Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହାତୀ ମୃତ୍ୟୁ ସମ୍ପର୍କିତ ଜନସ୍ୱାର୍ଥ ମାମଲା, କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ…
କଟକ, ୨୦/୧୦: ହାଇକୋର୍ଟରେ ହାତୀ ମୃତ୍ୟୁ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ହୋଇଛି । ଜେଟିଏସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି କୋର୍ଟ । ଏନେଇ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ସତ୍ୟପାଠ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
କାହିଁକି ହାତୀ ମୃତ୍ୟୁ ଉପରେ ରୋକ!-->!-->!-->…
୪୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ବାଣ ଜବତ, ଜଣେ ଗିରଫ
ସାନଖେମୁଣ୍ଡି, ୨୦/୧୦: ଆଗକୁ ଆଲୋକର ପର୍ବ ଦୀପାବଳି ରହିଥିବା ବେଳେ ଏହି ଅବସରରେ ଅଞ୍ଚଳରେ ବେଆଇନ ବାଣ ବ୍ୟବସାୟ ଉପରେ ରୋକ ଲଗାଇବା ଲାଗି ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପୋଲିସ ଜୋରଦାର ଚଢ଼ାଉ ଜାରିରଖିଛି l ସେହିଭଳି ଆଜି ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର !-->…
୭ଟି ଜିଲ୍ଲାରେ ଉପରେ ନଜର ରଖାଯାଇଛି, ଚିତ୍ର ସ୍ପଷ୍ଟ ପରେ ଆଗାମୀ ପଦକ୍ଷେପ ନିଆଯିବ-ମନ୍ତ୍ରୀ ପ୍ରମିଳା ମଲ୍ଲିକ
ଭୁବନେଶ୍ୱର ୨୦।୧୦ : ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି । ରାଜ୍ୟ ସରକାର ୩୦ଟି ଜିଲ୍ଲାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳମାନେ ଏହି ସମୟରେ ଉପସ୍ଥିତ ରହିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି ।
ସେ ଆହୁରୀ!-->!-->!-->…
୮ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ
ଦେବଗଡ଼ ୨୦।୧୦ : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଦେବଗଡ଼ ପୌର ପରିଷଦର ପୂର୍ବତନ କନିଷ୍ଠ ଯନ୍ତ୍ରୀ ବିଜୟାନଦ ସାହୁ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀ ଆଠ ହଜାର ଟଙ୍କା ନେବେ ବେଳେ ଧରିଛି ଭିଜିଲାନ୍ସ ।
ଖବର ଅନୁଯାୟୀ,!-->!-->!-->…
ସମ୍ଭାବ୍ୟ ବାତ୍ୟା ନେଇ ସ୍ୱାସ୍ଥ୍ୟ ବିଭାଗର ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର ୨୦।୧୦ : ବାତ୍ୟା ବନ୍ୟା ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ସମସ୍ତ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଚିିକିତ୍ସାଳୟ, ଜିଲ୍ଲାପାଳ ତଥା ପୌର ପ୍ରଶାସନକୁ ଏଥିପାଇଁ ଆଗୁଆ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ!-->…
ଦୀପାବଳି ପୂର୍ବରୁ ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ରେଡ୍, ଲକ୍ଷାଧିକ ଟଙ୍କାର ବାଣ ଜବତ
ଭୁବନେଶ୍ୱର: ଦୀପାବଳି ପୂର୍ବରୁ ବାଣ ଦୋକାନରେ ଚଢାଉ । ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ରେଡ୍ କରିଛି କ୍ୟାପିଟଲ ଥାନା ପୋଲିସ । ବିନା ଅନୁମତିରେ ବେଆଇନ ବାଣ ବିକ୍ରି ହେଉଥିବା ଖବର ମିଳିବା ପରେ ଚଢଉ ହୋଇଛି । ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୋଲିସ୍ ।
ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୦।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ!-->…
ନିର୍ମାଣଧୀନ ପାର୍କରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ
ଯାଜପୁର ୨୦।୧୦ : ନିର୍ମାଣଧୀନ ପାର୍କରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ମୃତଦେହ ମିଳିଛି । ମୃତକ ଡୁବୁରୀ ଗାଁର ଅଜୁ ବେହେରା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।!-->…
୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ପିଟିଲେ ସୁରକ୍ଷା କର୍ମୀ
କଟକ ୧୯/୧୦: କଟକ ଏସ୍ ସି ଵି ମେଡିକାଲରେ ସିକ୍ୟୁରିଟି ଗାର୍ଡଙ୍କ ଦାଦାଗିରି । ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ପିଟିଲେ ସିକ୍ୟୁରିଟି ଗାର୍ଡ । ମେଡିକାଲ ଫାଣ୍ଡି ଭିତରେ ପଶି ମାଡ ମାରିଲେ ସୁରକ୍ଷା କର୍ମୀ । ମଙ୍ଗଳାଵାଗ ଥାନାରେ ଏତଲା ଦେଇଛନ୍ତି ଆମ୍ବୁଲାନ୍ସ କର୍ମଚାରୀ । ସେପଟେ ଘଟଣା ପରେ!-->…
ମୁମ୍ବାଇରେ ଓଡ଼ିଶା ଭବନର ହେବ ସଂପ୍ରସାରଣ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇରେ ଓଡ଼ିଶା ଭବନର ହେବ ସଂପ୍ରସାରଣ। ସଂପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ନଭି ମୁମ୍ବାଇରେ ଭାସୀ ସ୍ଥିତ ଓଡ଼ିଶା ଭବନର ସଂପ୍ରସାରଣ ହେବ।!-->…