଦ ସୁରେଶ ପୂଜାରୀ। ଫାଷ୍ଟଟ୍ରାକ କୋର୍ଟରେ ମାମଲାର ବିଚାର ପାଇଁ ମଧ୍ୟ ଦାବି କଲେ। ଓଡ଼ିଶା ପୁଲିସ ଉପରେ ପ୍ରଶ୍ନ ଉଠାଇ ସୁରେଶ ପୂଜାରୀ କହିଥିଲେ ଯେ ଅର୍ଚ୍ଚନା ନାଗ

ସଂପୂର୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଅଗ୍ନିି-୫ କ୍ଷେପଣାସ୍ତ୍ର, ନିର୍ମାଣ ପାଇଁ ୫୦କୋଟି ଟଙ୍କାବ୍ୟୟ

ଧାମରା: ଭାରତୀୟ ପ୍ରତିରକ୍ଷା ଓ ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ପକ୍ଷରୁ ଆଜି ସନ୍ଧ୍ୟା ୫.୪୫ମିନିଟ ସମୟରେ ଅଗ୍ନି-୫କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ସୁଦୀର୍ଘ ଚାଇନା ଏବଂ ରୁଷିଆକୁ ଲକ୍ଷ୍ୟଭେଦ କରିପାରୁଥିବା ଏବଂ ଚାଇନାର ଡଙ୍ଗପେଙ୍ଗ କ୍ଷେପଣାସ୍ତ୍ରକୁ ଟକ୍କର ଦେବା ଭଳି ଏହି

ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିକଟରେ ଶେଷ ହୋଇଥିବା ପଦ୍ମପୁର ଉପନିର୍ବାଚନନେଇ ନବୀନ ନିବାସରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ପରେ ବିଜେଡ଼ି ନେତା ପ୍ରସନ୍ନ ଆଚାର୍ଯ୍ୟ ପ୍ରତିକ୍ରିୟା ରଖି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅଗ୍ନି-୫ ମିଜାଇଲ ପରୀକ୍ଷଣ ସଫଳ: ଲକ୍ଷ୍ୟଭେଦ କ୍ଷମତା ପ୍ରାୟ ୫୫୦୦ କିଲୋମିଟର

ଧାମରା: ବାଲେଷ୍ଟିକ ମିସାଇଲ ଅଗ୍ନୀ-୫ର ସଫଳ ପରୀକ୍ଷଣ । ଭଦ୍ରକ ଜିଲ୍ଲା ଧାମରାର ଅବଦୁଲ କଲାମ ଦ୍ୱୀପରୁ ଏହି ପରୀକ୍ଷଣ ହୋଇଛି । ରାତ୍ରୀକାଳୀନ ପରୀକ୍ଷଣ କଲା ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ପରୀକ୍ଷଣ ବେଳେ ଡିଆରଡିଓର ବୈଜ୍ଞାନିକ ମାନଙ୍କ ସହିତ ଉପସ୍ଥିତ ଥିଲେ ପ୍ରତିରକ୍ଷା ବିଭାଗ ସଚିବ ।

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ମୋବାଇଲ ସମ୍ପୂର୍ଣ୍ଣ ନିଷେଧ

ଭୁବନେଶ୍ବର: ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ ମୋବାଇଲ ନିଷେଧ କରାଯାଇଛି। ସେବାୟତ, ପୁଲିସ, ଅଧିକାରୀ କେହି ନେଇ ପାରିବେନି ମୋବାଇଲ ଫୋନ। ସିଂହଦ୍ବାର ଓ ଦକ୍ଷିଣ ଦ୍ବାରରେ ମୋବାଇଲ ଜମାଦେଇ ଭିତରକୁ ଯିବେ। ନୀତିକାନ୍ତି ଅପଡେଟ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୋଟିଏ ମୋବାଇଲ