Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବନ୍ଧୁକ ଦେଖାଇ ନେଇଗଲେ ୩ଲକ୍ଷରୁ ଅଧିକ ଟଙ୍କା…
ସୋର : ବନ୍ଧୁକ ଦେଖାଇ ୩ ଲକ୍ଷ ୭୦ ହଜାରରୁ ଊର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ସୋର ଅନନ୍ତପୁର ଫାଣ୍ଡିଗୁଡ୍ ଅନ୍ତର୍ଗତ ବଡେଇବାଙ୍କ ଛକରେ ଏହି ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, କିଓସ୍କ ବ୍ୟାଙ୍କକୁ ଟଙ୍କା ନେଇଯିବା ବେଳେ!-->!-->!-->…
କୋଟିଏ ଟଙ୍କାର କଳସ ଦାନ କଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ…
ଭୁବନେଶ୍ୱର: କୋଟିଏ ଟଙ୍କାର କଳସ ଦାନ କଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ନଵ କିଶୋର ଦାସ। ମହାରାଷ୍ଟ୍ର ଅହମଦନଗର ଜିଲ୍ଲାର ଶନି ଶିଙ୍ଗଣାପୁରରେ ଥିବା ଭଗବାନ ଶନିଙ୍କ ମନ୍ଦିରରେ ସୁନାର କଳସ ଦାନ କରିଛନ୍ତି । ଏହି କଳସ ୭୦୦ ଗ୍ରାମ ସୁନା ଓ ୫ କେଜି ରୂପାରେ ନିର୍ମିତ ହୋଇଛି। ଯାହାର ଦାମ!-->…
ବାଲୁକା କଳାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ…
ପୁରୀ : ପବିତ୍ର ନେତାଜୀ ଜୟନ୍ତୀ ଅବସରରେ ନେତାଜୀ ସୁବାଷଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଦେବାପାଇଁ ବାଲୁକାକଳାରେ ନେତାଜୀଙ୍କ ଅବିକଳ ପ୍ରତିଛବି ଆଙ୍କିଲେ ପଦ୍ମଶ୍ରୀ ସୁଦର୍ଶନ ପଟନାୟକ। ପୁରୀ ବେଳା ଭୂମିରେ ପ୍ରସ୍ତୁତ ହୋଇଥିବା ଏହି ବାଲୁକାକଳାରେ ୪୫୦ ଟି ଷ୍ଟିଲ ଗିନା ଇନଷ୍ଟଲ!-->…
ସୁଟ୍କେସ୍ରୁ ମୃତଦେହ ମିଳିବା ଘଟଣାରେ ସ୍ତ୍ରୀ ହିଁ ମୁଖ୍ୟ ଅଭିଯୁକ୍ତ, ୩ ଗିରଫ
ଖୋର୍ଦ୍ଧା: ସୁଟକେସରୁ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାସ । ସ୍ତ୍ରୀ କରିଥିଲା ମର୍ଡର ପ୍ଲାନ୍ । ସମ୍ପର୍କୀୟ ଭାଇ ଓ ଜଣେ ସହଯୋଗୀ ସହାୟତାରେ ସ୍ୱାମୀକୁ ମାରିଛି ସ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ନିକଟ ଜଙ୍ଗଲରୁ ସୁଟକେସରୁ ମୃତହେହ ଉଦ୍ଧାର ଘଟଣାରେ ସ୍ତ୍ରୀ ସମେତ ୩ ଜଣଙ୍କୁ ଗିରଫ!-->…
ସମ୍ବଲପୁରର ବିଶିଷ୍ଟ ଡାକ୍ତର ଯତୀନ୍ଦ୍ର ମୋହନ ପୂଜାରୀଙ୍କ ସୁଇସାଇଡ ନୋଟ ଜବତ
ସମ୍ବଲପୁର : ୮୬ ବର୍ଷ ବୟସରେ ଡାକ୍ତରଙ୍କ ଆତ୍ମହତ୍ୟା । ଆତ୍ମହତ୍ୟା କରିଛନ୍ତି ସମ୍ବଲପୁରର ବିଶିଷ୍ଟ ଡାକ୍ତର ଯତୀନ୍ଦ୍ର ମୋହନ ପୂଜାରୀ। ମୃତଦେହ ନିକଟରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୋଲିସ୍ ।
