Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲିଯାତ୍ରାରେ ସିଏମ୍ସି ଓ ଫୁଡ ସେଫ୍ଟି ବିଭାଗର ରେଡ୍, ଫିଙ୍ଗାଗଲା ପୁଳା ପୁଳା ଖାଦ୍ୟ
କଟକ ୧୦/୧୧: ବାଲିଯାତ୍ରାକୁ ସ୍ୱଚ୍ଛ ଓ ପ୍ରଦବୂଷଣ ମୁକ୍ତ କରିବାକୁ ଜାରି ରହିଛି ପ୍ରଶାସନର ପ୍ରୟାସ । ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇଛି । ସିଏମ୍ସି ଓ ଫୁଡ ସେଫ୍ଟି ଵିଭାଗ ପକ୍ଷରୁ ଏହି ଚଢାଉ କରାଯାଇଛି ।
ଏହି ଚଢାଉରେ ଲକ୍ଷାଧିକ ଟଙ୍କାର!-->!-->!-->…
ହାଟରୁ ସଉଦା ନେଇ ଘରକୁ ଫେରୁଥିବାବେଳେ ଯୁବକଙ୍କୁ ଦଳିଦେଲା ହାତୀ
ସୋର: ଯୁବକଙ୍କୁ ଦଳିଦେଲା ହାତୀ। ବାଲେଶ୍ବର ଜିଲ୍ଲା ଔପଦା ଥାନା ଅନ୍ତର୍ଗତ ଫତେପୁର ପଞ୍ଚାୟତର ଶୂଳଭଉଣୀ କ୍ଷୁଦ୍ରଜଳ ଅମଳ ପ୍ରକଳ୍ପ ବନ୍ଧ ଉପରେ ଯୁବକଙ୍କୁ ହାତୀ ଦଳି ଚକଟି ମାରି ଦେଇଥିବା ଜଣାପଡିଛି । ଗତକାଲି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ଟୁଲଗଢିଆ ଗ୍ରାମର ୪୫ ବର୍ଷିୟ ଯୁବକ!-->…
ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ପାଇଁ ପୁରୀରେ ଏଏସଆଇର ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା ନିଷ୍ପତ୍ତି ସ୍ୱାଗତ ଯୋଗ୍ୟ:…
ଭୁବନେଶ୍ୱର, ୦୯/୧୧: କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବ । ଏଏସ୍ଆଇର ଏହିି ନିଷ୍ପତିକୁ ସ୍ୱାଗତ କରିଛନ୍ତି!-->…
୧୦ ହଜାରରେ ଶିଶୁକନ୍ୟାକୁ କିଣିଥିଲେ ଦଂପତି, ଉଦ୍ଧାର କଲା ପୁଲିସ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ପୁଣି ଥରେ ଶିଶୁ ବିକ୍ରି ଘଟଣା ସାମ୍ନାକୁ ଆସିଛି। ଖଣ୍ଡଗିରି ଅଞ୍ଚଳରୁ ଏକ ଦଂପତିଙ୍କ ପାଖରୁ ୪ ମାସର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଚାଇଲ୍ଡଲାଇନ୍ ଓ କମିସନରେଟ ପୁଲିସର ଚଢ଼ଉ ବଳରେ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି।
!-->!-->!-->…
ଆସନ୍ତାକାଲି ଆସିବେ ରାଷ୍ଟ୍ରପତି, ଭୁବନେଶ୍ୱରରେ ଛୁଟି ଘୋଷଣା
ଭୁବନେଶ୍ୱର: ରାଷ୍ଟ୍ରପତି ହେବା ପରେ ଆସନ୍ତାକାଲି ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଥିବା ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନରେ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଅଧା ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି । ଏହି ଛୁଟି ୧୦ ତାରିଖ!-->…
ପଦ୍ମପୁର ଉପନିର୍ବାଚନରେ ପ୍ରଚାର କରିବେ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ବିଜୟ ହାସଲ କରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁରରେ ବ୍ୟବହାର କରିବ ବିଜେପି। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ କରିବେ ପ୍ରଚାର। ବୁଧବାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦେଇଛନ୍ତି ଏହି ସୂଚନା।
ଶ୍ରୀ ମିଶ୍ର!-->!-->!-->…
ଭୁବନେଶ୍ୱରରେ ଚନ୍ଦ୍ରଗ୍ରହଣରେ ହେତୁବାଦୀ-ପରମ୍ପରାବାଦୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣା: ୮ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରରେ ଚନ୍ଦ୍ରଗ୍ରହଣରେ ହେତୁବାଦୀ-ପରମ୍ପରାବାଦୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣାରେ ୮ ଗିରଫ । ୮ ପରମ୍ପରାବାଦୀଙ୍କୁ ଗିରଫ କରିଛି ଖାରବେଳନଗର ଥାନା ପୋଲିସ । ଗତକାଲି ଲୋହିଆ ଏକାଡେମୀରେ ହେତୁବାଦୀଙ୍କ ମିଟିଂକୁ ପରମ୍ପରାବାଦୀମାନେ ଘଣ୍ଟ ବାଡ଼େଇ ବିରୋଧ କରିଥିଲେ ।!-->…
ମହୁଲପୋଚ ଖାଇ ମାତାଲ ହୋଇ ଶୋଇପଡିଲେ ହାତୀ!
ଘଟଗାଁ: ମହୁଲପୋଚ ଖାଇ ମାତାଲ ହୋଇ ଶୋଇପଡିଲେ ହାତୀ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ସୀଲପଦା କାଜୁ ଜଙ୍ଗଲରେ। ୨୪ଟିକିଆ ହାତୀ ପଲ ପାଟଣା ରେଞ୍ଜ ଅଞ୍ଚଳରେ ଉପଦ୍ରଵ ଚଳାଇଛନ୍ତି ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତକାଲି ଏହି ହାତୀପଲ!-->…
ସ୍ତ୍ରୀ ଓ ୨ ପୁଅଙ୍କ ଆକ୍ରମଣରେ ବାପା ମୃତ
ଖଲିକୋଟ ୦୯/୧୧: ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ। ୨ ପୁଅ ଏବଂ ସ୍ତ୍ରୀର ଆକ୍ରମଣରେ ଚାଲିଗଲା ସ୍ୱାମୀଙ୍କ ଜୀବନ। ଏହି ଆକ୍ରମଣରେ ମୃତକ ସ୍ୱାମୀଙ୍କ ପରିଚୟ ସୂର୍ଯ୍ୟ ପାହାନ। ଏଭଳି ଏକ ଘଟଣା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୋଟାଗାଁରେ ଦେଖିବାକୁ ମିଳିଛି। ଖବର!-->…
ଭୁବନେଶ୍ୱର ଉପକଣ୍ଠରୁ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ୱର, ୦୯/୧୧: ଭୁବନେଶ୍ୱର ଉପକଣ୍ଠରୁ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ । ଖୋର୍ଦ୍ଧା-ଜଟଣୀ ବାଇପାସ୍ ଓଭରବ୍ରିଜ ନିକଟରେ ଚଢାଉ କରି ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛି STF । ଚଢ଼ାଉ ବେଳେ ୨ କେଜିରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ ହୋଇଛି । ନିଶାଦ୍ରବ୍ୟ କାରବାର!-->…