Browsing Category

ଓଡିଶା

ଧାମନଗର ଉପନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର ଦାସ

ଭଦ୍ରକ ୧୪/୧୦: ନାମାଙ୍କନ ଦାଖଲ କଲେ ରାଜୁ ଦାସ । ସ୍ୱାଧୀନ ପ୍ରାର୍ଥି ଭାବେ ଧାମନଗର ଉପନିର୍ବାଚନ ପାଇଁ ପାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛନ୍ତି ନିଜର ନାମାଙ୍କନ ପତ୍ର । ସୂଚନା ଥାଉକି, ଆଜି ସକାଳେ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ପରିମାଣ

ଭୁବନେଶ୍ୱର ୧୪/୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ବଳୟ । ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୭ କିମ୍ୱା ୧୮ ତାରିଖରେ ଆଣ୍ଡାମାନସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର…

ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ । ବାଇପାସ୍‌ ଜଗନ୍ନାଥ ମନ୍ଦିରରୁ ପୂଜାର୍ଚ୍ଚନା କରି ସିଧା ନେହେରୁ ଷ୍ଟାଡ଼ିୟମ୍‌ ଯାଇଥିଲେ । ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଭଦ୍ରକ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ । ଅତିରିକ୍ତ…

ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା, ୧୪/୧୦: ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କପଣ୍ଡ ନୂଆଗାଁ ପୋଖରୀ ନିକଟରୁ ଦାଦା ଝିଆରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ସୂଚନାନୁଯାୟୀ, ଲହୁଣୀପଡ଼ା ଥାନା…

ମହାପ୍ରଭୁଙ୍କ ଦର୍ଶନ କଲେ ୫-ଟି ସଚିବ, ଶ୍ରୀମନ୍ଦିର ଉନ୍ନତି ମୂଳକ କାର୍ଯ୍ୟର କଲେ ସମୀକ୍ଷା

ପୁରୀ ୧୪/୧୦: ପୁରୀରେ ୫-ଟି ସଚିବ । ଆଜି ସକାଳୁ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ।‌ ୫-ଟି ସଚିବ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା, ପାର୍ଶ୍ୱ…

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୮୪ ନୂଆ ପଜିଟିଭ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ ୧୫ ଜଣ

ଭୁବନେଶ୍ୱର ୧୪/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ…

ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଙ୍କୁ ହତ୍ୟା ଅଭିଯୋଗ

ସୋର ୧୪/୧୦: ଝିଅକୁ ଭଲ ପାଇ ବିବାହ କରିବା ମହଙ୍ଗା ପଡିଲା ଛାତ୍ରକୁ । ଛାତ୍ର ମୃତ୍ୟୁକୁ ନେଇ ହତ୍ୟା ଅଭିଯୋଗ ଆଣିଲେ ମା । ମାଆଙ୍କ ଅଭିଯୋଗ ଅନୁଯାୟୀ ବାଲେଶ୍ଵର ଜିଲ୍ଲା ସୋର ଥାନା ମଧୁସୂଦନ ପୁର ଡ଼ଗରା ଗ୍ରାମର ମୋହନ ମଲ୍ଲିକଙ୍କ ପୁଅ ଶୁସାନ୍ତ ମଲ୍ଲିକ ଗଣ୍ଡିବେଡ଼ କଲେଜ ଯୁକ୍ତ ଦୁଇ ପ୍ରଥମ…

ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର ୧୪/୧୦ : ଆଜି ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ସଭାପତି ନିର୍ବାଚନରେ ଖଡଗେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ସେ ପ୍ରଚାର ପାଇଁ ଆଜି ଓଡିଶା ଆସୁଛନ୍ତି । ଭୁବନେଶ୍ୱର ଆସି ସେ ପିସିସି ସଭ୍ୟଙ୍କୁ ଭେଟି ତାଙ୍କୁ ଭୋଟ ଦେବାକୁ ଅନୁରୋଧ କରିବେ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ବାଲେଶ୍ୱର : ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ…

ଭୁବନ ରେଞ୍ଜରେ ବିଦ୍ୟୁତ ଆଘାତରେ ଦନ୍ତା ମୃତ

କାମାକ୍ଷାନଗର ୧୪/୧୦: ରାଜ୍ୟରେ ଲୋପ ପାଇବାକୁ ବସିଛି ହାତୀ ବଂଶ । ଦୈନିକି ଦୈନିକ ଗୋଟିଏ ଲେଖାଏଁ ହାତୀ ମୃତ୍ୟୁ ହେଉଥିବା ଦେଖିବାକୁ ମିଳୁଛି । ଏବେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଥିବା ସୂଚନା । ଢେଙ୍କାନାଳ ଜିଲ୍ଲା ଭୁବନ ରେଞ୍ଜ ରାଙ୍କିଆ ଗାଁରେ ଦନ୍ତା ହାତୀର ମୃତ୍ୟୁ ହୋଇଛି ।…