Browsing Category

ଓଡିଶା

ଆନ୍ଧ୍ରକୁ ଚାଲାଣ ବେଳେ ୧୪ ଶିଶୁ ଉଦ୍ଧାର, ସମର କୋର୍ସ ନାଁରେ ହେଇଥାନ୍ତା କି ଧର୍ମାନ୍ତରୀକରଣ ?

ମାଲକାନଗିରି: ସମର କୋର୍ସ ଓ ସୁଟିଂ ନାଁରେ ହେଇଥାନ୍ତା କି ଧର୍ମାନ୍ତରୀକରଣ? ମାଲକାନଗିରି ଜିଲ୍ଲାରେ ଏକ ବସ୍ ରୁ ଚାଇଲ୍ଡଲାଇନ୍ ଅଧିକାରୀଙ୍କ ସହ ପୋଲିସ ୧୪ ଜଣ ଶିଶୁଙ୍କୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିବା ବେଳେ ଉଦ୍ଧାର କରିଛି। ନିର୍ଦ୍ଦିଷ୍ଟ ଗୁଇନ୍ଦା ସୂଚନା ଏବଂ ଚାଇଲ୍ଡ ହେଲ୍ପଲାଇନ୍‌ର…

ପଞ୍ଚାୟତ ନିର୍ବାଚନରେ ଏକା ଲଢିବ କଂଗ୍ରେସ, ହେବନି କୌଣସି ମେଣ୍ଟ

ଭୁବନେଶ୍ୱର: ୟୁ ଟର୍ଣ୍ଣ ମାରିଲା କି କଂଗ୍ରେସ? ପଞ୍ଚାୟତ ନିର୍ବାଚନରେ ହେବନି କୌଣସି ମେଣ୍ଟ। ଓଡ଼ିଶାରେ ପରବର୍ତ୍ତୀ ପଞ୍ଚାୟତ ନିର୍ବାଚନ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଆସନ ସଂରକ୍ଷଣ (Reservation) ପ୍ରକ୍ରିୟା…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ବସ୍, ୨୦ରୁ ଅଧିକ ଆହତ

ନୟାଗଡ : ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ୨୦ରୁ ଅଧିକ ଆହତ ହୋଇଛନ୍ତି । ନୟାଗଡ ଖଣ୍ଡପଡା ରାସ୍ତାର ଖେଡପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗାଡିଟି ରାକମାରୁ ନୟାଗଡ଼ ଆସୁଥିଲା । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଆସୁଥିଲା ।…

ରଙ୍ଗମଞ୍ଚରେ ଠେଙ୍ଗା ପଥର ମାଡ଼: ଦଳାଚକଟାରେ ଏକାଧିକ ଆହତ, ଜଣେ ଗୁରୁତର

ପିପିଲି: ରଣକ୍ଷେତ୍ର ପାଲଟିଲା ରଙ୍ଗମଞ୍ଚ । ବୁଲିଲା ଠେଙ୍ଗା, ପଥର ମାଡ଼ । ଭୟଙ୍କର ପରିବେସ ସ୍ରୁଷ୍ଟି ହୋଇଥିଲା ରଙ୍ଗମଞ୍ଚରେ । ଏତେମାତ୍ରାରେ ମାଡ଼ଗୋଳ ହୋଇଥିଲା ଯେ, ଲୋକମାନେ କ୍ଷତବିକ୍ଷତ ହେବା ସହ ଗୁରୁତିର ଆହତ ମଧ୍ୟ ହୋଇଛନ୍ତି । ପୁରୀ ଜ଼ିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ…

କୋଟିଏ ଟଙ୍କାର ସୁନା ଅଳଙ୍କାର ସହ ୪ ଲୁଟେରା ଗିରଫ

ନୀଳଗିରି: କୋଟିଏ ଟଙ୍କାର ସୁନା ଅଳଙ୍କାର ଜବତ ସହ ୪ ଗିରଫ । ବାଲେଶ୍ୱରରେ ବଡ଼ ଧରଣର ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାସ । ଗିରଫ ୩ ଜଣ ମୁଖ୍ୟ ଅଭିଯୁକ୍ତ ସଦର ଅଞ୍ଚଳର ଦୀପକ ବେହେରା ଓରଫ କାଳିଆ, ସୁକାନ୍ତ ଦାସ ଓରଫ ସିପୁ ଏବଂ କାର୍ତ୍ତିକ ବେହେରା ଓରଫ ମୂଷି । ଏହାସହ ସେମାନଙ୍କଠାରୁ ଚୋରି…

