Browsing Category

ଓଡିଶା

ପୋଖରୀରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ବ୍ରହ୍ମପୁର: ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଗଞ୍ଜାମ ଦିଗପହଣ୍ଡି ଥାନା ଭୀଷ୍ମଗିରୀ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର। ବିଳମ୍ବିତ ରାତିରେ ନବଜାତ ଶିଶୁ କନ୍ୟାକୁ ଫିଙ୍ଗି ଦେଇଥିବା ସନ୍ଦେହ। ନବଜାତକୁ ଦେଖି ପୋଲିସକୁ ଖବର ଦେଲେ ସ୍ଥାନୀୟ ଲୋକେ। ପୋଲିସ ଖବର ପାଇ

ମହାନଦୀ ପ୍ରସଙ୍ଗ: କ୍ଷେତ୍ର ପରିଦର୍ଶନ ଲାଗି ଛତିଶଗଡ ଯିବେ ଓଡିଶାର ଟିମ

ଭୁବନେଶ୍ୱର: ଏଥର ଗୋଟିଏ ଟେବୁଲରେ ବସିବେ ଓଡିଶା- ଛତିଶଗଡ଼। ମହାନଦୀକୁ ନେଇ ମୁହାଁମୁହିଁ ହେବେ ଏବଂ କରିବେ ଆଲୋଚନା। ଖୁବଶୀଘ୍ର ଓଡିଶାର ଏକ ଟିମ ଛତିଶଗଡର କ୍ଷେତ୍ର ପରିଦର୍ଶନ କରିବ । ହେଲେ ଓଡିଶା କେଉଁ ପ୍ରସଙ୍ଗରେ ଆଲୋଚନା କରିବ ସେ ଉପରେ ସମସ୍ତଙ୍କ ନଜର। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ

ବାର୍‌ହା ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

କନ୍ଧମାଳ: ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ ୨ଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାଟି କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳର । ମୃତକ ହେଲେ କାନବାଗିରୀ ଗ୍ରାମର ଅପସରୀ ପ୍ରଧାନ(୬୦)। ଆହତମାନେ ହେଲେ ନିରଜିନୀ

କର୍ମଚାରୀ ଅଭାବ: ଚଢ଼ାଉକୁ ଡରିଲାଣି ଅବକାରୀ ବିଭାଗ…

ନୟାଗଡ଼: ଅବକାରୀ ଥାନା ଗୁଡିକରେ ଅଧିକାରୀ ଓ କର୍ମଚାରୀଙ୍କ ଅଭାବ ଯୋଗୁଁ ଏବେ ଜଟିଳ ପରିସ୍ଥିତି ଦେଖାଦେଇଛି ।ଗତ ସପ୍ତାହରେ ନୟାଗଡ଼ ସଦର ଥାନା ଅଧୀନସ୍ଥ ବୋଦାପଡ଼ା ଗାଁରେ ଅବକାରୀ ବିଭାଗ କର୍ମଚାରୀ ମାନଙ୍କୁ ଯେଉଁଭଳି ଭାବରେ ଆକ୍ରମଣ କରାଗଲା, ଏହାକୁ ନେଇ ସମସ୍ତେ ଭୟଭୀତ ହୋଇପଡ଼ିଛନ୍ତି

ଜମିବାଡି ବିବାଦକୁ ନେଇ ଆନନ୍ଦପୁରରେ ଟ୍ରିପଲ ମର୍ଡର

ଆନନ୍ଦପୁର: ଜମିବାଡି ବିବାଦକୁ ନେଇ ହତ୍ୟାକାଣ୍ଡ। ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା। ସ୍ବାମୀ, ସ୍ତ୍ରୀ ସମେତ  ନାବାଳିକା ଝିଅକୁ  ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକମାନେ ହେଲେ ଜିତେନ୍ଦ୍ର ସୋରେନ, ମାଳତୀ ସୋରେନ, ମମି ସୋରେନ।ଏହି ଘଟଣାଟି  ଘସିପୁରା ଥାନା

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ, ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ଲେଖକ ଚରଣ ହେମ୍ବ୍ରମ ସମ୍ମାନିତ

ଭୁବନେଶ୍ୱର : ଓଡ଼ିଶାର ଚରଣ ହେମ୍ବ୍ରମଙ୍କ ସହ ୪ ଜଣଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ଓଡ଼ିଶାର ସାନ୍ତାଳୀ ଭାଷାର ବିଶିଷ୍ଟ ଲେଖକ ଚରଣ ହେମ୍ବ୍ରମଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ସାହିତ୍ୟ ଓ ଶିକ୍ଷାକ୍ଷେତ୍ର ପାଇଁ ଶ୍ରୀ ହେମ୍ବ୍ରମ ପାଇଲେ

ଘୋଷଣା ହେଲା ପୋଲିସ ସେବା ପଦକ, ସାହସିକତା ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ମିଳିବ ମେଡାଲ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସର ଅବ୍ୟହିତ ପୂର୍ବରୁ ପୋଲିସ ଅଗ୍ନିଶମ, ଗୃହ ରକ୍ଷୀ ଓ ଜେଲ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ମେଡାଲ ଘୋଷଣା । ସାରା ଦେଶର ୯୮୨ଜଣଙ୍କୁ ପଦକ ମିଳିବ ପୋଲିସ ସେବା ପଦକ । ସେଭିତିତରୁ ୧୨୫ଜଣଙ୍କୁ ସାହସକିତା

କେନ୍ଦ୍ର ସରକାରଙ୍କ ନୂଆ IAS/IPS କ୍ୟାଡର ବଣ୍ଟନ ନୀତି ଜାରି

ଭୁବନେଶ୍ବର: ବଦଳିଲା IAS/IPS କ୍ୟାଡର ନିୟମ । କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଛି ନୂଆ IAS/IPS କ୍ୟାଡର ବଣ୍ଟନ ନୀତି । ଏହି ନୂତନ ନୀତି ପୂର୍ବରୁ ପ୍ରଚଳିତ ନିୟମଗୁଡ଼ିକୁ ହଟାଇ ୨୦୨୬ ମସିହାର ସିଭିଲ୍ ସର୍ଭିସ ପରୀକ୍ଷା (CSE-2026) ଠାରୁ କାର୍ଯ୍ୟକାରୀ ହେବ

ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ !

ସୁନ୍ଦରଗଡ଼ : ବର୍ବର, ଅମାନୁଷିକ, ଅଭାବନୀୟ ଘଟଣା । ୮୦ ବର୍ଷର ବୃଦ୍ଧାଙ୍କୁ ଜିଅନ୍ତା ଜାଳିଦେଲେ ଦୁର୍ବୃତ୍ତ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ରଙ୍ଗିଆଢ଼ିପା ଗାଁରେ ଘଟିଛି ଲୋମଟାଙ୍କୁରା କାଣ୍ଡ । ବୃଦ୍ଧା ଜଣକ ଦିନତମାମ ଘରୁ ନବାହାରିବାରୁ ସନ୍ଦେହରେ କବାଟ

ଖଣ୍ତଗିରି ଯାତ୍ରା ପାଇଁ ୧୪ଟି ନିୟମ ଲାଗୁ କଲା କମିଶନରେଟ ପୁଲିସ

ଭୁବନେଶ୍ବର: ଖଣ୍ତଗିରି ଯାତ୍ରାକୁ ଆଖି ଆଗରେ ରଖି ଚଡଦଟି ନିୟମ ଜାରି କରିଛି କମିଶନରେଟ ପୁଲିସ୍।ଏନେଇ କମିଶନରେଟ ପୁଲିସ ପକ୍ଷରୁ ଯାତ୍ରାକମିଟି ମାନଙ୍କୁ ନୋଟିସ୍ ଜାରି କରାଯାଇଛି। ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଏହି ଚଉଦଟି ନିୟମକୁ ଜାରି କରାଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା