Browsing Category

ଓଡିଶା

୫୦୦ ଲିଟର ଜିଞ୍ଜର ସହ ପିକଅପ୍ ଭ୍ୟାନ୍‌ ଜବତ, ଦୁଇ ଗିରଫ

ସୋର, ୧୭/୧୦: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ସେରଗଡ଼ ଜାତୀୟ ରାଜପଥ ନିକଟରୁ ବିପୁଳ ପରିମାଣ ଜିଞ୍ଜର ଜବତ ହୋଇଛି । ଏହି ଘଟଣାରେ ଜଡ଼ିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ୍‌ । ଝାଡଖଣ୍ଡରୁ ଜିଞ୍ଜର ବାରମ୍ବାର ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇ ଆସୁଥିଲା । କୌଣସି ସୁତ୍ରରୁ…

ଯୁବକଙ୍କୁ ବାନ୍ଧି ଦୌଡାଇବା ଘଟଣା : ଦୁଇ ଜଣଙ୍କୁ ଅଟକ ରଖିଛି ପୋଲିସ

କଟକ ୧୭।୧୦ : ରବିବାର ସଂଧ୍ୟାରେ କଟକ ସହରର ଜଣେ ଯୁବକଙ୍କୁ ଗାଡିରେ ବାନ୍ଧି ଦୌଡାଇବା ଘଟଣାରେ ମୁହଁ ଖୋଲିଲେ ଡିସିପି। ସେ କହିଛନ୍ତି ଯେ, ଟଙ୍କା ଉଦ୍ଧାର ଫେରିପାଇବା ପାଇଁ ଏଭଳି ହୋଇଛି। ପୀଡ଼ିତ ଓ ଅଭିଯୁକ୍ତଙ୍କ ମଧ୍ୟରେ ପୂର୍ବରୁ ସମ୍ପର୍କ ରହିଛି। ଦୁଇ ଅଭିଯୁକ୍ତଙ୍କ ନାଁରେ…

ପ୍ରେମିକାର ଘର ଆଗରେ ପ୍ରେମିକର ବୋମାମାଡ଼

ଆଠଗଡ଼ ୧୭/୧୦: କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଚକ୍ରପ୍ରସାଦ ଗ୍ରାମରେ ଅଘଟଣ । ଏକ ତରଫା ପ୍ରେମକୁ ନେଇ ପ୍ରେମିକା ଘର ଆଗରେ ପ୍ରେମିକର ବୋମାମାଡ଼ । ବୋମାମାଡ଼ରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ଘରର କିଛି ଅଂଶ ନଷ୍ଟ ହୋଇଛି । ନରସିଂହପୁର ପୋଲିସର ତଦନ୍ତ ଜାରି । …

ବିଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ, ହତ୍ୟା ସନ୍ଦେହ

ଉଦଳା ୧୭।୧୦ : ବିଲରୁ ମିଳିଲା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ । ମୃତକଙ୍କ ନାମ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍‌ଏସିର ୮ ନମ୍ବର ଓ୍ୱାର୍ଡରେ ଘଟିଛି ଏଭଳି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର…

ହାଇଦ୍ରାବାଦ୍‌ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌, ଇଣ୍ଡଷ୍ଟ୍ରି କ୍ୟାପଟେନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ ଟୁ ୱାନ ଆଲୋଚନା

ଆଜି ହାଇଦ୍ରାବାଦ୍‌ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌। ଏହାପୂର୍ବରୁ ଇଣ୍ଡଷ୍ଟ୍ରି କ୍ୟାପଟେନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ ଟୁ ୱାନ ଆଲୋଚନା । ମାଇକ୍ରୋସଫ୍ଟ ଇଣ୍ଡିଆର ଏମ୍‌ଡି ରାଜୀବ କୁମାର, ଭାରତ ବାୟୋଟେକ୍‌ର ଅଧ୍ୟକ୍ଷ ଡ. କ୍ରିଷ୍ଣା ଇଲାଙ୍କ ସହ ୱାନ୍‌ ଟୁ ୱାନ୍‌ ଆଲୋଚନା କରିଛନ୍ତି…

ଅର୍ଚ୍ଚନା ନାଗ୍‌ଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର ୧୭/୧୦: ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ୍‌ ଗିରଫ ମାମଲା । ଅର୍ଚ୍ଚନା ନାଗ୍‌ ଜାମିନ ଆବେଦନ ଖାରଜ । ଜାମିନ ଖାରଜ କଲେ ଭୁବନେଶ୍ୱର SDJM । ଗତ ଶୁକ୍ରବାର ଅର୍ଚ୍ଚନାଙ୍କ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ ଦେବାଶିଷ ମହାପାତ୍ର । ତେବେ ଏବେ ତାଙ୍କୁ ବେଲ୍ ମିଳିଲାନି ଫଳରେ…

ପୋଲିସ-ମାଓବାଦୀ ଗୁଳିବିନିମୟ, ଏଏସ୍‌ଆଇ ଗୁରୁତର

ମାଲକାନଗିରି ୧୭।୧୦ : ପୋଲିସ ଓ ନକ୍ସଲ ଗୁଳିବିନମୟ । ମାଲକାନଗରି ଜିଲ୍ଲା ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଚାଲିଛି ଏନ୍‌କାଉଣ୍ଟର । ଏଥିରେ ଜଣେ ଏଏସ୍‌ଆଇ ଗୁରୁତର ହୋଇଛନ୍ତି । ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ତେରମ ଥାନା…

ଗଛରେ ପିଟିହେଲା ଆମ୍ବୁଲାନ୍ସ, ଆଟେଣ୍ଡାଣ୍ଟ ସହ ରୋଗୀ ମୃତ

ଧର୍ମଗଡ ୧୭/୧୦: ଗଛରେ ପିଟିହେଲା ଆମ୍ବୁଲାନ୍ସ । ଦୁଇ ଜଣଙ୍କ ମୃତ୍ୟୁ । ଜୟପୁର ଭବାନୀପାଟଣା ଜାତୀୟ ରାଜପଥ NH-26 ମହିଚଲା ଘୋଳିଜବା ନିକଟରେ ଘଟିଛି ଏହି ଦୁର୍ଘଟଣା । ରାସ୍ତା କଡରେ ଥିବା ଗଛକୁ ଆମ୍ବୁଲାନ୍ସ ପିଟିହେବାରୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ସୂଚନା ଅନୁଯାୟୀ, ଝାଡାବାନ୍ତି…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୭।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ…

କରଞ୍ଜିଆ NACରେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ବାଣ ଜବତ

କରଞ୍ଜିଆ: ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ । ଲକ୍ଷାଧିକ ଟଙ୍କାର ବାଣ ଜବତ । ଗତକାଲି ରାତିରେ କରଞ୍ଜିଆ ପୋଲିସ କୌଣସି ସୂତ୍ରରୁ ଖବରପାଇ କରଞ୍ଜିଆ NACରେ ଏକ ବେଆଇନ ବାଣ ଗୋଦାମ ଘରେ ଚଢ଼ାଉ କରିଥିଲା । ଚଢାଉ ବେଳେ ବିପୁଳ ପରିମାଣର ଗଛିତ ବେଆଇନ ବାଣ ଜବତ କରିଛି କରଞ୍ଜିଆ ପୋଲିସ ।…