Browsing Category

ଓଡିଶା

ବକେୟା ଦରମା ନ ଦେଲେ ସପରିବାର ଧାରଣାରେ ବସିବେ ଆରଏମସି କର୍ମଚାରୀ

ରେଙ୍ଗାଲିକ୍ୟାମ୍ପ: ଦରମା ପାଇଁ ଗର୍ଜିଲେ ଆରଏମସି କର୍ମଚାରୀ। ୫ ତାରିଖରୁ ସପରିବାର ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲାରେ ଏବେ ଅଜବ ସ୍ଥିତି। ପ୍ରଶାସନିକ ସ୍ତରରେ ସବୁକିଛି ଠିକ୍ ଚାଲିଥିବା ଦାବି କରାଯାଉଥିଲେ ହେଁ, ବାସ୍ତବ…

ମହାନଦୀ ଜଳ ବିବାଦ ମାମଲା: ମେ’ ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲରେ ହେଲା ଗୁରୁତ୍ବପୂର୍ଣ୍ଣ ଶୁଣାଣି ।  ମହାନଦୀର ସଂଗୃହୀତ ଜଳ ବାବଦରେ ବୈଷୟିକ କମିଟିର ଯୁଗ୍ମ ସ୍ବାକ୍ଷରିତ ରିପୋର୍ଟ ଦାଖଲ । ରିପୋର୍ଟକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଅନୁମୋଦନ…

ଏସଆଇ ଚାକିରି କେଳେଙ୍କାରୀ ମାମଲା: ୮ ଅଭିଯୁକ୍ତଙ୍କ ନାଁରେ ସିବିଆଇ ପକ୍ଷରୁ NBW ଜାରି

ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି କେଳେଙ୍କାରୀ ମାମଲାରେ ସିବିଆଇ ପକ୍ଷରୁ ୮ଜଣଙ୍କ ନାଁରେ NBW ଜାରି । ସିବିଆଇ ପକ୍ଷରୁ ଜାରି ହୋଇଥିବା ସମନର ଉତ୍ତର ନରଖିବାରୁ ୮ ଜଣଙ୍କ ନାଁରେ NBW ଜାରି କରିଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ । ଅନ୍ବେଶ ନାୟକ, ଆଶିଷ କୁମାର ,ବଳରାମ ପ୍ରଧାନ,…

ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ: ପାସ୍‌ ହାର ୯୫.୩୩%, ଗଜପତି ସବୁଠୁ ଆଗୁଆ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଛି। ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ ରହିଛି। ୫ ଲକ୍ଷ…

ଚମ୍ପୁଆ ରେଞ୍ଜରେ ୧୬ ଟିକିଆ ହାତୀ ପଲଙ୍କ ଆତଙ୍କ, ଘର ଭାଙ୍ଗି ଖାଉଛନ୍ତି ଧାନ

ଯୋଡ଼ା: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ । ପଦ୍ମପୁର ଗାଁରେ ଘର ଭାଙ୍ଗି ଧାନ ଖାଇଛନ୍ତି ୧୬ ଟିକିଆ ହାତୀପଲ । ସେହିପରି ବାଲିବନ୍ଧ ସେକ୍ସନର ବଳଭଦ୍ରପୁର ଗାଁରେ ଗୋଟିଏ ଘର ଭାଙ୍ଗିଦେଇଛନ୍ତି ହାତୀ । ହାତୀ ଘର ଭାଙ୍ଗିବା ସମୟରେ ଘରେ କେହି ନଥିବାରୁ ବଡ ଅଘଟଣରୁ…

ଜମି ଭାଗବଣ୍ଟାକୁ ନେଇ ଶ୍ବଶୁର ଘରେ ଜ୍ବାଇଁଙ୍କୁ ଗୁଳିକରି ହତ୍ୟା

ଭୁବନେଶ୍ବର: ଶ୍ବଶୁରଘରେ ଜ୍ବାଇଁଙ୍କୁ ଗୁଳିକରି ହତ୍ୟା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜ୍ବାଇଁର ମୃତଦେହ ଉଦ୍ଧାର। କନ୍ଧମାଳ ବେଲଘର ଥାନା ସାପେରି ଗାଁରେ ଚାଞ୍ଚଲ୍ୟ ଦେଶୀ ବନ୍ଧୁକରୁ ଗୁଳିକରି ହତ୍ୟା ଅଭିଯୋଗ । ଶିକାର କରିବା ବାହାନାରେ ଡାକିନେଇ ହତ୍ୟା । ଶଳାମାନେ ଡାକିନେଇ ହତ୍ୟା…

ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା କଲା ପୁଅ

ଆଠଗଡ଼: ପୁଅ ଭୁଲିଗଲା ରକ୍ତ ସମ୍ପର୍କ । ରକ୍ତମୁଖା ସାଜିଲା ଜନ୍ମକଲା ପୁଅ । ସାମାନ୍ଯ କଳହରୁ ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା । ଆଠଗଡ଼ ଥାନା ଜାଗିଆପଡା ହରିଜନ ସାହିରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା । ପିତୃହନ୍ତା ପୁଅକୁ କାବୁ କରି ପୋଲିସ ଜିମାରେ ଦେଲେ ଗ୍ରାମବାସୀ । ଆଠଗଡ଼…

ଗ୍ୟାସ ସିଲିଣ୍ଡର ଫାଟି ମା’ ମୃତ, ୩ ପୁଅ ଗୁରୁତର

ଭୁବନେଶ୍ବର: ଗ୍ୟାସ ସିଲିଣ୍ଡର ଫାଟି ମା’ ମୃତ । ୩ ପୁଅ ଗୁରୁତର । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ବଜାରସାହିରେ ଘଟିଛି ହୃଦୟବିଦାରକ ଘଟଣା । ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଛନ୍ତି ମହିଳା । ମୃତ ମହିଳାଙ୍କ ୩ ପୁଅ ଗୁରୁତର । ଗ୍ୟାସ ସିଲିଣ୍ଡର ଫାଟି ନିଆଁ…

ଦହିବରା ଖାଇ ପାଟପୁର ଗାଁର ୫୦ ଅସୁସ୍ଥ

ଯାଜପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକର ଜୟନ୍ତରା ପଞ୍ଚାୟତ ଅନ୍ତର୍ଗତ ପାଟପୁର ଗାଁର ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ରାସ୍ତା କଡ଼ରୁ ‘ଦହିବରା’ ଖାଇବା ପରେ ସେମାନେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୂଚନା ଅନୁଯାୟୀ, ଗାଁ ଲୋକେ ନିକଟସ୍ଥ ଗାଁର ଜଣେ…

ଜିତୁ ମୁଣ୍ଡା ପ୍ରସଙ୍ଗରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ଜଣେ ଆଦିବାସୀ ବ୍ୟକ୍ତିଙ୍କ ସହ ଘଟିଥିବା ଅଘଟଣକୁ ନେଇ “ଗଭୀର ଦୁଃଖ” ପ୍ରକାଶ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ଓଡିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଘଟଣା ପାଟନା ବ୍ଲକର ଡିଆନାଲି ଗ୍ରାମର…