Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅକ୍ଟୋବର ୧୦ରୁ ରାଇଦାମୋଦର ପୂଜା ଆରମ୍ଭ, ବର୍ତ୍ତମାନ ସୁଦ୍ଧା ପଞ୍ଜିକରଣ କଲେଣି ୨୯୨୦ ଜଣ ହବିଷ୍ୟାଳୀ
ପୁରୀ: ଅକ୍ଟୋବର ୧୦ରୁ ଆରମ୍ଭ ହେଉଛି ରାଇଦାମୋଦର ପୂଜା । ପୁରୀରେ ରହି ବ୍ରତ ପାଳିବେ ହବିଷ୍ୟାଳୀ । ପୁରୀରେ ହବିଷ୍ୟାଳୀଙ୍କ ରହିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ବାଗେଡିଆ ଧର୍ମଶାଳା ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀଙ୍କ ରହିବା!-->…
କିସ୍ତି ଶୁଝି ନପାରି ଜୀବନ ହାରିଦେଲେ ଟ୍ରକ୍ ମାଲିକ
ତେଲକୋଇ, ୦୭/୧୦ : ଫାଶୀ ଲଗାଇ ଟ୍ରକ ମାଲିକଙ୍କ ଆତ୍ମହତ୍ୟା। ମାସିକିଆ କିସ୍ତି ଦେଇ ନପାରିବାରୁ ଜଣେ ଟ୍ରକ ମାଲିକ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଛାମୁଣ୍ଡା ଗାଁର ମୁକୁନ୍ଦ ମହାକୁଡ଼(ମିଟୁ)।
ସୂଚନାନୁଯାୟୀ, ଛାମୁଣ୍ଡା ଗାଁର!-->!-->!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୭/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ସମୁଦ୍ରରେ ନିଖୋଜ ଯୁବକଙ୍କ ଶବ ମିଳିଲା
ବ୍ରହ୍ମପୁର:ଗୋପାଳପୁର ସମୁଦ୍ରରେ ବୁଧବାର ୪ଜଣ ସାଙ୍ଗ ଗାଧୋଉଥିବା ବେଳେ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ଜଣ ଉଦ୍ଧାର ହୋଇଯାଇଥିଲେ । ଆଉ ଜଣେ ନିଖୋଜ ହୋଇଥିବା ବେଳେ ଆଉ ଜଣକଙ୍କ ଶବ ଗୁରୁବାର ମିଳିଛି। ମୃତକ ଜଣକ ହେଲେ କୁକୁଡ଼ାଖଣ୍ଡି ଅଞ୍ଚଳର ସଞ୍ଜୟ ଦାସ(୧୭)
ମିଳିଥିବା ସୂଚନା!-->!-->!-->…
କମିଶନରେଟ୍ ପୋଲିସ ହାତରେ ମାଷ୍ଟର ମାଇଣ୍ଡ ଅର୍ଚ୍ଚନା ନାୟକ
ଭୁବନେଶ୍ୱର: ନେତା, ପୋଲିସ ଏବଂ ପ୍ରଯୋଜକଙ୍କ ଅଶ୍ଲୀଳ ଭିଡିଓ ଭର୍ତ୍ତି ପେନ୍ ଡ୍ରାଇଭ ଜବତ । ଦୀର୍ଘ ଦିନ ଧରି ଜଣେ ବିବାହିତା ମହିଳା ଏହି ସବୁ ପଦ ପଦବୀରେ ଥିବା ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକେମଲିଂ କରୁଥିଲେ। ଶେଷରେ ଗତକାଲି ରାତିରେ ଖଣ୍ଡଗିରି ପୋଲିସ ଏହି ମହିଳାଙ୍କୁ ଗିରଫ କରିଛି।!-->…
ବରିଷ୍ଠ ସାମ୍ବାଦିକ ତଥା ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଲଷ୍ମୀଧର ବେହେରାଙ୍କ ଅକାଳ ବିୟୋଗ
