Browsing Category

ଓଡିଶା

ବ୍ରହ୍ମପୁର ପୋଲିସ କୁ ମିଳିଛି ବଡ଼ ସଫଳତା : ବିପୁଳ ପରିମାଣର ବେଆଇନ୍ ଗୁଟଖା ଜବତ

ବ୍ରହ୍ମପୁର ୧୪/୧୦: ଗୋଳନ୍ଥରା ପୋଲିସ୍‌ର ବଡ ଧରଣର ଚଢାଉ । ହଳଦିଆପଦର ଓ ଅଟୋନଗର ବେଆଇନ୍ ଗୁଟଖା ୟୁନିଟ ଉପରେ ଚଢାଉ । ବିପୁଳ ପରିମାଣର ଗୁଟଖା, ଗୁଟଖା ସାମଗ୍ରୀ ସହ ବିଭିନ୍ନ ମେସିନ୍ ଜବତ ହୋଇଛି । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ଆକଳନ କରିଛି ପୋଲିସ୍ …

ବିରଜା ହାଟରୁ ୭ କିଲୋ ନକଲି ଟାଟା ଚା ଜବତ; ବ୍ୟବସାୟୀ ଅଟକ

ଯାଜପୁର ୧୩/୧୦: ଟାଟା କମ୍ପାନୀ ପକ୍ଷରୁ ଚଢ଼ଉ ବିରଜା ହାଟରୁ ନକଲି ଟାଟା ଚା ଜବତ। ଯାଜପୁର ଟାଉନ ଥାନା ଅନ୍ତର୍ଗତ ବିରଜା ହାଟରୁ ନକଲି ଟାଟା-ଚା ଜବତ କରାଯାଇଛି। ଏହି ଘଟଣାର ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ଟାଉନ ପୁଲିସ ପଚରାଉଚୁରା କରୁଛି। ସୂଚନା ଅନୁସାରେ, ଯାଜପୁର ସାପ୍ତାହିକ…

ରାଜ୍ୟରୁ ଉଠିବ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତା ଏକମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ । ଏ ନେଇ ଆଜି ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି…

ଆଚାର୍ଯ୍ୟ ହରିହର କ୍ୟାନସର ହସପିଟାଲରେ ଲିନାକ ଭବନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ ୧୩/୧୦: କଟକରେ ଥିବା ଆଚାର୍ଯ୍ୟ ହରିହର କର୍କଟ ରୋଗ ଗବେଷଣା ପ୍ରତିଷ୍ଠାନର ଲିନାକ ଭାବନକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଏହି ଭବନରେ ଅତ୍ୟାଧୁନିକ ଚିକିତ୍ସା ସେବା ଉପଲବ୍ଧ ହେବ। ଏହା ସହିତ ଗବେଷଣା ପ୍ରତିଷ୍ଠାନର ୨୦୦ ଶହ ଶଯ୍ୟା ଏବଂ ୩୦ଟି ଆଇସିୟୁ…

ବଲାଙ୍ଗୀର ରେ ସେକ୍ସ ରାକେଟ୍‌, ରାଣି ମହୁମାଛି ସହ ୧୦ ଯୁବତୀ ଓ ୨ ଗରାଖ ଉଦ୍ଧାର

ବଲାଙ୍ଗୀର ୧୩/୧୦: ତିନି ମାସ ଧରିଚାଲିଥିଲା ସେକ୍ସ କାରବାର। ଆଲିସାନ କୋଠାରେ ଅୟେସ କରୁଥିଲେ ରାଣି ମହୁମାଛି। ଶେଷରେ ଧରିଲା ବଲାଙ୍ଗୀର ପୋଲିସ ଏହି ସେକ୍ସ ଆଡ୍ଡା ଉପରେ ଚଢ଼ଉ କରିଛି। ଖବର ଅନୁସାରେ, ବଲାଙ୍ଗୀର ସହରର ଶାସ୍ତ୍ରୀନଗର ପଡ଼ାରେ ଥିବା ଏକ କୋଠାରେ ବହୁତ ମାସ ହେଲା…

ଧାମନଗର ଉପନିର୍ବାଚନ: କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ବାବା ହରେକୃଷ୍ଣ ସେଠୀ

ଭୁବନେଶ୍ୱର: ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ବାବା ହରେକୃଷ୍ଣ ସେଠୀ ଆଜି ନାମାନଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଶ୍ରୀ ସେଠୀ ୨ସେଟ୍ ନାମାଙ୍କନପତ୍ର ଦାଖଲ କରିଥିବା ସୂଚନା ମିଳିଛି।ଭଦ୍ରକ ଜିଲା କଂଗ୍ରେସ କମିଟି କାର୍ଯ୍ୟାଳୟ ଠାରୁ…

କାର୍ତ୍ତିକ ମାସରେ ପଡ଼ୁଛି ଉଭୟ ସୂର୍ଯ୍ୟ ପରାଗ ଓ ଚନ୍ଦ୍ର ଗ୍ରହଣ; ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ ୧୩/୧୦: କାର୍ତ୍ତିକ ମାସରେ ଉଭୟ ସୂର୍ଯ୍ୟ ପରାଗ ଓ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ ପରମ୍ପରା ଥିବାରୁ ଦେବନୀତି କିଭଳି ଅନୁଷ୍ଠିତ ହେବ ସେନେଇ ସବୁଠି ଚର୍ଚ୍ଚା। ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ଅକ୍ଟୋବର ୨୫ ଦୀପାବଳୀ…

ଏ ବର୍ଷ ପାଳନ ହେବ ଦୀପାବଳି, ବାଣ ବ୍ୟବସାୟ ପାଇଁ ବିଏମ୍‌ସି ପକ୍ଷରୁ ଦିଆଯିବ ଅନୁମତି

ଭୁବନେଶ୍ବର: ଆଗକୁ ଆସୁଛି ଆଲୋକର ପର୍ବ ଦୀପାବଳି । ୨ ବର୍ଷର କୋଭିଡ କଟକଣା ପରେ ଚଳିତବର୍ଷ ଦୀପାବଳିରେ ବାଣ ବ୍ୟବସାୟ ହେବ । ଭୁବନେଶ୍ୱରରେ ବାଣ ବ୍ୟବସାୟ ପାଇଁ ବିଏମ୍‌ସି ପକ୍ଷରୁ ଦିଆଯିବ ଅନୁମତି। ଅନୁମତି ପାଇବାରେ ବାଣ ବ୍ୟବସାୟ ପାଇଁ ଆବେଦନ କରିବାକୁ ଥିବା ବ୍ୟବସାୟୀ ମାନେ…

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲାରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ: ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲାରେ ଶୁଣାଣି ଶେଷ । ରାୟ ସଂରକ୍ଷିତ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେବାକୁ ଆବେଦନ କରିଛନ୍ତି ମୋକିମ । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ବା ଓଆରଏଚଡିସି ଋଣ…

ଧାମନଗର ଉପନିର୍ବାଚନ: ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ

ଧାମନଗର : ସରଗରମ ଧାମନଗର ରାଜନୀତି । ମଇଦାନ ପ୍ରସ୍ତୁତ। ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ। ବିଜେଡିରୁ ପ୍ରାର୍ଥି ଭାବେ ଲଢିବେ ଅବନ୍ତୀ ଦାସ । ଆସନ୍ତାକାଲି ନାମାଙ୍କନପତ୍ର ଦାଖଲ କରିବେ ଅବନ୍ତୀ। ଗତ ପଞ୍ଚାୟତ ନିର୍ବାଚନରେ ସମିତିସଭ୍ୟା ଭାବେ ଜିତିଥିଲେ ଅବନ୍ତୀ ଦାସ । ସେ…