Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ
ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା । ଜଣେ ବାଇକ୍ ଆରୋହୀଙ୍କ ସହ ତାଙ୍କ କାର୍ ଦୁର୍ଘଟଣା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।
ଗତକାଲି ରାତିରେ!-->!-->!-->…
ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
ବ୍ରହ୍ମପୁର ୨୬/୧୧: ବ୍ରହ୍ମପୁରରେ ଥମୁନି ରାଗିଂ । ଏତର କିନ୍ତୁ କୌଣସି କଲେଜ ନୁହେଁ । ଏଥର ରାଗିଂ ହୋଇଛି ଘରୋଇ ସ୍କୁଲରୁ । ଘରୋଇ ସ୍କୁଲରୁ ରାଗିଂ ହୋଇଥିବା ହୋଇଛି ଅଭିଯୋଗ ।
ଏକ ଘରୋଇ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ କେତେକ ସିନିୟର ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି ।!-->!-->!-->…
ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା, ୨ ଶିକ୍ଷୟତ୍ରୀ ମୃତ
ଜି. ଉଦୟଗିରି ୨୬।୧୧ : ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା । ଚାଲିଗଲା ଦୁଇ ଶିକ୍ଷୟତ୍ରୀଙ୍କ ଜୀବନ ।କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ଦୁଇ ଜଣ ଶିକ୍ଷୟତ୍ରୀ ନିଜ ସ୍କୁଟି ଯୋଗେ ସ୍କୁଲକୁ!-->!-->!-->…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର, ୩ ମାଓବାଦୀ ନିହତ
ମାଲକାନଗିରି ୨୬।୧୧ : ଓଡିଶା ସୀମାନ୍ତରେ ଏନ୍କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବି ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।
ଖବର ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ!-->!-->!-->…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତଦାରଖ କଲେ 5T ସଚିବ
ପୁରୀ ୨୬/୧୧: ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ୍ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କଲେ କଲେ 5T ସଚିବ । ଏହାସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କଲେ ।
ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଉନ୍ନତି ମୂଳକ ପ୍ରକଳ୍ପ ମଧ୍ୟରେ!-->!-->!-->…
ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ, ଉପନିର୍ବାଚନ ପୂର୍ବରୁ ମାଓ ପୋଷ୍ଟର
ପଦ୍ମପୁର ୨୬।୧୧ : ଆଉ କିଛି ଦିନ ପରେ ପଦ୍ମପୁରରେ ଉପନିର୍ବାଚନ । ହେଲେ ଏହାପୂର୍ବରୁ ଲାଗିଛି ମାଓ ପୋଷ୍ଟର । ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ । ପଦ୍ମପୁରରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର ।
ଖବର ଅନୁଯାୟୀ, ପାଇକମାଲ ରାସ୍ତା ମାଗୁରମାଲ ଛକରେ ଥିବା ନିଶାନୀ ମନ୍ଦିର ପାଖରେ ଲାଗିଛି!-->!-->!-->…
ଆହୁରି ୨ରୁ ୩ ଡିଗ୍ରୀ ଖସିବ ପାରଦ, ବଢ଼ିବ ଶୀତ
ଭୁବନେଶ୍ୱର ୨୬।୧୧ : ରାଜ୍ୟରେ ପାରଦ କ୍ରମଶଃ ତଳକୁ ଖସୁଛି । ଗତକାଲି ୧୩ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଝାରସୁଗୁଡ଼ାରେ ୧୨, ସୁନ୍ଦରଗଡ଼ରେ ୧୨.୫, ଫୁଲବାଣୀରେ ୧୩, ଦାରିଙ୍ଗିବାଡି଼ରେ ୧୩, କେନ୍ଦୁଝରରେ ୧୩.୨, ଭବାନୀପାଟଣାରେ ୧୩.୨, ଦେବଗଡ଼ରେ ୧୩.୪, ବରଗଡ଼ରେ ୧୩.୮ ରହିଛି ।
!-->!-->…
୨୨ ଗ୍ରାମ ବ୍ରାଉନ ସୁଗର ଜବତ; ଜଣେ ଗିରଫ
ଧର୍ମଗଡ଼ ୨୬/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ!-->…
ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ବୌଦ୍ଧ: ଲାଞ୍ଚ ନେବା ବେଳେ ପୁଲିସ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ। ଏହି ପୁଲିସ ବାବୁ ଜଣକ ବୌଦ୍ଧ ଜିଲ୍ଲା ଜହ୍ନପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ। ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ କରି ଅଧିକ ଖୋଳତାଡ଼ ଆରମ୍ଭ କରିଛି। ଏକ ମାମଲାର ତଦନ୍ତ!-->…
ଚାକିରି ପାଇଁ ଅଭିନବ ପ୍ରତିବାଦ: ବିଧାନସଭା ଆଗରେ କାନ ଧରି ଆଣ୍ଠେଇଲେ ଶହ ଶହ ଯୁବକ
ଭୁବନେଶ୍ବର: ଚାକିରି ପାଇଁ ଅଭିନବ ପ୍ରତିବାଦ। କାନ ଧରି ଆଣ୍ଠେଇ ବିଧାନସଭା ଆଗରେ ପ୍ରତିବାଦ। ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟମାନେ ପ୍ରତିବାଦ କରିଛନ୍ତି। ମୃତକଙ୍କ ସ୍ଥାନରେ ଚାକିରିରେ ଥଇଥାନ ଦାବିରେ ଆନ୍ଦୋଳନ କରିଛନ୍ତି।
ଓଡ଼ିଶା ବେସାମପରିକ ସେବା- ପୁନଃ ଥଇଥାନ!-->!-->!-->…