Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସିଂହବାହିନୀ ବେଶରେ ଦର୍ଶନ ଦେଉଛନ୍ତି କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳା
କାକଟପୁର: କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ପୀଠରେ ଶାରଦୀୟ ପୂଜା । ମୂଳାଷ୍ଠମୀରୁ ମହାଷ୍ଟମୀ ପଯ୍ୟର୍ନ୍ତ ସ୍ୱତନ୍ତ୍ର ରୀତିନୀତିରେ ଷୋଡ଼ଶ ଉପଚାରରେ ଚାଲିଛି ମା’ଙ୍କ ପୂଜା । ଯାହାକୁ ନେଇ ଉତ୍ସବମୁଖର କାକଟପୁରର ମା’ ମଙ୍ଗଳାଙ୍କ ମନ୍ଦିର ।
ସପ୍ତମୀ ତିଥିରେ!-->!-->!-->…
କିଟ୍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ; ବିକାଶର ମୂଳ ସମ୍ବଳ ଜ୍ଞାନ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦେଶରେ ସାମାଜିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ ବୋଲି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଶନିବାର କିଟ୍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ ଶ୍ରୀ ପଟ୍ଟନାୟକ କହିଲେ, ଜ୍ଞାନ ବିପ୍ଳବ!-->…
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ପୀଠରେ ଚାଲିଛି ମହାଷ୍ଟମୀ ପୂଜା
ଯାଜପୁର: ସବୁଠି ଚାଲିଛି ମା’ଙ୍କ ଆବାହନ । ମଣ୍ଡପରେ ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ପୀଠେ ମହାଷ୍ଟମୀ ପୂଜା ଚାଲିଛି । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ପୀଠରେ ଚାଲିଛି ମା’ଙ୍କ ମହାଷ୍ଟମୀ ପୂଜା । ଏଥିପାଇଁ ମା’ଙ୍କ ପାଦ ସ୍ପର୍ଶ ଓ ମୁଖ ଦର୍ଶନ କରିବା ପାଇଁ ଆଜି!-->…
ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଲିଉଡ୍ ସିନେ ପ୍ରଯୋଜକ ଅକ୍ଷୟ ପରିଜା
କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଲିଉଡ୍ ସିନେ ପ୍ରଯୋଜକ ଅକ୍ଷୟ ପରିଜା । ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି । ତାଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ । ସୋସିଆଲ ମିଡିଆରେ ଯୌନ ନିର୍ଯାତନା ଦେଉଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । କିନ୍ତୁ ଯୁବତୀ ଥାନାରେ!-->…
ଆଜିଠାରୁ ବିଜେଡିର ଜନସମ୍ପର୍କ ଯାତ୍ରା
ଭୁବନେଶ୍ୱର:ଆଜିଠାରୁ ବିଜେଡିର ଜନସମ୍ପର୍କ ଯାତ୍ରା । ରାଜ୍ୟ ସରକାରଙ୍କ ସଫଳତା ବାର୍ତ୍ତା ନେଇ ଲୋକଙ୍କ ପାଖରେ ପହଞ୍ଚିବ ଦଳ । ଆଜି ଗାନ୍ଧି ଜୟନ୍ତୀଠାରୁ ବିଜେଡି ପଦଯାତ୍ରାର ଶୁଭାରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାସେ ଧରି ଚାଲିବ ପଦଯାତ୍ରା । କରୋନା ଯୋଗୁ ଦୁଇ ବର୍ଷ!-->…
ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଗୋଟିଏ ଘୂର୍ଣ୍ଣିବଳୟ ମ୍ୟାନମାର ଉପରେ ଅବସ୍ଥିତ ରହିଛି । ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତରପୂର୍ବ ଓ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ!-->…
ନୟାପଲ୍ଲୀରୁ ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: ପୁଣି ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଏକ ଘରୁ ମୃତଦେହ ଉଦ୍ଧାର ହୋଇଛି। ଯୁବତୀ ଜଣକ ହେଲେ କଳ୍ପନା ବାରିକ। ସେ ଢେଙ୍କାନାଳର ହୋଇଥିବା ବେଳେ ୨ ବର୍ଷ ହେଲା ଭୁବନେଶ୍ୱରରେ ରହୁଥିଲେ । ଏକ NGO ସଂସ୍ଥାରେ କେୟାରଟେକର ଭାବେ କାମ କରନ୍ତି!-->…
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ମୋକିମ୍
କଟକ ୦୨।୧୦: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ । ORHDC ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍!-->…
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୦୨।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କଟକ ୦୨। ୧୦ : ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା । ଶେଷରେ ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ରବିବାର ସକାଳୁ କଟକ ସ୍ଥିତ ଶାଶୂ ଘର ଛାଡିଛନ୍ତି ଅଭିନେତ୍ରୀ ବର୍ଷା । କୋର୍ଟଙ୍କ ନିର୍ଦ୍ଦେଶ ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି ।
ଖବର ଅନୁଯାୟୀ, ଅକ୍ଟୋବର ୩୦!-->!-->!-->…