Browsing Category

ଓଡିଶା

AIIMS କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ଗୁଳିମାଡ଼ ହୋଇଛି। ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି

ଗଞ୍ଜାମ ଜିଲ୍ଲା ରେ ଉଚ୍ଚତମ ନ୍ୟାୟାଳୟ ଓ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଧେଶ କୁ ଫୁ..! ଜଳା ଶୟ ଉପରେ ବେଧଡ଼କ ଗୃହନିର୍ମାଣ….!

କୋମାରେ ଜିଲ୍ଲା ପ୍ରଶାସନ ଓ ରାଜସ୍ବ ବିଭାଗ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ କୁକୁଡାଖଣ୍ଡି ଅଞ୍ଚଳରେ ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଧେଶ ନାମକୁ ଅମାନ୍ୟ କରି ବିଭିନ୍ନ ସ୍ଥାନରେ ଥିବା ଜଳାଶୟ ଉପରେ ସ୍ଥାୟୀ ଗୃହ ନିର୍ମାଣ ହେଉଥିବା ଅଭିଯୋଗ ହେଉଛି। ଜଳାଶୟ ଉପରେ ସମ୍ପୂର୍ଣ

ଏବିଭିପିର ମମତାଙ୍କ କୁଶପୁତ୍ତଳିକା ଦାହ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର ଦୃଢ଼ ପ୍ରତିବାଦ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପିର ଭୁବନେଶ୍ୱର ଶାଖା ତରଫରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ସଂଗଠନ ପକ୍ଷରୁ

ଗଳାକାଟି ହତ୍ୟା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ

ରେଙ୍ଗାଲିକ୍ୟାମ୍ପ: ଜଣେ ବ୍ୟକ୍ତିଙ୍କ ଗଳାକାଟି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ। ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚକୁଳି ଫାର୍ମ ସତୀଜୋର ନୂନେଇଗୁଡ଼ି ନିକଟ ୫୩ ନମ୍ବର ମୁଖ୍ୟ ଜାତୀୟ ରାଜପଥ

ନୂଆପଡାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି: ଭକ୍ତ

ନୂଆପଡ଼ା: ନୂଆପଡ଼ାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି। ଏଥର ତ୍ରିକୋଣୀୟ ଲଢ଼େଇ ହେବ ନାହିଁ। କଂଗ୍ରେସ ହାତକୁ ଏହି ଆସନ ଯିବ। ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ନୂଆପଡ଼ାରେ କଂଗ୍ରେସ ପାର୍ଥୀ ଘାସିରାମ

ଡାକ୍ତରଖାନାରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ

ଅନୁଗୋଳ: ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ। ହିଙ୍ଗୁଳା ଖଣି ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀମାନେ ମୃତଦେହ ଧରି ପଳାଇଥିଲେ। ମୃତକ

କାଠଯୋଡ଼ିରେ ବୁଡ଼ିଗଲେ ୨ ନାବାଳକ

କଟକ : କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ନାବାଳକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। କୂଳସରିଚୁଆଁ ନିକଟ କାଠଯୋଡ଼ି ନଦୀରେ ରବିବାର ଏହି ଅଘଟଣ ଘଟିଛି। ନାବାଳକ ଦ୍ଵୟ ନଦୀରେ ଗାଧୋଇବା ସମୟରେ ଭାସିଯାଇଥିଲେ। ଉଭୟଙ୍କ ଘର ସ୍ଥାନୀୟ ବସ୍ତକୁଣ୍ଡଳ ଗ୍ରାମରେ। ଅଗ୍ନିଶମ ବାହିନୀ ନାବାଳକମାନଙ୍କୁ

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଅପରାଜିତା

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ଅପରାଜିତା । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ତାଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଅପରାଜିତା କହିଛନ୍ତି, ନବୀନଙ୍କୁ ଭେଟି ବହୁତ ଖୁସି

ଓଡ଼ିଶାରୁ ଫେରିଯିବ ମୌସୁମୀ, ୧୫ ତାରିଖରୁ ପଡ଼ିବ ଶୀତ !

ଭୁବନେଶ୍ୱର : ଓଡ଼ିଶାରୁ ଫେରିଯିବ ମୌସୁମୀ । ଓଡ଼ିଶାରୁ ଦୁଇ ତିନି ଦିନ ଭିତରେ ମୌସୁମୀ ଲେଉଟିବା ଆରମ୍ଭ ହେବ । ମୌସୁମୀ ଲେଉଟାଣି ପାଇଁ ପାଗ ଅନୁକୁଳ ରହିଛି । ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶାକୁ ଛାଡିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ । ଅନ୍ୟପଟେ ଦକ୍ଷିଣ

ନଦୀରେ ଭାସିଗଲେ ଛାତ୍ର

ବାଲିଗୁଡା : ନଦୀରେ ଭାସିଗଲେ ସ୍କୁଲ ଛାତ୍ର । କନ୍ଧମାଳ ଜିଲ୍ଲା କ. ନୂଆଗାଁ ବ୍ଲକ ବାଦୁବାଡ଼ି ନିକଟରେ କାଳିପେନୁ ନଦୀରେ ଜଣେ ଛାତ୍ର ଭାସିଯାଇଛନ୍ତି ।  ଭୋଜି କରିବାକୁ ଆସି ନଦୀରୁ ପାଣି ଆଣିବାକୁ ଯାଇଥିବା ସମୟରେ ଅଘଟଣ ଘଟିଛି ।  ନିଖୋଜ ଜଣକ ହେଲେ ରାଇକିଆ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