Browsing Category

ଓଡିଶା

୮ ବିଧାୟକଙ୍କ ସଭ୍ୟପଦ ରବ୍ଦ ପାଇଁ ପିଟିସନ, ବାଚସ୍ପତିଙ୍କୁ ଭେଟିଲେ ବିଜେଡି ବିଧାୟକ

ଭୁବନେଶ୍ୱର : ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ପିଟିସନ। ଦଳ ବିରୋଧୀ କାର୍ଯ୍ୟ କରିଥିବା ସସପେଣ୍ଡ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ଆଜି ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଛି ବିଜେଡି । ବିଜେଡି ବିଧାୟକମାନେ ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଭେଟି ପିଟିସନ ଦାଖଲ କରିଛନ୍ତି…

ପଶ୍ଚିମବଙ୍ଗ ବାଗଦା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିଶାଳ ରୋଡ୍ ସୋ’

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ମୋହନ ମାଝୀଙ୍କ ଜୋରଦାର ପ୍ରଚାର । ଓଡ଼ିଆ ଭୋଟରଙ୍କୁ ଆକୃଷ୍ଟ କରିବା ଏବଂ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ ସେ ଏହି ମାରାଥନ କ୍ୟାମ୍ପେନ କରୁଛନ୍ତି।…

ଆଗେଇ ଚାଲିଛି ରଥ କାମ, ୩ ରଥ ପାଇଁ ୪୨ଟି ତୁମ୍ଭ ପ୍ରସ୍ତୁତ

ପୁରୀ : ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ନିର୍ମାଣ ପ୍ରକ୍ରିୟାରେ ନନ୍ଦିଘୋଷ ପାଇଁ ୧୬ଟି, ତାଳଧ୍ୱଜ ପାଇଁ ୧୪ଟି ଓ ଦେବୀଦଳନ ପାଇଁ ୧୨ଟି, ସମୁଦାୟ ୪୨ଟି ତୁମ୍ଭ ପ୍ରସ୍ତୁତ ହୋଇଛି। ଅକ୍ଷୟ ତୃତୀୟାରେ ଆଜ୍ଞାମାଳ ବିଜେ ପରେ ରଥ ନିର୍ମାଣ କାର୍ଯ୍ୟ ଚାଲିଛି । କରତି…

ବିଲରୁ ଗଳିତ ମୃତଦେହ ଉଦ୍ଧାର, ଶହେ ମିଟର ଘୋଷାରି ଆଣିଲା କୁକୁର

ଉଦଳା: ବିଲ ଭିତରୁ ମିଳିଲା ଗଳିତ ମୃତଦେହ । ମୃତଦେହକୁ ଶହେ ମିଟର ଘୋଷାରି ଆଣିଲା କୁକୁର। ଉଦଳା ଥାନା ସିଆଳିଆ ଗ୍ରାମରେ ଘଟିଛି ଏଭଳି ଘଟଣା । ସିଆଳିଆ ବିଦ୍ୟାଳୟ ନିକଟରେ ଥିବା ଵିଲ ଭିତରେ ଏକ ଗଳିତ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏ ନେଇ ପୋଲିସକୁ ଖବର…

ଦାଦନ ଖଟିବାକୁ ଗଲା ବେଳେ ୧୫ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି : ଦାଦନ ଖଟିବାକୁ ଗଲା ବେଳେ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ୧୫ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ। ମାଲକାନଗିରି ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ଶିଶୁ ଶ୍ରମିକ ଚାଲାଣ ହେଉଥିଲେ । ଏଥିରେ ୧୫ଜଣ ନାବାଳକ ଓ ନାବାଳିକା ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଉଥିବା ବେଳେ…

ଆଜିଠୁ କାଳବୈଶାଖୀ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଓଡ଼ିଶା ଆକାଶରେ ଏକ ‘ଟ୍ରପ୍ ଲାଇନ୍’ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୮ ଏପ୍ରିଲ ପର୍ଯ୍ୟନ୍ତ କାଳବୈଶାଖୀର…

ସୁଧୀର ପାତ୍ର ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ନେଇ ସିନ୍ ରିକ୍ରିଏସନ କଲା ପୋଲିସ, ତଦନ୍ତର ଦକ୍ଷତା ଉପରେ ଉଠିଲା…

ବ୍ରହ୍ମପୁର : ଗୋପାଳପୁରର ଚର୍ଚ୍ଚିତ ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏହି ଘଟଣାରେ ଗିରଫ ହୋଇଥିବା ୫ ଜଣ ଅଭିଯୁକ୍ତଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଥିବା ବେଳେ ଆଜି ହତ୍ୟାକାଣ୍ଡର ସିନ୍ ରିକ୍ରିଏସନ…

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡ: ଅଭିଯୁକ୍ତଙ୍କୁ ନେଇ କ୍ରାଇମସିନ୍ ରିକ୍ରିଏସନ୍

ବ୍ରହ୍ମପୁର: ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ କ୍ରାଇମସିନ୍ ରିକ୍ରିଏସନ୍। ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି ପୋଲିସ । କେମିତି ଅପହରଣ କରିଥିଲେ? କାହିଁକି ଅପହରଣ କଲେ ଏବଂ କେମିତି ହତ୍ୟା କଲେ? ସେନେଇ ଅଧିକ ତଦନ୍ତ…

ଟାୟାର କାରଖାନାରେ ଅଗ୍ନିକାଣ୍ଡ

ରାଜଗାଙ୍ଗପୁର : ପଦା ଜାମପାଲି ୧୦ ନମ୍ବର ରାଜପଥ ନିକଟସ୍ଥ ଏକ ଟାୟାର କାରଖାନାରେ ଆଜି ସକାଳ ପ୍ରାୟ ୭. ୩୦ ମିନିଟ ପାଖାପାଖି ହଠାତ ନିଆଁ ଲାଗିଯିବାରୁ କାରଖାନାରେ ମହଜୁତ ସମସ୍ତ ପୁରୁଣା ଟାୟାର ଜଳିଯାଇଛି। ସୂଚନା ପାଇ ରାଜଗାଙ୍ଗପୁର, କୁତ୍ରା, ଏବଂ ସ୍ଥନୀୟ ଡିସିବିଏଲର ମୋଟ ସାତଟି ଦମକଳ…