ବାଙ୍କୀ: ବରିଷ୍ଠ ସାମ୍ବାଦିକ ତଥା ପୂର୍ବତନ ଜିଲ୍ଲାପରିଷଦ ସଭ୍ୟଙ୍କ ଅକାଳ ବିୟୋଗ। ବାଙ୍କୀ ଉପଖଣ୍ଡର ବରିଷ୍ଠ ସାମ୍ବାଦିକ ତଥା ଡ଼ମପଡା ବ୍ଲକର ପୂର୍ବତନ୍ ବିଜେଡି ଜିଲ୍ଲାପରିଷଦ ସଭ୍ୟ ଲଷ୍ମୀଧର ବେହେରାଙ୍କ ଅକାକ ବିୟୋଗ। ବାଙ୍କୀ ରଣପୁର ସ୍ଥିତ ବାସଭବନରେ ଶ୍ରୀ ବେହେରାଙ୍କ ହୃଦଘାତରେ!-->…
ବ୍ରହ୍ମପୁର ଉପକଣ୍ଠରୁ ୭ ଫୁଟର ଅଜଗର ଉଦ୍ଧାର
ବ୍ରହ୍ମପୁର: ସ୍ନେକ ହେଲ୍ପ ଲାଇନ ଦ୍ୱାରା ୭ ଫୁଟର ଅଜଗର ଉଦ୍ଧାର । ବ୍ରହ୍ମପୁର ଉପକଣ୍ଠ ମଦମୋହନପୁରରୁ ଗତକାଲି ବିଳମ୍ବିତ ରାତ୍ରିରେ ଏକ ଅଜଗର ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ । ଗାଁର ନାଯକ ସାହିରେ ଏକ ବିରାଟ ସାପକୁ ଦେଖି ସ୍ଥାନୀୟ ବାସିନ୍ଦା ସ୍ନେକ ହେଲ୍ପ ଲାଇନକୁ!-->…
ଆଜି ଶ୍ରୀକ୍ଷେତ୍ରରେ ଗୋସାଣି ଯାତ ଓ ଭସାଣି ଉତ୍ସବ
ପୁରୀ:ଆଜି ପୁରୀରେ ହେବ ଗୋସାଣି ଯାତ ଓ ଭସାଣି ଉତ୍ସବ । ପ୍ରତିକୂଳ ପାଗ ଓ ବର୍ଷା ଯୋଗୁ ଗତକାଲି ଶ୍ରୀକ୍ଷେତ୍ରରେ ପ୍ରସିଦ୍ଧ ଗୋସାଣି ଯାତ୍ରା ସ୍ଥଗିତ ରହିଥିଲା। ପରମ୍ପରା ଅନୁଯାୟୀ ସିଂହଦ୍ୱାର ନିକଟରେ ସାତ ସାହି ୪୨ ଗଳିରେ ପ୍ରାୟ ୬୦ଟି ମେଢ ଏକାଠି ହେବ। ସିଂହଦ୍ୱାରରେ ପ୍ରତିବର୍ଷ ପରି!-->…
ପଦ୍ମପୁର ବିଧାନସଭା ଆସନ ଖାଲି ନେଇ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ବର: ପଦ୍ମପୁର ବିଧାନସଭା ଆସନ ଖାଲି ନେଇ ବିଜ୍ଞପ୍ତି ପ୍ରକାଶ। ଆସନ ଖାଲି ନେଇ ଭାରତୀୟ ନିର୍ବାଚନ କମିସନ, ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଧାନସଭା ବାଚସ୍ପତି। ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡ଼ିଥିବା ନେଇ ବିଧାନସଭା!-->…
ହାଇୱା ଧକ୍କାରେ ଯୁବତୀ ମୃତ, ରାସ୍ତା ବନ୍ଦ କଲେ ଗ୍ରାମବାସୀ
ଚାନ୍ଦବାଲି, ୦୬/୧୦: ଧାମରା ବନ୍ଦର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବତୀ ଜଣକ ସିଲେଇ ଶିକ୍ଷା ସାରି ଘରକୁ ଫେରୁଥିବା ବେଳେ ଧାମରା ବନ୍ଦରକୁ ଯାଉଥିବା ଏକ ହାଇୱା ସମ୍ପୃକ୍ତ ଯୁବତୀଙ୍କୁ ଧକ୍କା ଦେଇଥିଲା l ଫଳରେ!-->…