Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୋଟିଆରେ ଆନ୍ଧ୍ର ଉପ-ମୁଖ୍ୟମନ୍ତ୍ରୀ
କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ କୋଟିଆ ଗ୍ରାମପୁଞ୍ଜର ନାରେଡିବାଲସାରେ ଡେରା ପକାଇଛନ୍ତି ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ତଥା ଗିରିଜନ ବିଭାଗ ମନ୍ତ୍ରୀ ପିଡ୍ଡିକା ରାଜନ୍ନା ଦୋରା। ଆନ୍ଧ୍ରପ୍ରଦେଶ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ କିପରି କାର୍ଯ୍ୟକାରିତା କରୁଛି ତାହାକୁ!-->…
ଆୟତ୍ତରେ ନାହିଁ ମହାପ୍ରସାଦ ଦର
ପୁରୀ: ଧର୍ମମାସ କାର୍ତ୍ତିକରେ ପୂଣ୍ୟ ଅର୍ଜିବା ପାଇଁ ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଭକ୍ତ। ଦୈନିକ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ସହ ମହାପ୍ରସାଦ ନେଇ ଫେରୁଛନ୍ତି। କିନ୍ତୁ ଏହି ଧର୍ମମାସରେ ମହାପ୍ରସାଦର ଦର ଭକ୍ତମାନଙ୍କୁ ଆଘାତ ଦେଉଛନ୍ତି। ଦର ଏତେ ଅଧିକ ଯେ ମହାପ୍ରସାଦ ପାଇଁ!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୧୯।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ!-->…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହରେ ୪ ସାଙ୍ଗ ଅଟକ
ରାଉରକେଲା ୧୯।୧୦ : ପୋଖରୀରୁ ଯୁବକଙ୍କ ମୃତଦେହ ଠାବ । ହତ୍ୟା ସନ୍ଦେହରେ ୪ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଶୁଣ୍ଢୀକୋଣ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୪ ଜଣଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ,!-->!-->!-->…
ପ୍ରେମ ଓ ପ୍ରତାରଣା କରି ଗିରଫ ହେଲେ ଏମସ୍ ଡାକ୍ତର
ଭୁବନେଶ୍ୱର ୧୮/୧୦: ଗିରଫ ହେଲେ ଏମସ୍ ଡାକ୍ତର। ଭୁବେଶ୍ୱରରେ ଥିବା ଏମସ୍ ଡାକ୍ତରଖାନାର ହୃଦରୋଗ ଡାକ୍ତର ଜୟଦୀପ ଦାସ ଗୁପ୍ତାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ପରେ ପ୍ରତାରଣା ଅଭିଯୋଗରେ ତାଙ୍କୁ ମହିଳା ଥାନା ପୋଲି ଗିରଫ କରିଥିବା କୁହାଯାଇଛି।
ଗିରଫ ଅଭିଯୁକ୍ତ ୨ ବର୍ଷ!-->!-->!-->…
ହଂସପାଳ ନିକଟରୁ ୪୦ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ମହିଳାଙ୍କ ସହ ଅନ୍ୟଜଣେ ଗିରଫ
ଭୁବନେଶ୍ୱର, ୧୮/୧୦: ଭୁବନେଶ୍ୱର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ୪୦୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ପୋଲିସ୍ । ବାଲିଅନ୍ତା ଥାନା ହଂସପାଳ ନିକଟରୁ ଏହି ନାଶା ଦ୍ରବ୍ୟକୁ ଜବତ କରାଯାଇଥିବା ବେଳେ ୨ ଜଣଙ୍କୁ ଗିରଫ କରିଛି ପୋଲିସ୍ । ବାଲେଶ୍ବରରୁ ବାଇକରେ ଆସୁଥିବା ବେଳେ ହଂସପାଳରୁ ସେମାନଙ୍କୁ!-->…
ଢେଙ୍କାନାଳରୁ ୭୧୧ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ବଡ ଧରଣର ବ୍ରାଉନସୁଗାର ଜବତ।ଦୁଇଟି ସ୍ଥାନରେ ରେଡ କରି ୭୧୧ ଗ୍ରାମ ବ୍ରାଉନସୁଗାର ଜବତ।ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ତାରିଣୀନଗରରୁ ୬୮୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଭୁବନ ଗଁପୁର ବାଜିରାଉତ ମେମୋରିଆଲ କଲେଜ ନିକଟରୁ ୨୬ ଗ୍ରାମ!-->…
ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତି : ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ…
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଉପକୂଳବର୍ତ୍ତୀ ସାତ ଜିଲ୍ଲାଗୁଡିକୁ ସତର୍କ ଜାରି କଲେ ସରକାର । ଏହି ସବୁ ଜିଲ୍ଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଛି । ସଂପୃକ୍ତ କର୍ମଚାରୀଙ୍କ ଜିଲ୍ଲା ହେଡ୍ କ୍ୱାର୍ଟର୍ସ ନଛାଡିବା ନିର୍ଦ୍ଦେଶ ।!-->…
କଂଗ୍ରେସର ଗଣମାଧ୍ୟମ ଆବାହକ ଏବଂ ସାଧାରଣ ସଂପାଦକ ପଦରୁ ଇସ୍ତଫା ଦେଲେ ସତ୍ୟ ନାୟକ
ଭୁବନେଶ୍ଵର: ଓଡିଶା କଂଗ୍ରେସର ଗଣମାଧ୍ୟମ ଆବାହକ ଏବଂ ସାଧାରଣ ସଂପାଦକ ପଦରୁ ଇସ୍ତଫା ଦେଲେ ସତ୍ୟ ପ୍ରକାଶ ନାୟକ। ଦୀର୍ଘ ସମୟ ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟ କରିବା ପରେ ରାଜନୀତିରେ ପାଦ ଦେଇଥିଲେ ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକ। ସେ ୨୦୧୭ ଅଗଷ୍ଟରେ କଂଗ୍ରେସରେ ଯୋଗ!-->…
ରାଜଧାନୀ ଉପକଣ୍ଠରେ କୃଷକ ଆନ୍ଦୋଳନ
ଭୁବନେଶ୍ୱର: ପୁଣି ମେଳି ବାନ୍ଧିଲେ ଚାଷୀ । ଦାନା ବାନ୍ଧିଲା ଆନ୍ଦୋଳନ । ଆଜି ହଜାର ହଜାର କୃଷକ ରାଜଧାନୀ ଆଡ଼କୁ ଆନ୍ଦୋଳନ ପାଇଁ ଅଗ୍ରସର ହେଉଥିବା ବେଳେ ରାଜଧାନୀ ଉପକଣ୍ଠରେ ଅଟକାଇଛି ପୋଲିସ । ବାଲିଅନ୍ତା ସାପ୍ତାହିକ ହାଟରେ ନବନିର୍ମାଣ କୃଷକ ସଂଗଠନର ରାଲିକୁ ପୋଲିସ ଅଟକାଇଥିଲା ।
!-->!-->…