Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର
ମାହାଙ୍ଗା,୦୬।୧୦ : ଫାଷ୍ଟ ଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର । ମାହାଙ୍ଗା ଥାନା ଛତ୍ରତୋଟା ବଜାରରେ ଥିବା ବାପିନା ଫାଷ୍ଟ ଫୁଡ୍ ଦୋକାନର ମାଲିକ ପ୍ରଶାନ୍ତ ବେହେରାଙ୍କ ମୃତଦେହ ଦୋକାନ ଭିତରୁ ଉଦ୍ଧାର ହୋଇଛି । ପ୍ରତିଦିନ ଭଳି ପ୍ରଶାନ୍ତ ଫାଷ୍ଟଫୁଡ୍ ଦୋକାନ ବନ୍ଦ କରି ଦୋକାନ ଭିତରେ!-->…
ଲଗାଣ ବର୍ଷାରେ ଭାଙ୍ଗିଲା ଘର
କେନ୍ଦୁଝର ୦୬।୧୦ : ଲଗାଣ ବର୍ଷାରେ ଭାଙ୍ଗିଲା ଘର । ଅଳ୍ପକେ ବର୍ତ୍ତିଗଲେ ମହିଳା । କେନ୍ଦୁଝର ଜିଲ୍ଲା ନରଣପୁର ପଞ୍ଚାୟତ ରାମଚନ୍ଦ୍ରପୁର ଗାଁରେ ଏଭଳି ଅଘଟଣ ଘଟିଛି ।
ଖବର ଅନୁଯାୟୀ, ରାମଚନ୍ଦ୍ରପୁର ଗାଁର ରୁକ୍ମୁଣୀ ମହାନ୍ତ ଏକାକି ନିଜ ଘରେ ରୁହନ୍ତି । ବୁଧବାର ରାତିରେ ଖାଇ!-->!-->!-->…
ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା
ଭୁବନେଶ୍ୱର ୦୬।୧୦: ବିଜେଡିର ପକ୍ଷରୁ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରାଯାଇଛି। ଦଳ ପକ୍ଷରୁ ୨୫ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେତେକ ନେତାଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦିଆଯାଇଛି।
ତେବେ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କୁ!-->!-->!-->…
ରାଜଧାନୀରେ ପୋଲିସ କ୍ବାର୍ଟରରୁ ଚୋରି
ଭୁବନେଶ୍ୱର ୦୬।୧୦ : ରାଜଧାନୀରେ ପୋଲିସ କ୍ବାର୍ଟରରୁ ଚୋରି ହୋଇଛି। ଭରତପୁର ଥାନା ଅନ୍ତର୍ଗତ ବରମୁଣ୍ଡା ବସଷ୍ଟାଣ୍ଡ ପଛପଟେ ଥିବା ହାବିଲଦାର ବାସୁଦେବ ପଣ୍ଡାଙ୍କ ସରକାରୀ କ୍ବାର୍ଟରରୁ ଚୋରି ହୋଇଛି ।
ଖବର ଅନୁଯାୟୀ, ପୋଲିସ କର୍ମଚାରିଙ୍କ ପାଇଁ ଥିବା ବରମୁଣ୍ଡା ଟେଲକୋ ପୋଲିସ!-->!-->!-->…
ରାସ୍ତାକଡରୁ ନବଜାତକ ଉଦ୍ଧାର
ଆନନ୍ଦପୁର ୦୬/୧୦: ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା । ମିଠିଗାଁ ରାସ୍ତା କଡରେ ଏକ ସଦ୍ୟଜାତ ଶିଶୁ ପୁତ୍ରକୁ ଉଦ୍ଧାର କରିଛନ୍ତି କିଛି ସ୍ଥାନୀୟ ଯୁବକ । ଶିଶୁଟିକୁ ୧୦୮ ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେ ଶିଶୁଟିର!-->…
ସମୁଦ୍ର ମଝିରେ ଜଳିଗଲା ମାଛଧରା ଟ୍ରଲର
ଚାନ୍ଦବାଲି ୦୬।୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଧାମରା ହୁଇଲର ଦୀପ ନିକଟରେ ଅଘଟଣ । ସମୁଦ୍ର ମଝିରେ ଜଳିଗା ମାଛଧରା ବୋଟ୍ । ଅଗ୍ନିକାଣ୍ଡ ପରେ ଟ୍ରଲର୍ଟି ବୁଡିଯାଇଛି । କିନ୍ତୁ ସୌଭାଗ୍ୟବଶଃ ସମସ୍ତ ମତ୍ସଜୀବୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।
ଖବର ଅନୁଯାୟୀ, ଧାମରା!-->!-->!-->…
ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ
ପୁରୀ ୦୬।୧୦: ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ, ଯାହା ବାଳଧୂପ ନାମରେ ପରିଚିତ। ସକାଳ!-->…
ଜଙ୍ଗଲରୁ ୨ଟି ହାତୀର ମୃତଦେହ ଠାବ
କୁଚିଣ୍ଡା ୦୬।୧୦ : ପୁଣି ୨ଟି ହାତୀର ମୃତଦେହ ଠାବ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ତିଲେଇମାଲ ପତ୍ରା ଜଙ୍ଗଲରୁ ମିଳିଛି ଦୁଇଟି ହାତୀର ମୃତଦେହ । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ବଡ଼ରମା ରେଞ୍ଜ ଭୂତେଲ ସେକ୍ସନ ତିଲେଇମାଲ ନିକଟରେ ଗୋଟିଏ ଦନ୍ତା ଓ!-->!-->!-->…
ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
ରାୟଗଡ଼ା ୦୬।୧୦ : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ!-->!-->!-->…
ଆଜି ମେଲାଣି ନେବେ ମା, ବିଭିନ୍ନ ସ୍ଥାନରେ ଜୋରଦାର ପ୍ରସ୍ତୁତି
ଭୁବନେଶ୍ୱର ୦୬।୧୦: ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି ।
ତେବେ ବିସର୍ଜନ ପାଇଁ!-->!-->!-->…