Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବେଲପଡ଼ା ତହସିଲ ସେକ୍ସନ ଅଫିସର
ବଲାଙ୍ଗିର : ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ତହସିଲ ସେକ୍ସନ ଅଫିସର। ବଲାଙ୍ଗିର ବେଲପଡ଼ା ତହସିଲ ସେକ୍ସନ ଅଫିସର ଯୁଗଳ କିଶୋର ରାଉତ ଲାଞ୍ଚ ନେଇ ଧରାପଡିଛନ୍ତି।
ଏକ ଜମିଜମା ମାମଲାରେ ଅଭିଯୋଗକାରୀଙ୍କ ସପକ୍ଷରେ ତହସିଲଦାରଙ୍କ ନିର୍ଦ୍ଦେଶ କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ।!-->!-->!-->…
ଡିଏସ୍ପିରୁ ଅତିରିକ୍ତ ଏସ୍ପିକୁ ପଦୋନ୍ନତି ବିଜ୍ଞପ୍ତି ଉପରେ ରହିତାଦେଶ, କାର୍ଯ୍ୟାନୁଷ୍ଠାନ ନନେବାକୁ OPSCକୁ HCଙ୍କ…
ଭୁବନେଶ୍ଵର: ଡିଏସ୍ପିରୁ ଅତିରିକ୍ତ ଏସ୍ପିକୁ ପଦୋନ୍ନତି ବିଜ୍ଞପ୍ତି ଉପରେ ରହିତାଦେଶ ଜାରି। ଓପିଏସସି ପକ୍ଷରୁ ଜାରି ବିଜ୍ଞପ୍ତି ଉପରେ ରହିତାଦେଶ ଦେଲେ ଉଚ୍ଚ ନ୍ୟାୟାଳୟ। ପରବର୍ତ୍ତୀ ଶୁଣାଣି ଯାଏଁ ଓପିଏସସି କିଛି କାର୍ଯ୍ୟାନୁଷ୍ଠାନ ନନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।!-->…
ପଦ୍ମପୁର ଉପ ନିର୍ବାଚନ: ୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀ ପତ୍ର କାଏମ, ଦୁଇ ଜଣଙ୍କ ନାକଚ
ଭୁବନେଶ୍ଵର: ପଦ୍ମପୁର ଉପ ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ପର୍ବ ଜୋରସୋରରେ ଆରମ୍ଭ ହୋଇଛି। ଶୁକ୍ରବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବି ସରିଛି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୧୩ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ବିଜେପି, ବିଜେଡି ଏବଂ କଂଗ୍ରେସ ତିନି ପ୍ରମୁଖ!-->…
ଚଣ୍ଡିଖୋଲ ଛକରେ ସିରିଜ ଦୁର୍ଘଟଣା, ଫିଲ୍ମ ଷ୍ଟାଇଲରେ ଓଲଟିଲା କାର୍
ଚଣ୍ଡୀଖୋଲ ୧୮/୧୧: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଛକରେ ସିରିଜ ଦୁର୍ଘଟଣା । NH16 ଚଣ୍ଡିଖୋଲ ଛକ ନିକଟରେ ଏକ କାରଟି ଅନ୍ୟ ଏକ କାର୍ ସହ ଧକା ଦେଇଥିଲେ । ଯାହା ଫଳରେ ଅନ୍ୟ ଏକ କାରଟି ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ସ୍କର୍ପିଓରେ ଧକା ଦେଇ ଓଲଟି ପଡିଥିଲା । ଯାହା ଫଳରେ ତିନୋଟି ଗାଡି!-->…
ବାଲେଶ୍ୱରରେ ହତ୍ୟା, ଛତାବରରୁ ମିଳିଲା କଟାମୁଣ୍ଡ
ବାଲେଶ୍ୱର ୧୮/୧୧: ଖାନନଗରରେ ଗତ ୬ ତାରିଖ ହୋଇଥିବା ହତ୍ୟାକାଣ୍ଡରେ ମୃତ ଯୁବକଙ୍କ କଟାମୁଣ୍ଡ ମିଳିଛି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଛତାବର ଛକରୁ ଗୁରୁବାର କଟାମୁଣ୍ଡ ଜବତ କରିଛି ବାଲେଶ୍ୱର ସଦର ଥାନା ପୋଲିସ ।
