Browsing Category

ଓଡିଶା

ପୁଅ ଛୁରା ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଦୀପାବଳି ପାଳନ ଭିତରେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ ଘଟି ଯାଇଛି ଏକ ବଡ଼ ଅଘଟଣ। ପୁଅର ଛୁରା ମାଡ଼ରେ ବାପାଙ୍କ ଜୀବନ ଚାଲିଯାଇଛି। ଘଟଣା ପରେ ପୁଅ ଚମ୍ପଟ ମାରିଛି।ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ରାତି ପ୍ରାୟ ୮ଟା ବେଳେ

ପିପିଲିରେ ଗୁଳିମାଡ ଘଟଣା, ଜଣେ ଅଭିଯୁକ୍ତ ଅଟକ

ପିପିଲି: ଯୁବତୀଙ୍କୁ କମେଣ୍ଟ ମରା ଘଟଣାକୁ କେନ୍ଦ୍ର କରି ପିପିଲିରେ ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଉଗ୍ରରୂପ ଧାରଣ କରିଛି। ଦୀପାବଳୀରେ ସ୍ପଷ୍ଟ ଦିବାଲୋକରେ ଉଜାଣିପଡା ଗ୍ରାମର ସନାତନ ପ୍ରଧାନ ଓରଫ ସାନୁ (୩୦)କୁ ଗୁଳିମାଡ ହୋଇଛି। ଗୁରୁତର ଅବସ୍ଥାରେ ପୁଲିସ ତାଙ୍କୁ ପିପିଲି

ଟ୍ରକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ସଦର ଥାନା ଅନ୍ତର୍ଗତ ବେରୁଦା ପଞ୍ଚାୟତର ଜହଳ ନିକଟରେ ଟ୍ରକ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ । ମୃତକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବିପିନ ବିହାରୀ ନାୟକ । ସେ ଆଜି ଏକ ସାଇକଲେ ଯୋଗେ ଗାଁ ମୁଣ୍ଡକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ପଂଳରେ

ଦୁର୍ବଳ ହେଲା ବାତ୍ୟା ସିତ୍ରଙ୍ଗ: ଆଗକୁ ବଢ଼ିବ ଶୀତ

ଭୁବନେଶ୍ୱର, ୨୫/୧୦: ବାଂଲାଦେଶରେ ବାତ୍ୟା ସିତ୍ରଙ୍ଗ ଦୁର୍ବଳ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରଙ୍ଗ ଉତ୍ତର- ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶରେ ସ୍ଥଳଭାଗ ଛୁଇଁ ଅବପାତରେ ପରିଣତ ହୋଇଛି । ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ

ଋଷିକୂଲ୍ୟା ନଦୀରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଭାଇ

ପୁରୁଷୋତ୍ତମପୁର, ୨୫/୧୦: ଋଷିକୂଲ୍ୟା ନଦୀରେ ଗାଧୋଉଥିଲା ବେଳେ ଅଘଟଣ । ଗୋଟିଏ ପରିବାରର ଦୁଇ ଭାଇ ମଧ୍ୟରୁ ସାନ ଭାଇ ଭାସି ନଦୀରେ ଭାସି ଯାଉଥିବା ବେଳେ ବଡ଼ ଭାଇ ତାକୁ ଉଦ୍ଧାର କରିବାକୁ ଯାଇ ମଧ୍ୟ ଭାସି ଯାଇଥିଲା । ତେବେ କିଛି ଦୂରରେ ଗାଧୋଉ ଥିବା ଜଣେ ମହିଳା ସାହସ କରି ଜଣକୁ