ଆନ୍ଧ୍ର ବିଏଡ୍ ସାର୍ଟିଫିକେଟ୍ ପାଇଁ ଟଙ୍କା ଦେଇ ଫସିଲେ ୩୦୦ ଆଶାୟୀ: ଅଭିଯୁକ୍ତ ଗିରଫ

ଝାରସୁଗୁଡା : କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୬ ଜିଲ୍ଲାରେ ଏଭଳି ଏକ ବଡ଼ଧରଣର ଠକେଇ ସାମ୍ନାକୁ ଆସିଛି । ୩୦୦ରୁ ଅଧିକ ଆଶାୟୀ ଠକେଇର ଶିକାର ହୋଇଛନ୍ତି । ଟଙ୍କା ଦେଲେ ସାର୍ଟିଫିକେଟ ମିଳିବ କହି ଠକୁଥିଲେ । ସମ୍ବଲପୁରରେ ଅଫିସ୍ ଖୋଲି ଠକେଇ ଜାଲ ବୁଣିଥିବା…

ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ହେବ ସଟଲ ସର୍ଭିସ୍

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ହେବ ସଟଲ ସର୍ଭିସ୍ । ବିଶେଷ କରି କୌଣସି ଜଟିଳ କିମ୍ବା ଜରୁରୀକାଳୀନ ପରିସ୍ଥିତି ଉପୁଜିଲେ ସଟଲ ସର୍ଭିସ୍ ମାଧ୍ୟମରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ । ଭକ୍ତଙ୍କ ପାଇଁ ସହରର ବିଭିନ୍ନ ସ୍ଥାନରେ ହେବ ୧୬୦୦…

ଶୁଣିଲାନି ବ୍ୟାଙ୍କ, ଟଙ୍କା ଉଠାଇବାକୁ ଭଉଣୀର କଙ୍କାଳ ଧରି ପହଞ୍ଚିଲା ଭାଇ

କେନ୍ଦୁଝର: ଭଉଣୀର କଙ୍କାଳ ଧରି ବ୍ୟାଙ୍କରେ ପହଞ୍ଚିଲା ଭାଇ। ବ୍ୟାଙ୍କ ଶୁଣିଲାନି ବୋଲି ପ୍ରମାଣ ପାଇଁ ଏପରି କରିଛି ଭାଇ। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ପାଟଣା ଥାନା ମଲ୍ଲିପଶି ଗାଁରେ ଘଟିଛି। ଭଉଣୀର କଙ୍କାଳକୁ ଧରି ଭାଇ ଗ୍ରାମ୍ୟ ବ୍ୟାଙ୍କକୁ ଆସିଥିବା ଘଟଣା ଏବେ ହଇଚଇ ସୃଷ୍ଟି କରିଛି।…

ରବି ଧାନ ପଞ୍ଜିକରଣରେ ସମ୍ପାଦକଙ୍କ ଅବହେଳା ପ୍ରତିବାଦରେ ସେବା ସମବାୟ ସମିତି ଆଗରେ ଚାଷୀଙ୍କ ଧାରଣା

ସିମୁଳିଆ : ଜାମ୍ମୁଝାଡ଼ି ସେବା ସମବାୟ ସମିତିରେ ରବି ଧାନ ପଞ୍ଜିକରଣରେ ସମ୍ପାଦକଙ୍କ ଅବହେଳା ପ୍ରତିବାଦରେ ସମିତିର ଚାଷୀ ସମୂହଙ୍କ ସମିତି ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନାରୁ ପ୍ରକାଶ ଜାମ୍ମୁଝାଡ଼ି ସମିତି ଅଧୀନ ବହୁ ଚାଷୀ ବାଲେଶ୍ୱର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଅନୁଯାୟୀ ସରକାରଙ୍କ…

ଜନଗଣନା ବେଳେ ଅଂଶୁଘାତ, ଚାଲିଗଲା ଶିକ୍ଷକଙ୍କ ଜୀବନ !

ସୁନ୍ଦରଗଡ଼: ଜନଗଣନା ବେଳେ ଚାଲିଗଲା ଶିକ୍ଷକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ରୁ ଆସିଛି। ଜନଗଣନା କାମ କରୁଥିବା ସମୟରେ ଅଂଶୁଘାତ ଯୋଗୁଁଁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗତ ୨୫ ତାରିଖରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ…