Browsing Category

ଓଡିଶା

ଦିନକରେ ୫୯ ଜୁଆଡ଼ିଙ୍କୁ ଧରି ଦୁଇ ଲକ୍ଷ ଜବତ କଲା ବ୍ରହ୍ମପୁର ପୋଲିସ…

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ଦଶହରା ଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ ଜୁଆ ଖେଳ ପ୍ରଚୁର ପରିମାଣରେ ଚାଲିଥାଏ। ଏହା ବେଆଇନ୍‌ ହୋଇଥିବା ଯୋଗୁ ବର୍ତ୍ତମାନ ଧରପଗଡ଼କୁ ଜୋର୍‌ଦାର୍‌ କରିଛି ବ୍ରହ୍ମପୁର ପୋଲିସ। ବୁଧବାର ଗୋଟିଏ ଦିନରେ ପୋଲିସ ୫୯ଜଣ ଜୁଆଡ଼ିଙ୍କୁ ଧରିବା ସହିତ ସେମାନଙ୍କ…

ଦିନେଶ-ଦୀପିକା ବିବାଦ : ଅକ୍ଟୋବର ୧୩ରେ ରାଷ୍ଟ୍ରପତିଙ୍କୁ ଇଚ୍ଛା ମୃତ୍ୟୁ ପାଇଁ ଚିଠି ଲେଖିବେ ଦୀପିକା…

ବ୍ରହ୍ମପୁର ୦୭/୧୦: ଦିନେଶ୍-ଦୀପିକା ବିବାଦ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ୁଛି। କେତେବେଳେ ଘରେ ପରିବାରବର୍ଗ ତ ଆଉ କେତେବେଳେ ଚାବି ପକେଇ ବାହାରେ। ଏସବୁ ଭିତରେ ଦୀପିକା ନ୍ଯାୟ ଦାବିରେ ଧାରଣା ଜାରି ରଖିଛନ୍ତି। ତାଙ୍କ ଧାରଣା ଏବେ ପହଞ୍ଚିଛି ୬୬ ଦିନରେ ପହଞ୍ଚିଛି। ତେବେ…

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ‘ବ୍ଲାକମେଲିଂ’ କରୁଥିବା ଯୁବତୀ ଅର୍ଚ୍ଚନା !

ଭୁବନେଶ୍ୱର: ନେତା, ପୁଲିସ ଏବଂ ପ୍ରଯୋଜକଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ବର ସତ୍ୟ ବିହାରର ଅଞ୍ଚଳର ମହିଳା ଅର୍ଚ୍ଚନା ନାୟକ। ନିକଟରେ ପ୍ରଯୋଜକ ଅକ୍ଷୟ ପରିଜା ଆଣିଥିବା ବ୍ଲାକମେଲିଂ ଅଭିଯୋଗରେ ସଂପୃକ୍ତ ଯୁବତୀଙ୍କ ଲିଙ୍କ୍ ରହିଥିବା ସୂଚନା ରହିଛି। ନିକଟରେ…

ଶନିବାର ମନ୍ତ୍ରୀ ସମୀର ଦାସଙ୍କ କୁଶ ପୁତ୍ତଳିକା ଦାହ କରିବ ବିଜେପି

ପୁରୀ ୦୭/୧୦: ପୁରୀ ଜିଲ୍ଲା ନିମାପଡା ବ୍ଲକ୍ ୧୧ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବିବାଦରେ ରହିଛନ୍ତି। ଗୋଟିଏ ପଟେ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀରେ ସିଧାସଳଖ ମନ୍ତ୍ରୀଙ୍କ ନାମ ଥିବାରୁ…

ନବଜାତର ମୃତ୍ୟୁ ପରେ ଆଖି ବୁଜିଲା ନାବାଳିକା ମାଆ

ଫୁଲବାଣୀ: ନବଜାତ ପରେ ଆଖି ବୁଜିଲା ନାବାଳିକା ମାଆ । ଚିକିତ୍ସାଧୀନ ଅବସ୍ଥାରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କିଛିଦିନ ତଳେ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପୁର ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଥିଲା । ଏନେଇ ଥାନାରେ ଏତଲା ଦେଇଥିଲେ…

ଜିଲ୍ଲା ପରିଷଦ ସଭ୍ୟ ଆତ୍ମହତ୍ୟା ଘଟଣା, ଧର୍ମେନ୍ଦ୍ର ସାହୁଙ୍କ ପତ୍ନୀ ଓ ପଡୋଶୀଙ୍କୁ ପୋଲିସର ଜେରା

ଭୁବନେଶ୍ୱର ୭/୧୦: ଗୋପର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା । ମୃତ ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡ଼ ସ୍ଥିତ ଘରେ ପହଞ୍ଚିଲା ପୋଲିସ । ଆଇଆଇସି ଏବଂ ଆଡସିନାଲ ଡିସିପି ସହ ଏକ ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛନ୍ତି । ଧର୍ମେନ୍ଦ୍ରଙ୍କ ପତ୍ନୀ, ପରିବାର ଓ…

ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ…

ଭଦ୍ରକ: ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର…

ଡ୍ୟାମ୍‌ରୁ ମାଡ଼ିଆସିଲା ପାଣି ନଦୀରେ ଫସିଗଲେ ୧୦ ଜଣ 

ଦେବଗଡ଼ : ସେଲ୍ଫି ନେବା ସମୟରେ ହଠାତ୍‌ ମାଡିଆସିଲା ପାଣି। ନଦୀରେ ଫସିଗଲେ ୧୦ ଜଣ । ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଜାମୁନାଳି ଗାଁ ଦେଇ ବୋହି ଯାଇଥିବା ନଦୀ ଭିତରେ ଲୋକ ଫସିରହିଥିବା ବେଳେ ଡ୍ୟାମ୍‌ରୁ ପାଣି ମାଡ଼ି ଆସିବାରୁ ସମସ୍ତଙ୍କ ଜୀବନ ବିପଦରେ ପଡ଼ିଯାଇଥିଲା।…

ଭିଜିଲାନ୍ସ ଜାଲରେ ବଲାଙ୍ଗିର ମୁରିବାହାଲ ବ୍ଲକ୍‌ APO

କଟକ: ଭିଜିଲାନ୍ସ ଜାଲରେ APO । ଭିଜିଲାନ୍ସ ହାତରେ ଧରାପଡ଼ିଲେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍‌ ଆଡିସିନାଲ ପ୍ରୋଗ୍ରାମ୍‌ ଅଫିସର ସୁଶାନ୍ତ କୁମାର ଦାସ । ୪୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଜଣେ ଗ୍ରାମ ସାଥୀଙ୍କଠାରୁ ନେଉଥିଲେ ଏହି ଲାଞ୍ଚ। ମନରେଗା କାମର…

ଘର ଭାଙ୍ଗିଲା ହାତୀ, ମାଡ ଖାଇଲେ ବନ କର୍ମଚାରୀ

ବଣାଇ:ଘର ଭାଙ୍ଗିଲା ହାତୀ, ମାଡ ଖାଇଲେ ବନ କର୍ମଚାରୀ । ହାତୀ ଉପଦ୍ରବରେ ଅତିଷ୍ଠ ହୋଇ ବନ କର୍ମଚାରୀଙ୍କୁ ପିଟିଲେ ଗ୍ରାମବାସୀ । ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳ ଡେଙ୍ଗେଇଡିପା ଗାଁର ଘଟଣା । ଗ୍ରାମବାସୀଙ୍କ ଆକ୍ରମଣରେ ୫ବନ କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି…