Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା, ୨ ଶିକ୍ଷୟତ୍ରୀ ମୃତ
ଜି. ଉଦୟଗିରି ୨୬।୧୧ : ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା । ଚାଲିଗଲା ଦୁଇ ଶିକ୍ଷୟତ୍ରୀଙ୍କ ଜୀବନ ।କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ଦୁଇ ଜଣ ଶିକ୍ଷୟତ୍ରୀ ନିଜ ସ୍କୁଟି ଯୋଗେ ସ୍କୁଲକୁ!-->!-->!-->…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର, ୩ ମାଓବାଦୀ ନିହତ
ମାଲକାନଗିରି ୨୬।୧୧ : ଓଡିଶା ସୀମାନ୍ତରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।
ଖବର ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ!-->!-->!-->…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତଦାରଖ କଲେ 5T ସଚିବ
ପୁରୀ ୨୬/୧୧: ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ୍ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କଲେ କଲେ 5T ସଚିବ । ଏହାସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କଲେ ।
ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ!-->!-->!-->…
ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ, ଉପନିର୍ବାଚନ ପୂର୍ବରୁ ମାଓ ପୋଷ୍ଟର
ପଦ୍ମପୁର ୨୬।୧୧ : ଆଉ କିଛି ଦିନ ପରେ ପଦ୍ମପୁରରେ ଉପନିର୍ବାଚନ । ହେଲେ ଏହାପୂର୍ବରୁ ଲାଗିଛି ମାଓ ପୋଷ୍ଟର । ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ । ପଦ୍ମପୁରରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର ।
ଖବର ଅନୁଯାୟୀ, ପାଇକମାଲ ରାସ୍ତା ମାଗୁରମାଲ ଛକରେ ଥିବା ନିଶାନୀ ମନ୍ଦିର ପାଖରେ ଲାଗିଛି!-->!-->!-->…
ଆହୁରି ୨ରୁ ୩ ଡିଗ୍ରୀ ଖସିବ ପାରଦ, ବଢ଼ିବ ଶୀତ
ଭୁବନେଶ୍ୱର ୨୬।୧୧ : ରାଜ୍ୟରେ ପାରଦ କ୍ରମଶଃ ତଳକୁ ଖସୁଛି । ଗତକାଲି ୧୩ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଝାରସୁଗୁଡ଼ାରେ ୧୨, ସୁନ୍ଦରଗଡ଼ରେ ୧୨.୫, ଫୁଲବାଣୀରେ ୧୩, ଦାରିଙ୍ଗିବାଡି଼ରେ ୧୩, କେନ୍ଦୁଝରରେ ୧୩.୨, ଭବାନୀପାଟଣାରେ ୧୩.୨, ଦେବଗଡ଼ରେ ୧୩.୪, ବରଗଡ଼ରେ ୧୩.୮ ରହିଛି ।
!-->!-->…
୨୨ ଗ୍ରାମ ବ୍ରାଉନ ସୁଗର ଜବତ; ଜଣେ ଗିରଫ
ଧର୍ମଗଡ଼ ୨୬/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ!-->…
ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ବୌଦ୍ଧ: ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ। ଏହି ପୁଲିସ ବାବୁ ଜଣକ ବୌଦ୍ଧ ଜିଲ୍ଲା ଜହ୍ନପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ। ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ କରି ଅଧିକ ଖୋଳତାଡ଼ ଆରମ୍ଭ କରିଛି। ଏକ ମାମଲାର ତଦନ୍ତ!-->…
ଚାକିରି ପାଇଁ ଅଭିନବ ପ୍ରତିବାଦ: ବିଧାନସଭା ଆଗରେ କାନ ଧରି ଆଣ୍ଠେଇଲେ ଶହ ଶହ ଯୁବକ
ଭୁବନେଶ୍ବର: ଚାକିରି ପାଇଁ ଅଭିନବ ପ୍ରତିବାଦ। କାନ ଧରି ଆଣ୍ଠେଇ ବିଧାନସଭା ଆଗରେ ପ୍ରତିବାଦ। ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟମାନେ ପ୍ରତିବାଦ କରିଛନ୍ତି। ମୃତକଙ୍କ ସ୍ଥାନରେ ଚାକିରିରେ ଥଇଥାନ ଦାବିରେ ଆନ୍ଦୋଳନ କରିଛନ୍ତି।
ଓଡ଼ିଶା ବେସାମପରିକ ସେବା- ପୁନଃ ଥଇଥାନ!-->!-->!-->…
ଓକିଲ ସଂଘର ଆନ୍ଦୋନଳ: ରାଜଧାନୀକୁ ଓଡ଼ିଶା ହାଇକୋର୍ଟ ସ୍ଥାନାନ୍ତରଣ ଓ ଭୁବନେଶ୍ୱରକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି
ଭୁବନେଶ୍ୱର: ଭୁବନେଶ୍ୱରରେ କୋର୍ଟ କାର୍ଯ୍ୟ ସଂପର୍ଣ୍ଣ ବନ୍ଦ । ରାଜଧାନୀକୁ ଓଡ଼ିଶା ହାଇକୋର୍ଟ ସ୍ଥାନାନ୍ତରଣ ଓ ଭୁବନେଶ୍ୱରକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଓକିଲ ସଂଘର ଆନ୍ଦୋନଳ ଚାଲିଛି ।
ମାସର ଶେଷ ଶୁକ୍ରବାର ଓକିଲ ସଂଘ ପକ୍ଷରୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରାଯାଉଛି ।!-->!-->!-->…
କେନ୍ଦ୍ରାପଡ଼ାରେ ବାଣ ବିସ୍ଫୋରଣ ଘଟଣା: ଏସସିବିରେ ୩୪ ଜଣ ଚିକିତ୍ସିତ, ୫ ଅତି ଗୁରୁତର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ବିସ୍ଫୋରଣ ଘଟଣାରେ ଆହତ ୪୦ ଜଣଙ୍କ ମଧ୍ୟରୁ କଟକ ଏସସିବିରେ ଚିକିତ୍ସିତ ହେଉଛନ୍ତି ୩୪ ଜଣ । ସେମାନଙ୍କ ଭିତରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୫ଜଣଙ୍କ ଅବସ୍ଥା ଅତି ଗୁରୁତର ରହିଛି । ଗୁରୁତରଙ୍କୁ ଆଇସିୟୁରେ!-->…