Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହଷ୍ଟେଲରୁ ଛାତ୍ରୀଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର
ନିଆଳି ୨୫/୧୦: କଟକ ଜିଲ୍ଲା ଓଲଟପୁର ଥାନା ଅଡ଼ଶପୁର ଠାରେ ଥିବା ଦେବକି ହଷ୍ଟେଲରେ ଜଣେ ଛାତ୍ରୀଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ଝିଅକୁ ହଷ୍ଟେଲ କର୍ତ୍ତୃପକ୍ଷ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ଝିଅର ବଡବାପା । ଘଟଣାରେ ଓଲଟପୁର ପୋଲିସ ତଦନ୍ତ!-->…
ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଭୁବନେଶ୍ୱର ୨୫/୧୦: ରାଜଧାନୀରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ଭୁବନେଶ୍ବର ତମାଣ୍ଡୋ ଥାନା ଅନ୍ତର୍ଗତ ଭାଗବାନପୁର ଠାରେ ଘଟିଛି ଘଟଣା । ମୃତକ ହେଲେ ସୁଶ୍ରୀ ସଙ୍ଗୀତା ।
ସୁଶ୍ରୀ ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ କାମ କରୁଥିଲେ । ଦେଢ ବର୍ଷ ତଳେ!-->!-->!-->…
ବାଣ ଫୁଟାଇବା ବେଳେ ଜଳିଗଲା ୬ ବଖରା ଛପର ଘର
ଆଠଗଡ ୨୫/୧୦: ଦୀପାବଳିରେ ବାଣ ଫୁଟାଇବା ବେଳେ ଅଘଟଣ । ଗତ ବିଳମ୍ବିତ ରାତିରେ ନିଆଁ ଲାଗି ୬ ବଖରା ଚାଳ ଛପର ଘର ସଂପୂର୍ଣ୍ଣ ପୋଡ଼ିଜଳି ପାଉଁଶ ହୋଇଯାଇଛି । ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଣସ ପାଟଣା ଗ୍ରାମରେ ଦୀପାବଳିରେ ବାଣ ଫୁଟାଇବା ବେଳେ ନିଆଁ ଲାଗି ଛଅ!-->…
ଭୁବନେଶ୍ୱରରେ ଦୃଶ୍ୟମାନ ହେଲା ସୂର୍ଯ୍ୟପରାଗ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଆକାଶରେ ଦୃଶ୍ୟମାନ ହୋଇଛି ଚଳିତ ବର୍ଷର ଶେଷ ସୂର୍ଯ୍ୟପରାଗ । ୪ଟା ୫୫ ପରେ ଏହା ସ୍ପଷ୍ଟ ପ୍ରତ୍ୟୟମାନ ହୋଇଥିଲା। ଏହା ସନ୍ଧ୍ୟା ୫.୧୭ ମିନିଟ ପର୍ଯ୍ୟନ୍ତ ଦେଖାଯାଇଥିଲାଏବଂ ଏହାପରେ ସୂର୍ଯ୍ୟ ଅସ୍ତ ହୋଇଯାଇଥିଲା। ରାଜଧାନୀବାସୀ ବିଭିନ୍ନ ସ୍ଥାନରେ ରହି ଏହାକୁ!-->…
ସୂର୍ଯ୍ୟପରାଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି
ପୁରୀ ୨୫/୧୦: ଆଜି କେତୁଗ୍ରସ୍ତ ସୂର୍ଯ୍ୟପରାଗ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେଉଛି । ରାତି ୧୨:୧୦ରେ ଦ୍ଵାର ଫିଟିବା ପରେ ମଇଲମ, ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ପୂଜା ହୋଇ ରାତ୍ର ୨.୨୫ରୁ ୨.୩୫ ମଧ୍ୟରେ ଗୋପାଳବଲ୍ଲଭ ଶେଷ ହୋଇଥିଲା ।
ଏହାପରେ ସକାଳଧୂପ,!-->!-->!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୫/୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ପାର୍ବଣରେ ରାଜଧାନୀରୁ ୫୦ଲକ୍ଷ ଟଙ୍କାର ସାଇବର ଠକେଇ
ଭୁବନେଶ୍ବର: ପାର୍ବଣରେ ଲୋକେ ସାଇବର ଠକେଇ ହୋଇଥିବା ଜଣାପଡ଼ିଛି। ପାର୍ବଣ ସମୟରେ ଅଧିକ କିଣାବିକା, ଉପହାର ଦିଆନିଆ ଓ ଟଙ୍କାଦେଣ ଆଦି ଅନଲାଇନ ମୋଡରେ କରାଯାଉଥିବାରୁ ଏହାର ସୁଯୋଗ ନେଇଥିଲେ ସାଇବର ଠକ। ପାର୍ବଣ ସମୟରେ ବିଭିନ୍ନ ଲୋକଙ୍କଠାରୁ ଭିନ୍ନ ଭିନ୍ନ ଉପାୟରେ ୫୦ଲକ୍ଷ ଟଙ୍କାରୁ ଅଧିକ!-->…
ରାଜ୍ୟରେ ଦୀପାବଳିରେ ଘଟିଛି ୪୬ଟି ଅଗ୍ନିକାଣ୍ଡ
ଭୁବନେଶ୍ୱର: ରାଜ୍ୟରେ ଦୀପାବଳିରେ ଘଟିଛି ୪୬ଟି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ କାହାରି ଜୀବନ ହାନି ହୋଇନାହିଁ । ବାଣ ଓ ଦୀପଲଗାରୁ ଏହି ଅଗ୍ନିକାଣ୍ଡ ସବୁ ଘଟିଛି । କେନ୍ଦ୍ରାଞ୍ଚଳ ଅଗ୍ନିଶମ ରେଞ୍ଜରେ ୨୭ଟି ଅଗ୍ନିକାଣ୍ଡ ଘଟିଥିବା ବେଳେ ଉତ୍ତରାଞ୍ଚଳରେ ୪ଟି ଘଟିଛି । ସେହିପରି!-->…
ପୁଣି ମାତିଲେ ମାଓବାଦୀ : ଇନଫର୍ମର ସନ୍ଦେହରେ କଲେ ନୃସଂଶ ହତ୍ୟା…
ଫୁଲବାଣୀ :- ଗତକାଲି ପୋଲିସ୍ ଇନଫର୍ମର ଦର୍ଶାଇ ମାଓବାଦୀ ଜଣେ ଯୁବକଙ୍କୁ ଗୁଳିକରି ହତ୍ୟା କରିଥିବା ବେଳେ l ପୁଣି ଗୋଟଏ ଠିକା କ୍ୟାମ୍ପକୁ ନଷ୍ଟ କରିଛନ୍ତି l କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତର ଆମ୍ବାବାଡ଼ି ଗାଁରେ ଜଣଙ୍କୁ ନୃସଂଶ ଭାବେ ହତ୍ୟା କରିଛନ୍ତି ଲାଲ!-->!-->!-->…
ଗଭୀର ଅବପାତରେ ପରିଣତ ହେଲା ଅବପାତ, ଆସନ୍ତା ୧୨ଘଣ୍ଟାରେ ନେବ ବାତ୍ୟାର ରୂପ
ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଗତକାଲି ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
!-->!-->…