Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚାଷୀକୁ ଦଳି ମାରିଦେଲା ହାତୀ
ଭଞ୍ଜନଗର ୦୯।୧୦: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ତାରାସିଙ୍ଗି ବନାଞ୍ଚଳ କ୍ଷେତମୁଣ୍ଡଳୀ ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କର ଜୀବନ । ମୃତକ ହେଲେ ପବିଚ୍ର ପାତ୍ର ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଆସି ଧାନ!-->!-->!-->…
ଗୋ-ଚାଲାଣ ବେଳେ ଚଢ଼ାଉ: ପୋଲିସ ଭୟରେ ବ୍ରିଜରୁ ଡେଇଁ ଜଣେ ମୃତ
ଜଳେଶ୍ୱର: ଓଡିଶାରୁ ପଶ୍ଚିମବଙ୍ଗକୁ ଚୋରା ଚାଲାଣ ବେଳେ ପୋଲିସର ଚଢ଼ାଉ । ରାଜଘାଟ ନାକା ପଏଣ୍ଟ ନିକଟରୁ ୩ ଟି ଗୋରୁ ବୋଝେଇ କେଣ୍ଟନର ସହିତ ଗୋଟିଏ ପିକଅପ , ଗୋଟିଏ ସ୍କର୍ପିଓ ଏବଂ ୨୦୦ ରୁ ଉର୍ଧ୍ବ ଗୋରୁ ଜବତ କରିଛି ଜଳେଶ୍ବର ପୋଲିସ। ୯ ଜଣ ଗୋରୁ ମାଫିଆ ଥାନାରେ ଅଟକ ଥିବା ବେଳେ ଜଣେ!-->…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ଶୁକ୍ରବାରଠୁ ଥିଲେ ନିଖୋଜ
ଚଣ୍ଡିଖୋଲ ୦୯।୧୦ : ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଓଲର ଗାଁର ଘଟଣା । ମୃତକଙ୍କ ନାମ ଭାଗ୍ୟଧର ବେହେରା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ଭାଗ୍ୟଧର ଗତ ଶୁକ୍ରବାର ଅପରାହ୍ନ ସମୟରେ ବ୍ୟାଙ୍କକୁ!-->!-->!-->…
ଜଗବନ୍ଧୁ ଫେରାର, ଫେସ୍ବୁକ୍ ଆକାଉଣ୍ଟ ବନ୍ଦ
ଭୁବନେଶ୍ୱର ୦୯।୧୦ : ରାଜଧାନୀରେ ଚାଲିଥିଲା ହନିଟ୍ରାପ୍ । ବ୍ଲାକମେଲ୍ ର ରାଣୀ ଅର୍ଚ୍ଚନା ନାଗର ଗୋଟିଏ ପରେ ଗୋଟିଏ ଗୁମର ପଦାକୁ ଆସୁଥିବା ବେଳେ ଖସିଯାଇଥିବା ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କର ଫେସ୍ ବୁକ ଆକାଉଣ୍ଟ ବନ୍ଦ କରିଛି ପୋଲିସ। ଜଗବନ୍ଧୁଙ୍କ ଫେସବୁକ ଆକାଉଣ୍ଟରେ ରହିଥିଲା ଅନେକ ତଥ୍ୟ।
!-->!-->…
ପୋଲିସ ହାତରେ ଲାଗିଛି ଅର୍ଚ୍ଚନାଙ୍କ ଡାଏରୀ, ଲିଙ୍କରେ ବହୁ ବଡ଼ବଡ଼ିଆ ଥିବା ଚର୍ଚ୍ଚା
ଭୁବନେଶ୍ୱର : ଖୋଲୁଛି ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗ ଗୁମର ପେଡ଼ି । ପୋଲିସ ଚୁପ୍ ରହିଥିବା ବେଳେ ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ତଦନ୍ତ ଯେତିକି ଆଗଉଛି, ଅର୍ଚ୍ଚନାଙ୍କ ହାଇପ୍ରୋଫାଇଲ୍ ଲିଙ୍କ୍ ସେମିତି ଖୋଲୁଛି । ପୋଲିସ ହାତରେ ଲାଗିଛି ଅର୍ଚ୍ଚନାଙ୍କ ଡାଏରୀ । ଯେଉଁଥିରେ!-->…
ଓଲଟିଲା ଯାତ୍ରୀବାହୀ ବସ: ୭ ଗୁରୁତର, ଅଳ୍ପକେ ବର୍ତ୍ତିଲେ ୬୦ରୁ ଉର୍ଦ୍ଧ୍ବ ଯାତ୍ରୀ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ୧୪୯ ନଂ ଜାତୀୟ ରାଜପଥର ଭେଜିଆ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ରୟାଲ ନାମକ ଯାତ୍ରୀବାହୀ ବସ । ବସରେ ଥିବା ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି ,ଅଳ୍ପକେ ବର୍ତ୍ତି ଯାଇଛନ୍ତି ୬୦ରୁ ଅଧିକ!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୦୯।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
କାର୍ ଧକ୍କାରେ କଦଳୀ ବେପାରୀ ମୃତ
ଭୁବନେଶ୍ୱର ୦୯।୧୦ : ଭୁବନେଶ୍ୱର କଳ୍ପନା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା!-->!-->!-->…
ପବିତ୍ର କୁମାର ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ ୦୯।୧୦ : ରବିବାର ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା!-->…
ଆଜି କୁମାର ପୂର୍ଣ୍ଣିମା: ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ, ସନ୍ଧ୍ୟାରେ ଚାନ୍ଦ ପୂଜା
ଆଜି କୁମାର ପୂର୍ଣ୍ଣିମା। ଏହି ଅବସରରେ ବେଗୁନିଆ ଅଞ୍ଚଳରେ ସକାଳୁ ସକାଳୁ କୁମାରୀ ଝିଅମାନେ ଉଦୟ ସୂର୍ଯ୍ୟଙ୍କୁ ପୂଜା କରିଛନ୍ତି। ଭୋରରୁ ନୂଆ ଡ୍ରେସ ପିନ୍ଧି ଚଉରା ମୂଳେ ଆଞ୍ଜୁଳା ଟେକିଛନ୍ତି। କୁଲାରେ ୭ ପ୍ରକାର ଫଳ ମୂଳ ଓ ଖଇ, ଲିଆ ଧରି ପୂଜା କରିଛନ୍ତି। ଦିନସାରା ଉପବାସ ରଖିବା ପରେ!-->…