Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କପାଳି ନଦୀ ଉପର ମୁଣ୍ଡରେ କୁମ୍ଭୀର ଆତଙ୍କ
ଭଦ୍ରକ : ନଦୀ ଉପର ମୁଣ୍ଡରେ କୁମ୍ଭୀର । ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଶ୍ୟାମଚାନ୍ଦ ପାଟଣା ସ୍ଥିତ କପାଳି ନଦୀରେ କୁମ୍ଭୀର ଆତଙ୍କ ଦେଖା ଦେଇଛି ।
ଗତକାଲି ସନ୍ଧ୍ୟାରେ ଦୁଇଟି କୁମ୍ଭୀର ନଦୀର କୂଳରେ ଥିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ ।!-->!-->!-->…
ଜାରି ହେଲା ବିଜେପିର ଷ୍ଟାର୍ ପ୍ରଚାରକ ଲିଷ୍ଟ
ଭୁବନେଶ୍ବର: ନୂଆପଡା ମଇଦାନ ଏବେ ସରଗରମ । ନିଜ ନିଜ ଯୋଦ୍ଧାକୁ ଓହ୍ଲାଇ ସାରିଛନ୍ତି ୩ ଦଳ । ଏବେ ଲଢେଇ ଶେଷ ପ୍ରସ୍ତୁତିରେ । ତିନି ଦଳ ନିଜ ନିଜର ବିଜୟ ପାଇଁ ଅଙ୍କ କଷୁଥିବା ବେଳେ ବିଜେପି ଏକ ଶକ୍ତିଶାଳୀ ୪୦ ସଦସ୍ୟ ବିଶିଷ୍ଟ ଷ୍ଟାର ପ୍ରଚାରକ ତାଲିକା ସହିତ ନୂଆପଡା ଉପନିର୍ବାଚନ ପ୍ରଚାର!-->…
ସମଗ୍ର ଦେଶରୁ ପ୍ରତ୍ୟାହାର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଆଇଏମଡି
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁରୁବାର ଦିନ ସମଗ୍ର ଦେଶରୁ ପ୍ରତ୍ୟାହାର ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି।
ସେହି ସମୟରେ ଉତ୍ତର-ପୂର୍ବ ମୌସୁମୀ ତାମିଲନାଡୁ, ପୁଡୁଚେରୀ ଏବଂ କରିକାଲ, ଉପକୂଳ ଆନ୍ଧ୍ର ପ୍ରଦେଶ, ରାୟଲସୀମା, ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ!-->!-->!-->…
ବିଜେଡିକୁ ଝଟ୍କା, ବିଜେପିରେ ମିଶିଲେ ଲମ୍ବୋଦର
ଭୁବନେଶ୍ୱର: ନୂଆପଡ଼ା ରାଜନୀତିରେ ବିଜେଡିକୁ ଶକ୍ତ ଏକ ଝଟ୍କା । ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଲମ୍ବୋଦର ନିଆଲ । କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍ରେ ଲଢ଼ିଥିଲେ ।
ପୂର୍ବରୁ ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ରୁଦ୍ଧଦ୍ୱାର ବୈଠକ ହୋଇଥିଲା ।
!-->!-->!-->!-->…
୭୯ ବର୍ଷରେ ପାଦ ଥାପିଲେ ନବୀନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଛନ୍ତି ନବୀନ। ସ୍ବର୍ଗତ ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ରାଜ୍ୟ ଇତିହାସର ଏକ ଅନନ୍ୟ ଛବି। ନବୀନଙ୍କ ଜନ୍ମଦିନରେ!-->…
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆୟୁଷ୍ମାନ ଯୋଜନା ବ୍ୟୟବରାଦ ୪୭୫୩ କୋଟି
ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ୍ ୧୧ରୁ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହୋଇଛି। ନୂଆ ସରକାର ଆସିବା ପରେ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୩.୪୭ କୋଟି ହିତାଧିକାରୀ ସାମିଲ ହୋଇଥିବାେବଳେ ୧.୪୭ କୋଟି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯାଇଛି।!-->…
ସରକାରୀ ଉନ୍ନତ ଉଚ୍ଚ ମାଧମିକ ବିଦ୍ୟାଳୟ ଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ “ସୁରଭି-୨୦୨୫”…
ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅଧୀନସ୍ଥ ବେହେଡା ସରକାରୀ ଉନ୍ନତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭୀ-୨୦୨୫" ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀଙ୍କ ସୁପ୍ତ ପ୍ରତିଭାକୁ!-->!-->!-->…
ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ
ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।
!-->!-->!-->…
ତୁଟିଲା ଦ୍ୱନ୍ଦ୍ୱ : ୨୦ରେ ପାଳନ ହେବ ଦୀପାବଳି ଓ ପୟାଶ୍ରାଦ୍ଧ
ପୁରୀ : ୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ । ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ । ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ କରିଛି ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭା । ପୁରୀ ଭକ୍ତ ସାଲବେଗ ପୀଠରେ ମୁକ୍ତିମଣ୍ଡପ ପଣ୍ଡିତ ସଭାର ସାମ୍ବାଦିକ ସମ୍ମିଳନୀରେ ଏହି!-->…
ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ
ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ!-->…