ବାପାକୁ ପିଟିପିଟି ହତ୍ୟା କଲା ପୁଅ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀ ପଡା ଥାନା ଗଣିଘସା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିିଛି । ସାମାନ୍ୟ ଘଟଣାକୁ କେନ୍ଦ୍ର କରି ବାପାକୁ ପିଟି ପିଟି ହତ୍ୟା କରିଛି ପୁଅ । ମୃତକ ଜଣକ ଏହି ଗ୍ରାମର ଭୁବନ ମୁଣ୍ଡା। ସୂଚନା ମୁତାବକ, ପୁଅ ଆକାଶ ମୁଣ୍ଡା ଛେଳି ଚରାଇବାକୁ ଜଙ୍ଗଲକୁ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ଦଳ ଅଭିଯୋଗ କରିଛି, ଧାମନଗର ଉପନିର୍ବାଚନରେ ଭୋଟ ହାତେଇବା ପାଇଁ ବିଜେପି ବେଆଇନ ଭାବେ କାର୍ଯ୍ୟ କରୁଛି । ଟଙ୍କା ବାଣ୍ଟିବା ସହ ଭୋଟରଙ୍କୁ ପ୍ରଲୋଭିତ କରୁଛି । ଏହାର ତଥ୍ୟ ଓ ପ୍ରମାଣ ମଧ୍ୟ ରାଜ୍ୟ ମୁଖ୍ୟ

ଟଙ୍କା ବାଣ୍ଟୁଥିବା ଏସ୍‌ଏଚ୍‌ଜି ମହିଳାଙ୍କୁ ଗିରଫ କରାଯାଉ: ବିଜେପି

ଭୁବନେଶ୍ବର : ଧାମନଗରରେ ପୁଲିସର ପକ୍ଷପାତିତା ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିରବତା କାରଣରୁ ଶାସକ ବିଜେଡି ଖୋଲାଖୋଲି ଆଦର୍ଶ ଆଚରଣ ବିଧି ନିୟମ ଉଲ୍ଲଂଘନ କରୁଛି। ଏସ୍‌ଏଚ୍‌ଜି ମହିଳା ଘର ଘର ବୁଲି ଟଙ୍କା ବାଣ୍ଟୁଛନ୍ତି। ଟଙ୍କା ବାଣ୍ଟୁଥିବା ଏସ୍‌ଏଚ୍‌ଜି ମହିଳାଙ୍କୁ

ଜଳିଗଲା ଇଲେକ୍ଟ୍ରି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ବାରିପଦା ୨୫/୧୦: ଜଳିଗଲା ଇଲେକ୍ଟ୍ରି ଦୋକାନ । ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ପାଉଁଶ । ଏମିତି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରର ମୁଖ୍ୟ ରାସ୍ତା କଡ଼ରେ ଥିବା ଶ୍ରୀ ଇଲେକ୍ଟ୍ରୋନିକ୍ସ ସୋରୁମରେ । ଶ୍ରୀ ଇଲେକ୍ଟ୍ରୋନିକ୍ସରେ ବିଳମ୍ବିତ ରାତିରେ ନିଆଁ ଲାଗିଥିବା

ବିଦ୍ୟୁତ ତାର ଲାଗି ଯୁବକ ମୃତ, ସହାୟତା ରାଶି ଦାବିରେ ରାସ୍ତାରୋକ

କଳାହାଣ୍ଡି ୨୫/୧୦: ବିଦ୍ୟୁତ ତାର ଲାଗି ଯୁବକ ମୃତ । ସକାଳ ପ୍ରାୟ ପାଞ୍ଚଟା ସମୟରେ, କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅଧମୁଣ୍ଡା ଗ୍ରାମର ଜଣେ ଯୁବକଙ୍କର ବିଦ୍ୟୁତ ତାର ଲାଗି ମୃତ୍ୟୁ ହୋଇଛି । ଉକ୍ତ ଯୁବକ ହେଉଛନ୍ତି ଅଧମୁଣ୍ଡା ଗ୍ରାମର ଗଜ ଗଉଡ଼ଙ୍କ ୨୪ ବର୍ଷୀୟ ପୁଅ ଲକ୍ଷ୍ମଣ ଗୌଡ ।