Browsing Category

ଓଡିଶା

ଏଟିଏମରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଢେଙ୍କାନାଳ ୦୩/୧୦: ଆଗରେ ଲାଗିଛି ସିସିଟିଭି । ଆଉ ତାଲା ବି ଝୁଲୁଛି । ମାତ୍ର ପଛ ପଟ ମେଲା କରି ଲୁଟେରା ଲୁଟିନେଲେ ଟଙ୍କା । ଏପରିସ୍ଥିତି ଉପୁଜିଛି ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ ଶ୍ରୀରାମଚନ୍ଦ୍ର ପୁର ଛକରେ । ଶ୍ରୀରାମଚନ୍ଦ୍ରପୁର ଡାକ୍ତରଖାନା ସମ୍ମୁଖରେ ଥିବା ଷ୍ଟେଟ…

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର ୦୩।୧୦ : ଘୋଷଣା ହେଲା ଉପନିର୍ବାଚନ ତାରିଖ। ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, କିଛି ଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଉପନିର୍ବାଚନ ନେଇ…

ଅସୁସ୍ଥ ଦନ୍ତାର ମୃତ୍ୟୁ, ଦୀର୍ଘଦିନ ଧରି ଜଙ୍ଗଲରେ ଚାଲିଥିଲା ଚିକିତ୍ସା

ବାରିପଦା ୦୩/୧୦: ଆଖି ବୁଜିଲା ଦନ୍ତା । ବାରିପଦା ବନଖଣ୍ଡ ଅଧିନସ୍ଥ କେ.ସି ପୁର ଜଙ୍ଗଲରେ ଆଘାତ ପ୍ରାପ୍ତ ଗୋଡର ଅପରେସନ୍ ପରେ ଜଙ୍ଗଲରେ ଛଡାଯାଇଥିବା ଦନ୍ତା ହାତୀଟିର ମୃତ୍ୟୁ ହୋଇଛି । ବହୁଦିନରୁ ହାତୀଟି ଶିକାରୀ ଫାଶ ଦ୍ୱାରା ଗୋଡରେ ଆଘାତ ପାଇ କଷ୍ଟ ପାଉଥିଲା । ଗତକାଲି ଭୁବନେଶ୍ୱରରୁ…

ଓଲଟିଲା ଇ-କମର୍ସ ଟ୍ରକ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି ୦୩।୧୦ : ଓଲଟିଲା ଇ-କମର୍ସ ଟ୍ରକ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଡଙ୍ଗେରୀ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ କମ୍ପାନୀର କର୍ମଚାରୀ ଓ ସ୍ଥାନୀୟଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର ଅନୁଯାୟୀ,…

ଦୁର୍ଗାପୂଜା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୩/୧୦: ଧରବାତରଣ କରିଛନ୍ତି ଜଗତଜନନୀ ମାଆ ମହିଷାମର୍ଦ୍ଦିନୀ । ସାରା ରାଜ୍ୟରେ ଧୂମଧାମରେ ପାଳନ କରାଯାଉଛି ମାଆଙ୍କ ପୂଜା ଆରାଧନା । ଦୁଇବର୍ଷର କରୋନା କଟକଣା ପରେ ଏ ବର୍ଷ ରାଜ୍ୟବାସୀ ଦଶହରାକୁ ବୁଲାବୁଲିର ମଜା ନେଉଛନ୍ତି । ତେବେ ଏହି ଅବସରରେ ଦୁର୍ଗାପୂଜା ପାଇଁ…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୩।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ଆଜି ପୀଠରେ ମହାନବମୀ ପୂଜା, ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ ମାଆ ଦୁର୍ଗା

ଭୁବନେଶ୍ୱର ୦୩/୧୦: ଦୁର୍ଗତୀନାଶିନୀ ମାଆ ଦୁର୍ଗାଙ୍କ ପୂଜା ପାଇଁ ଚାରିଆଡେ ଉତ୍ସବର ମାହୋଲ । ସାଜସଜ୍ଜା ସାଙ୍ଗକୁ ମନ୍ତ୍ରଧ୍ବନିରେ କମ୍ପୁଛି ପୁରା ପରିବେଶ । ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମଣ୍ଡପରେ ମାଆଙ୍କର ଅଷ୍ଟମୀ ପୂଜା କରାଯାଉଛି । ଅଷ୍ଟମୀରେ ମାଆଙ୍କର ସନ୍ଧି ପୂଜା କରାଯାଏ…

ମା ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

କଳାହାଣ୍ଡି ୦୩/୧୦: କଳାହାଣ୍ଡିରେ ଶାରଦୀୟ ଦଶହରା କହିଲେ ଇଷ୍ଟଦେବୀ ମା ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା କୁ ହିଁ ବୁଝାଇଥାଏ । ଭବାନୀପାଟଣା ରେ ଅବସ୍ଥିତ ମାଣିକେଶ୍ୱରୀଙ୍କ ପୀଠରେ ବୈଦିକ ରୀତି ରେ ଷୋଡଶ ଉପଚାରରେ ପୂଜାର୍ଚ୍ଚନା ସହିତ ଆଦିବାସୀ ସଂସ୍କୃତି ର ମିଶ୍ରଣରେ ବିଶେଷ…

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ

ବରଗଡ଼ ୦୩।୧୦: ପଦ୍ମପୁର ବିଧାୟକଙ୍କ ପରଲୋକ । ବରଗଡ଼ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ । ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ…

ଗାନ୍ଧୀ ଜୟନ୍ତୀ ପାଳିତ : ଯୋଗ ଦେଲେ ଛତିଶଗଡ଼ ର ଶିଳ୍ପ ଓ ଅବକାରୀ ବିଭାଗ ମନ୍ତ୍ରୀ କବାସୀ ଲକ୍ଷ୍ମା…

ମାଲକାନଗିରି :ମାଲକାନଗିରି ଜିଲ୍ଲା କଂଗ୍ରେସ ଦଳ ତରଫରୁ ଗାନ୍ଧୀ ଜୟନ୍ତୀ ପାଳିତ । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ସମସ୍ତ କଂଗ୍ରେସ କର୍ମୀ ଉପସ୍ଥିତ ଥିବା ସହ ଛତିଶଗଡ଼ ର ଇଣ୍ଡରଷ୍ଟ୍ରିଆଲ ଓ ଅବକାରୀ ବିଭାଗ ମନ୍ତ୍ରୀ କବାସୀ ଲକ୍ଷ୍ମା ଯୋଗ ଦେଇଥିଲେ । ପ୍ରଥମେ ଗାନ୍ଧିଜୀଙ୍କ…