Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଣି ଉପରମୁହାଁ ପିଆଜ ଦର, ଖୁଚୁରା ବଜାରରେ ୭୦ ଛୁଇଁଲା ରେଟ
କଟକ : ପିଆଜ ଦରରେ ନିଆଁ ! ଖୁଚୁରା ବଜାରରେ ଦର ୭୦ ଛୁଇଁଲା । ପିଆଜ ପୁଣି ଉପରମୁହାଁ । ୬୦ରୁ ୭୦ ଟଙ୍କା ଛୁଇଁଲାଣି । ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର କିଲୋଗ୍ରାମ୍ ପିଛା ବୃଦ୍ଧି ପାଇ ୬୦ ଟଙ୍କାରେ ପହଞ୍ଚିଛି । ଏହା ଖାଉଟିଙ୍କ ଚିନ୍ତା ବଢ଼ାଇ ଦେଇଛି । କୁବେରପୁରୀ!-->…
ଛାତ୍ରାବାସରେ ରାଗିଂ, ଷଷ୍ଠ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରିଥିବା ଅଭିଯୋଗ
ରାୟଗଡ଼ା: ରାୟଗଡ଼ାରେ ପୁଣି ଛାତ୍ରାବାସରେ ରାଗିଂ । ଜଣେ ଜୁନିୟର ଛାତ୍ରଙ୍କୁ ସିନିୟର୍ ଛାତ୍ର ମାଡ ମାରିଥିବା ଅଭିଯୋଗ ହୋଇଛି । ରାୟଗଡା ଜିଲ୍ଲା ପେଣ୍ଟା ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ଯାଳୟରେ ଘଟିଛି ଘଟଣା । ଭିଡିଓ ଭାଇରାଲ ପରେ ଛାତ୍ରଙ୍କ ପରିବାରକୁ ଜଣାଇଛନ୍ତି ସ୍ଥାନୀୟ ଲୋକେ ।!-->…
ପାରାଦୀପ ବନ୍ଦରରେ ପ୍ରଥମଥର ଲାଗିଲା ବିଶାଳ Capesize ଜାହାଜ
ପାରାଦୀପ: ପାରାଦୀପ ବନ୍ଦରରେ ନୂଆ ରେକର୍ଡ । ପାରାଦୀପ ବନ୍ଦରରେ Capesize ଜାହାଜ । ପ୍ରଥମଥର ୱେଣ୍ଟର୍ଣ୍ଣ ଡକରେ ଲାଗିଲା ୧୬.୫ ମିଟର ଡ୍ରାଫ୍ଟର ବିଶାଳ Capesize ଜାହାଜ । ପ୍ରଥମଥର ପାଇଁ ୧୬.୫ ମିଟର ଡ୍ରାଫ୍ଟ ଥିବା ଏକ ବିଶାଳ Capesize ଜାହାଜ Western Dock-1ରେ ସଫଳତାର ସହ!-->…
ବୁଝିଲାନି ମନ, ସର୍ପାଘାତରେ ମୃତ ପୁଅର ଚିକିତ୍ସା ପାଇଁ ମୃତଦେହକୁ ଧରି ୪ଶହ କିଲୋମିଟର ଆସିଲା ମା’
ଖଇରା : ମାଆ ଯାଇଥିଲା ଏକମାତ୍ର ପୁଅ ଓ ଝିଅକୁ ନେଇ ଭାଇ ହାତରେ ରାଖି ବାନ୍ଧିବା ପାଇଁ। ହସଖୁସିରେ ବାପ ଘରେ କଟି ଥିଲା ସମୟ ହେଲେ ଗତକାଲି ରାତିରେ ଘଟିଥିଲା ଅଘଟଣ ସାପ କାମୁଡାରେ ଚାଲି ଯାଇଥିଲା ପୁଅର ଜୀବନ। ଏପରି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଳକ ଖରଟଲା ଗ୍ରାମରେ।!-->…
ଟ୍ରେନ୍ ଧକ୍କାରେ ଚାଲିଗଲା ବାପା ଓ ପୁଅର ଜୀବନ
ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳରୁ ଆସିଛି ଦୁଃଖଦ ଖବର। ନାଉବାହାଳିଠାରେ ଟ୍ରେନ୍ ଧକ୍କାରେ ବାପା ଓ ଦେଢ଼ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ମୃତକ ହେଲେ ଦେଉଳକଣ ପଞ୍ଚାୟତ ନୟା ବଗପାଟିଆ ଗ୍ରାମର ବିଶୁ ପେଣ୍ଠଇ ଏବଂ ତାଙ୍କ ଦେଢ଼ ବର୍ଷର ଶିଶୁପୁତ୍ର!-->…
କେବେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ ? ୩ ଥର ଘୁଞ୍ଚିଲାଣି ତାରିଖ, ସରକାରଙ୍କୁ ଘେରିଲେ ବିରୋଧି
ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ କେବେ ହେବ ? ତିନି ଥର ତାରିଖ ଘୁଞ୍ଚିବା ପରେ ଏବେ ଉଠିଛି ପ୍ରଶ୍ନ । ସରକାର ସଠିକ ସମୟରେ ନିର୍ବାଚନ କରାନ୍ତୁ । ନିର୍ବାଚନ ପାଇଂ ବିଜେଡି ସବୁବେଳେ ପ୍ରସ୍ତୁତ । ସେପଟେ କଂଗ୍ରେସ କହିଛି, ତାଙ୍କ ଦଳ ବି ରେଡ୍ଡି ରହିଛି । ଲୋକଙ୍କ ସେବା!-->…
ଦୁଇ ଗୋ-ଚାଲାଣକାରୀଙ୍କୁ ଆଜୀବନ ଜେଲ ଓ ୫ ଲକ୍ଷ ଲେଖାଏଁ ଜରିମାନା
ଆଠଗଡ଼ : ଗୋ-ଚାଲାଣକାରୀଙ୍କୁ ଦଣ୍ଡାଦେଶ । ଆଠଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ରାଜ କୁମାର ଦାସ ଏକ ବେଆଇନ ଗୋ-ଚାଲାଣ ମାମଲାର ବିଚାର କରି ଦୁଇ ଜଣ ଗୋ-ଚାଲାଣକାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହାସହିତ ଉଭୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ଅଦାଲତ!-->…
ପ୍ଲାଷ୍ଟିକ୍ ମୁକ୍ତ ବାଲିଯାତ୍ରା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ
କଟକ : ଏବର୍ଷ ସମ୍ପୂର୍ଣ୍ଣ 'ପ୍ଲାଷ୍ଟିକ୍ ମୁକ୍ତ ବାଲିଯାତ୍ରା' ଆୟୋଜନ ଉପରେ ଗୁରୁତ୍ୱ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକରେ ଏହି ନିଷ୍ପତି ହୋଇଛି । ପ୍ଲାଷ୍ଟିକ ମୁକ୍ତ ବାଲିଯାତ୍ରା ପାଇଁ ଲୋକମାନଙ୍କୁ ସଚେତନ କରାଯିବ ।
ପରିବେଶ!-->!-->!-->…
୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳଙ୍କୁ…
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା!-->…
ଧାରୁଆ ଅସ୍ତ୍ରରେ ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର, ଅବସ୍ଥା ସଂକଟାପନ୍ନ
କାମାକ୍ଷାନଗର : ଜ୍ୱାଇଁଙ୍କୁ ହାଣିଦେଲା ଶ୍ବଶୁର । ଗୁରୁତର ଅବସ୍ଥାରେ ଜ୍ୱାଇଁଙ୍କୁ କଟକ ସ୍ଥାନାନ୍ତର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ କାମାକ୍ଷାନଗର ଥାନା ଜନ୍ତାରିବୋଲ ଗାଁରେ l ଶ୍ବଶୁର ଘରକୁ ଆସିଥିବା ବେଳେ ଜ୍ୱାଇଁକୁ ହାଣିଲେ l ଗୁରୁତର ଅବସ୍ଥାରେ!-->…