ସୁଇସାଇଡ ନୋଟରେ ଲେଖାଯାଇଛି ‘କ୍ଷମା କରିଦେବ’। ଯତୀନ୍ଦ୍ରଙ୍କ ପୁଅ ବାହାରେ!-->!-->!-->…
ବ୍ରିଜ ତଳକୁ ଖସିଲା ବସ୍ : ୨ମୃତ, ୪୦ଗୁରୁତର…
ଢେଙ୍କାନାଳ: ସକାଳୁ ସକାଳୁ ଦୁର୍ଘଟଣା । ଢେଙ୍କାନାଳ ସଦର ଥାନା ଢେଙ୍କାନାଳ ଅନୁଗୋଳ ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚୁପଟି ନିକଟ କେନାଲକୁ ଓଲଟିଲା ପିକନିକ ବସ । ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ବସରେ ଥିବା ୪୦ରୁ ଊର୍ଦ୍ଧ୍ବ ଯାତ୍ରୀ ଗୁରୁତର ଅଛନ୍ତି। ମୃତାହତ ମାନେ କେନ୍ଦ୍ରାପଡା!-->…
ଆଜି ନେତାଜୀଙ୍କ ୧୨୬ ତମ ପୁଣ୍ୟ ଜୟନ୍ତୀ…
କଟକ: ଦେଶ ପାଳନ କରୁଛି ସ୍ୱାଧୀନତା ସଂଗ୍ରାମର ମହାନାୟକ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ । ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେଉଥିବା ବେଳେ ନେତାଜୀଙ୍କ ଜନ୍ମସ୍ଥାନ କଟକରେ ଆୟୋଜିତ ହେଉଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । କଟକ!-->…
ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଅନୁପମ ଖେର
ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ ଅଭିନେତା ଅନୁପମ ଖେର । ଶ୍ରୀଜିଉଙ୍କ ଆଶୀର୍ବାଦ ଭିକ୍ଷା କଲେ । ମହାପ୍ରଭୁଙ୍କ କୃପା ସମସ୍ତଙ୍କ ଉପରେ ରହୁ । ଏଥିସହ ଦେଶର ସମୃଦ୍ଧି ଲାଗି ମଧ୍ୟ ପ୍ରାର୍ଥନା କରିଥିବା କହିଛନ୍ତି ଅନୁପମ ଖେର। ଶ୍ରୀମନ୍ଦିର ଚତୁର୍ପାଶ୍ୱ ଓ!-->…
ପ୍ରଦେଶ କଂଗ୍ରେସ କମିଟିର ଭାରତ ଯୋଡୋ ପଦଯାତ୍ରା
ବରଗଡ / ବରପାଲି:- ଆଜି ବରପାଲି ଠାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଭାରତ ଯୋଡୋ ପଦଯାତ୍ରା ଦଳ ସହ ବରପାଲି ରେ ପହଞ୍ଚିବା ପରେ ତାଙ୍କୁ କଦଳୀ ପାଲି ମହାଦେବ ମନ୍ଦିର ସମ୍ମୁଖ ରେ ଜିଲ୍ଲା ଯୁବ କଂଗ୍ରେସ ସଭାପତି ଅଭିଷେକ ସେଟ୍, କାଉନସିଲର ତଥା ନଗର କଂଗ୍ରେସ ସଭାପତି!-->…
ପୋଲିସ ମାଡ ଡରରେ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ
ମୟୂରଭଞ୍ଜ: ଥାର୍ଡ ଡିଗ୍ରୀ ଟ୍ରିଟମେଣ୍ଟକୁ ନେଇ ଚର୍ଚ୍ଚାରେ ଶୁଳିଆପଦା ଥାନା ପୋଲିସ। ପୋଲିସର ଥାର୍ଡଡିଗ୍ରୀ ଟ୍ରିଟମେଣ୍ଟରେ ଯୁବକର ଜୀବନ ଗଲା। ପୁଣି ପୋଲିସ ଥାନାକୁ ଉଠାଇନେଇ ନିସ୍ତୁକ ମାଡ଼ ମାରିବ ଏହି ଭୟରେ ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକଙ୍କ ସହ!-->…