ପାଣିକୋଇଲି ପୂର୍ବରୁ ଛତାବର!-->!-->!-->…
ବଢିବ ବିଧାୟକଙ୍କ ଦରମା
ଭୁବନେଶ୍ୱର ୧୮/୧୧: ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପଦେଷ୍ଟା କମିଟି ଏନେଇ ବିଚାର ବିମର୍ଶ କରୁଛି । ଅନ୍ୟ ରାଜ୍ୟର ବିଧାୟକଙ୍କ ଦରମା ୨ ଲକ୍ଷରୁ ଅଢେଇ ଲକ୍ଷ ରହିଛି । ଓଡ଼ିଶାରେ ବିଧାୟକଙ୍କ ଦରମା କମ ରହିଛି । ସବୁ ମିଶିକି ୯୮ ହଜାର ବିଧାୟକମାନେ ପାଉଛନ୍ତି । ଖୁବଶୀଘ୍ର ଦରମା!-->…
ପୋଷା କୁକୁର ରଖୁଥିଲେ ଏଣିକି ବାଧ୍ୟତାମୂଳକ ହେବ ପଞ୍ଜୀକରଣ
ଭୁବନେଶ୍ୱର ୧୮/୧୧: ପୋଷା କୁକୁର ରଖୁଛନ୍ତି କି? ସାବଧାନ । ଘରେ କୁକୁର ରଖିବାକୁ ଚାହୁଁଥିଲେ ପ୍ରଥମେ ବିଏମ୍ସି ପାଖରେ ପଞ୍ଜୀକରଣ କରିବାକୁ ହେବ । ନଚେତ୍ କୁକୁର ରଖିବାକୁ ଅନୁମତି ମିଳିବନି । ଖୁବ୍ଶୀଘ୍ର ଏ ନେଇ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିୟୋର (ଏସ୍ଓପି) ଆସିବ ବୋଲି ବିଏମସି!-->…
କଂଗ୍ରେସ ଭବନରୁ ଚୋରି, କ୍ୟାପିଟାଲ ଥାନାରେ ଏତଲା
ଭୁବନେଶ୍ୱର ୧୮/୧୧: ରାଜଧାନୀର କେନ୍ଦ୍ରସ୍ଥଳ ଭାବେ ପରିଚିତ ମାଷ୍ଟରକ୍ୟାଣ୍ଟିନ ଛକର କଂଗ୍ରେସ ଭବନ ଏବେ ଅସୁରକ୍ଷିତ । ପୂର୍ବରୁ କଂଗ୍ରେସ ଭବନ ଉପରକୁ ଏକାଧିକ ଥର ବୋମାମାଡ଼ ଓ ଆକ୍ରମଣ ହୋଇଥିଲା । ସବୁଥର ଅଘଟଣ ଘଟିବା ପରେ ପୁଲିସ କଂଗ୍ରେସ ଭବନରେ ପହଞ୍ଚୁଥିଲା । ଏବେ ଭବନ ପରିସରରେ!-->…
ଛାତ୍ରୀ ରାଗିଙ୍ଗ ଘଟଣା, କଲେଜରୁ ପ୍ରମାଣପତ୍ର ସହ ୧୨ଛାତ୍ରଙ୍କୁ କରାଯିବ ବିତାଡିତ…
ବ୍ରହ୍ମପୁର ୧୮/୧୧: ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟରେ ଛାତ୍ରୀ ରାଗିଙ୍ଗ ଘଟଣା । ୧୨ ଜଣ ଛାତ୍ର ଛାତ୍ରୀଙ୍କୁ ଆଜି କଲେଜରୁ ପ୍ରମାଣପତ୍ର ପ୍ରଦାନ କରି ବିତାଡିତ କରାଯିବ । ଯେଉଁମାନେ ଗିରଫ ହୋଇଛନ୍ତି ସେମାନଙ୍କୁ ବାଳସୁଧାର ଗୃହକୁ ପୋଲିସ କାବୁ କରି ପଠାଇଛି ସେମାନଙ୍କ ପ୍ରମାଣପତ୍ର ପୋଷ୍ଟରେ!-->…
ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତ ଗିରଫ
ଆନନ୍ଦପୁର ୧୮/୧୧: ଜଣେ ୧୪ ବର୍ଷୀୟା ନାବାଳିକାକୁ ଅପହରଣ ମାମଲା । ଚାନ୍ଦବାଲି ଅଞ୍ଚଳର ଅଭିଯୁକ୍ତ ସେକ୍ ଫୈଜଲ କୁ ଗିରଫ କରିଛି ଆନନ୍ଦପୁର ପୋଲିସ୍ ।
ଆନନ୍ଦପୁର ପୌରାଞ୍ଚଳ ୭ନଂ ଓ୍ବାର୍ଡ ମୁଣ୍ଡାସାହିରୁ ଗତ ମାର୍ଚ୍ଚ ମାସରେ ଫୈଜଲ ଜଣେ ନାବାଳିକାକୁ ଅପହରଣ କରିନେଇ ଅହମଦାବାଦରେ କାମରେ!-->!-->!-->…