Browsing Category

ଓଡିଶା

ଅଧିବେଶନର ପ୍ରଥମ ଦିନରେ ଭାବବିହ୍ୱଳ ହେଲେ ଧାମନଗର ବିଧାୟକ

ଭୁବନେଶ୍ୱର ୨୪/୧୧: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳିନ ଅଧିବେଶନ । ଧାମନଗର ଉପନିର୍ବାଚନରେ ବିଜୟ ପରେ ଆଜି ପ୍ରଥମ ଥର ପାଇଁ ସାମିଲ ହୋଇଥିଲେ ବିଧାୟକ ସୂର୍ଯ୍ୟବଂଶୀ ସୁରଜ୍ । ତେବେ ପ୍ରଥମ ଦିନରେ ଟିକିଏ ଭାବବିହ୍ୱଳ ହୋଇପଡିଥିଲେ ସୂରଜ । ସେ କହିଥିଲେ ପ୍ରଥମ ଦିନ ହୋଇଥିବାରୁ ଏହା

ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ

ସମ୍ୱଲପୁର ୨୪/୧୧: ବୁର୍ଲା ଭିସୁଟରେ ରାଗିଂ ଅଭିଯୋଗ । ଭିସୁଟର ଜଣେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର କିଛି ଛାତ୍ର ରାଗିଂ କରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ର ଜଣକ ଥାନାରେ ଅଭିଯୋଗ କଲା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ଛାତ୍ର ଜଣକ ନିଜ

ଶୀତକାଳୀନ ଅଧିବେଶନ : ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର ୨୪।୧୧ : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ

ପୁଅ, ଝିଅ ସହ ମିଶି ସ୍ୱାମୀକୁ ପିଟି ପିଟି ହତ୍ୟା କଲା ସ୍ତ୍ରୀ

ଚାନ୍ଦବାଲି ୨୪।୧୧ : ବାପାକୁ ପିଟି ପିଟି ମାରିଦେଲେ ପୁଅ-ଝିଅ ଏବଂ ସ୍ତ୍ରୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୁରୀହାଟ ଥାନା ଦୌଲତପୁର ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତିଙ୍କ ନାମ ବାବୁଆ ଦାସ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବାବୁଆ ଦାସ ଓ

ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ

ଭୁବନେଶ୍ବର: ଖୋଲୁଛି ଅର୍ଚ୍ଚନା ନାଗ କଳା ସାମ୍ରାଜ୍ୟର ଗୁମର । ହନିଟ୍ରାପ୍‌ ଓ ମନି ଲଣ୍ଡରିଂ ମାମଲାରେ ଇଡିରେ ହାଜର ହେଉଛନ୍ତି ବଡ଼ ମୁଣ୍ଡ । ଆଜି ଇଡିରେ ହାଜର ହୋଇଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ଗଙ୍ଗାଧର ସାମଲ । ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ପଚରାଉଚରା ଚାଲିଥିବା ସୂଚନା ।

ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ

କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ

ଅର୍ଚ୍ଚନା ନାଗ ମାମଲା: EDରେ ପହଞ୍ଚିଲେ ଡାକ୍ତରୀ ଟିମ୍‌

ଭୁବନେଶ୍ୱର ୨୩/୧୧: ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍‌ ମେଲର୍‌ ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବେ ଜୋରଦାର ତଦନ୍ତ ଚଳାଇଛି। ଏହି ମାମଲାରେ ଅର୍ଚ୍ଚନାଙ୍କ ସହ ଲିଙ୍କ୍‌ ଥିବା ଓ ବେଆଇନ୍‌ ଅର୍ଥ କାରବାର ମାମଲାରେ ବର୍ତ୍ତମାନ ସୁଦ୍ଧା ଇଡି ଓଡ଼ିଆ ସିନେ

ବୈଧ ଡକ୍ୟୁମେଣ୍ଟ ନ ଥିଲେ ଗାଡ଼ିକୁ ଧରିବ ଇ-ଡିଟେକ୍ସନ

କଟକ: ବୈଧ ଡକ୍ୟୁମେଣ୍ଟ ବିନା ଚାଲୁଥିବା ଗାଡ଼ିକୁ ଇ-ଡିଟେକ୍ସନ ଦ୍ବାରା ଧରାଯିବ। ପରିବହନ ବିଭାଗ ଡକ୍ୟୁମେଣ୍ଟ ଅପଡେଟ୍ ନଥାଇ ଚାଲୁଥିବା ଯାନକୁ ଧରିବାକୁ ଯୋଜନା କରୁଛି। ଏଥିପାଇ ଇ-ଡିଟେକ୍ସନ ପୋର୍ଟାଲ ପ୍ରସ୍ତୁତ ହେଉଥିବା ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫାଷ୍ଟଟ୍ୟାଗ୍ ଓ

ପୂରଣ ହେବ ଖାଲିଥିବା ୭,୫୪୦ ଶିକ୍ଷକ ପଦବି; OSSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର ୨୩/୧୧: ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ୍‌ ପକ୍ଷରୁ ଆନୁଷ୍ଠାନିକ ଭାବେ ଏହି ବଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ୭,୫୪୦ ଜଣ

ରାଜଧାନୀରେ ଫୁଟିଲା ବୋମା; ୨ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର ୨୩/୧୧: ପୁଣି ରାଜଧାନୀରେ ବୋମାମାଡ଼। ଏଥିରେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଏପରି ଘଟଣା ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ାରେ ଘଟିଛି। ୨ ଗୁରୁତରଙ୍କୁ ଏବେ ରାଜଧାନୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଲକ୍ଷ୍ମୀସାଗର ପୋଲିସ ପହଞ୍ଚି ତନାଘନା