Browsing Category

ଓଡିଶା

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ହତ୍ୟା!

ଖୋର୍ଦ୍ଧା : ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଶରଧାପୁର ଗାଁରେ। ମୃତକ ହେଉଛନ୍ତି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରବିନ୍ଦ୍ରନାଥ ବଳିୟାରସିଂ। ଅଭିଯୋଗ ଅନୁସାରେ, ଗତ କିଛି

ପୁରୀ ଗସ୍ତରେ 5ଟି ସଚିବ, ଶ୍ରୀସେତୁ କାର୍ଯ୍ୟରେ କଲେ ସମୀକ୍ଷା

ପୁରୀ ୧୨।୧୧ : ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି 5 ଟି ସଚିବ ଭି କେ ପାଣ୍ଡିଆନ୍। ଏଥିସହ ଶ୍ରୀସେତୁ ନିର୍ମାଣ କାଯ୍ୟର ଅନୁଧ୍ୟାନ ମଧ୍ୟ କରିଛନ୍ତି । ଖବର ଅନୁଯାୟୀ, ଶନିବାର ସକାଳେ 5 ଟି ସଚିବ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ

ପଦ୍ମପୁର ଉପନିର୍ବାଚନ, ପ୍ରଦୀପ ପୁରୋହିତ ହେଲେ ବିଜେପିର ବିଧାୟକ ପ୍ରାର୍ଥୀ

ଭୁବନେଶ୍ୱର ୧୨।୧ : ପଦ୍ମପୁର ଉପନିର୍ବାଚନରେ ବିଜେପିର ପ୍ରାର୍ଥୀ ଘୋଷଣା । ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ହେଲେ ପ୍ରାର୍ଥୀ । ଏନେଇ ବିଦ୍ଧିବଧ ଭାବେ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ କମିଟି । ଡିସେମ୍ବର ୫ରେ ହେବାକୁ ଥିବା ପଦ୍ମପୁର

ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ସ୍ୱାମୀଙ୍କ ନାଁରେ ହତ୍ୟା ଅଭିଯୋଗ

ବାରିପଦା ୧୨।୧୧ : ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ । ସ୍ୱାମୀ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ । ବାରିପଦା ଟାଉନ୍‌ ଥାନା ହାଉସ୍କୁଲ ପାଖ ଓ୍ୱାର୍ଡ ନଂ ୪ରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମୃତ ମହିଳା ସସ୍ମିତ ଜେନା ଓ ସ୍ୱାମୀ

ପାଟଣା ରେଞ୍ଜରେ ହାତୀପଲଙ୍କ ଉପଦ୍ରବ

ପାଟଣା ୧୨/୧୧: କେନ୍ଦୁଝର ପାଟଣା ରେଞ୍ଜରେ ମାତିଛନ୍ତି ହାତିପଲ । ମଲ୍ଲିପଶି ବିଟ୍ ଅଞ୍ଚଳରେ ୨୪ ଟିକିଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି । ବିଳମ୍ବିତ ରାତିରେ ହାତୀପଲ ମୁଷାଖୋରୀ ଗାଁ କାଶିଆ ସାହିରେ ୩ଟି ଘର ଭାଙ୍ଗି ଦେଇଛନ୍ତି । ଫଳରେ ଘର ଭିତରେ ଥିବା ଲୋକେ ଅଳ୍ପକେ ବର୍ତ୍ତି

ପଦ୍ମ ପୋଖରୀରେ ବୁଡ଼ି ମହିଳାଙ୍କ ମୃତ

କାମାକ୍ଷାନଗର ୧୨।୧୧: ପୋଖରୀରେ ବୁଡ଼ି ମହିଳାଙ୍କ ମୃତ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଦ୍ମ ପୋଖରୀ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ମହିଳାଙ୍କ ନାମ ରାଧା ଦେହୁରୀ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଶନିବାର ଭୋର ସମୟରେ ମହିଳା ଜଣକ ଘର ନିକଟରେ ଥିବା ପାଖ

ବିଭତ୍ସ ହତ୍ୟା : ମୁଣ୍ଡରୁ ଅଲଗା କରିଦେଲେ ଗଣ୍ଡି, ୨ଜଣ ଅଟକ

ଉଦଳା ୧୨।୧୧ : ଅତି ବିଭତ୍ସ ହତ୍ୟା । ମୁଣ୍ଡରୁ ଅଲଗା କରିଦେଲେ ଗଣ୍ଡି । ମୃତକଙ୍କ ନାମ ଗୁରୁବାରୀ ସିହଂ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ସାରଜମଡିହି ଗାଁରେ ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି । ଖବର ଅନୁଯାୟୀ, ଗୁରୁବାରୀ ସିଂ ଏବଂ ତାଙ୍କ ପରିବାର ଲୋକେ ଶୁକ୍ରବାର

ବାଲିଯାତ୍ରା ହେଲା ଶେଷ ଯାତ୍ରା, ସଡ଼କ ଦୁର୍ଘଟଣାରେ ଚାଲିଗଲେ ୨ସାଙ୍ଗ

ମହାକାଳପଡା ୧୨/୧୧: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ପାରାଦୀପରୁ ବାଲିଯାତ୍ରା ଦେଖି ଫେରୁଥିବା ବେଳେ ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି ।

ଜମୁଛି ବାଲିଯାତ୍ରା: କିଣାବିକା ବୁଲାବୁଲି ସହ ଲେଜର ଲାଇଟ୍ ସୋ’ର ମଜା ନେଉଛନ୍ତି ଦର୍ଶକ

କଟକ, ୧୨/୧୧: ଚଳିତବର୍ଷ ବାଲିଯାତ୍ରାର ଶୁକ୍ରବାର ଦେଖିବାକୁ ମିଳିଥିଲା ସବୁଠାରୁ ବଡ ଭିଡ଼ । ଯାତ୍ରାର ଚତୁର୍ଥ ଦିନରେ ଆଜି ପ୍ରାୟ ୫ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହୋଇଛି । ଦିନରୁ ରାତି, ଉପରପଡ଼ିଆରୁ ତଳ ପଡ଼ିଆ ଜାମ୍‌ ରହିଲା । ଯେତିକି ବାହାରୁଥିଲେ ତା’ଠାରୁ ଢେର ଗୁଣରେ ଲୋକେ ପଶୁଥିଲେ ।

ଆହୁରି ଥରାଇବ ଶୀତ, ରାଜ୍ୟରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର ୧୨।୧୧ : ରାଜ୍ୟରେ ଆସନ୍ତା ୧୪ ତାରିଖ ସୋମବାରରୁ ଶୀତ ବଢ଼ିବ । ପାରଦ ପ୍ରାୟ ୩ରୁ ୪ ଡିଗ୍ରୀ ଖସିଯିବ। ଉପକୂଳରେ ଏବେ ଶୀତ କମ୍‌ ରହୁଛି । ଆଗକୁ ଉପକୂଳରେ ବି ଶୀତ ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଶୁକ୍ରବାର ବୌଦ୍ଧ ଓ ଦାରିଙ୍ଗିବାଡ଼ି