Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୀଠରେ ଆଜି ମହାଅଷ୍ଟମୀ ପୂଜା, ମଣ୍ଡପରେ ମହାସପ୍ତମୀ
ଜଗତସିଂହପୁର ୦୨।୧୦ : ରବିବାର ବିଭିନ୍ନ ଶକ୍ତି ପୀଠରେ ପାଳିତ ହେଉଛି ପବିତ୍ର ମହାଷ୍ଟମୀ । ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଷୋଳ ପାର୍ବଣର ଆଜି ଅନ୍ତିମ ଦିବସ । ସେହିପରି ଭାବରେ ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠରେ ପାଳିତ ହୋଉଛି ମହାଷ୍ଟମୀ ।
ତେବେ ଆଜି ମା’!-->!-->!-->…
ଚେକିଂ ବେଳେ କାର୍ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
ଲମତାପୁଟ ୦୨।୧୦ : ପୋଲିସକୁ ପୁଣି ସଫଳତା । କାର୍ରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରାଚାଲାଣ ବେଳେ ୩ ଜଣଙ୍କୁ ମାଡ଼ିବସିଲା ପୋଲିସ।
ବିଶେଷ ସୂତ୍ରରୁ ଖବର ପାଇ ମାଛକୁଣ୍ଡ ପୋଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ଯଲାପୁଟ!-->!-->!-->…
ରାଜଧାନୀର ବିଭିନ୍ନ ବାର୍ରେ ରେଡ୍
ଭୁବନେଶ୍ୱର ୦୨।୧୦ : ପାର୍ବଣ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା କଟକଣା ଜାରି କରାଯାଇଥିଲେ ମଧ୍ୟ ରାଜଧାନୀର କିଛି ବାର୍ ଏହାକୁ ଉଲ୍ଲଂଘନ କରୁଥିବାର ଦେଖିବାକୁ ମିଳିଛି। ସବୁଦିନିଆ ଚେକିଂ ପରେ ମଧ୍ୟ ବାଟକୁ ଆସୁନାହାନ୍ତି ବାର୍ ମାଲିକ। ରାତି ୧୨ଟାପରେ ବାର୍ ଚେକିଂରେ ପୋଲିସ ନକେଦାମ।!-->…
କେନ୍ଦ୍ରରୁ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ଜାରି ରହିବ ଟୀକାକରଣ- ବିଜୟ ପାଣିଗ୍ରାହୀ
ଭୁବନେଶ୍ୱର ୦୧।୧୦ : ଡେଡଲାଇନ ସରିଥିଲେ ବି ଦିଆଯିବ ମାଗଣା ଟୀକା । ଜୁଲାଇ ୧୫ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦ରେ ଶେଷ ହୋଇଥିବା ବି ଆଗକୁ ଚାଲିଛି ବୁଷ୍ଟର ଟୀକାକରଣ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ,!-->!-->!-->…
ବଗଳାମୁଖି ବେଶରେ ଦର୍ଶନ ଦେଉଛନ୍ତି ମାଆ କଟକ ଚଣ୍ଡୀ
କଟକ: ଆଜି ମହାଷଷ୍ଠୀ। ଜଗତଜନନୀ ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ଧରାପୃଷ୍ଠ। ଦୁଇ ବର୍ଷ ପରେ ଜାକଜମକରେ ମାଆଙ୍କ ପୂଜା ଆୟୋଜନ ହେଉଥିବାରୁ ସବୁଠି ଉତ୍ସାହର ପରିବେଶ। ଆଜି ବିଭିନ୍ନ ଶକ୍ତି ପୀଠରେ ମାଆଙ୍କ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ଷଷ୍ଠୀ ପୂଜା ହେଉଛି। ସଂନ୍ଧ୍ୟାରେ!-->…
ଆଜି ଠାରୁ ୪୭ ଟ୍ରେନ୍ ସମୟରେ ପରିବର୍ତ୍ତନ
ଭୁବନେଶ୍ବର : ଅକ୍ଟୋବର ପହିଲା(ଶନିବାର)ଠାରୁ ପୂର୍ବତଟ ରେଳପଥ ପକ୍ଷରୁ ୪୭ଟି ଟ୍ରେନ୍ ସମୟରେ ପରିବର୍ତ୍ତନ କରାଯାଇଛି। ଟ୍ରେନ୍ ଉତ୍ପତ୍ତି ଷ୍ଟେସନ୍(ଛାଡ଼ୁଥିବା ମୂଳ ଷ୍ଟେସନ୍)ରେ ପୂର୍ବ ନିର୍ଦ୍ଧାରିତ ସମୟରେ ପରିବର୍ତ୍ତନ ହୋଇଛି। ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ସମୟ ପରିବର୍ତ୍ତନ ହୋଇଥିବା!-->…
ହାଇକୋର୍ଟରେ ଅକ୍ଟୋବର ୧ରୁ ପୂଜା ଅବକାଶ
କଟକ : ଓଡିଶା ହାଇକୋର୍ଟରେ ଦୁର୍ଗାପୂଜା ଅବକାଶ ଆରମ୍ଭ ହୋଇଛି। ଅକ୍ଟୋବର ୧ରୁ ପୂଜା ଅବକାଶ ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୧୦ରେ କୋର୍ଟ ଖୋଲିବ। ଦୁର୍ଗାପୂଜା ଅବକାଶ ସମୟରେ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀ ଅବକାଶକାଳୀନ ବିଚାରପତି ରହିବେ। ଅକ୍ଟୋବର ୧, ୬ ଓ ୭ ତାରିଖରେ ହାଇକୋର୍ଟ!-->…
ଧାନ ସଂଗ୍ରହ ଲକ୍ଷ୍ୟ ଅପରିବର୍ତ୍ତିତ : ୭୧ ଲକ୍ଷ ଟନ୍ ଧାନ ସଂଗ୍ରହ କରିବେ ସରକାର
ଭୁବନେଶ୍ବର : ୨୦୨୨-୨୩ ଖରିଫ୍ ବିପଣନ ବର୍ଷରେ ରାଜ୍ୟ ସରକାର ୪୮ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବା ୭୧ ଲକ୍ଷ ଟନ୍ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିରୁ ୫୭ଲକ୍ଷ ଟନ୍ ଧାନ ଖରିଫ୍ରେ ଓ ୧୪ଲକ୍ଷ ଟନ୍ ରବି ଋତୁରେ ସଂଗ୍ରହ କରାଯିବ। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ପଞ୍ଜିକୃତ ଚାଷୀ!-->…
ପୋଲାଭରମ ବିବାଦ: ଅକ୍ଟୋବର ୭ରେ ପରବର୍ତ୍ତୀ ବୈଠକ
ନୂଆଦିଲ୍ଲୀ : ଗୋଦାବରୀ ନଦୀରେ ପୋଲାଭରମ ଜଳସେଚନ ପ୍ରକଳ୍ପ ନିର୍ମାଣକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘ ଦିନରୁ ଲାଗିରହିଥିବା ବିବାଦର ଆପୋସ ସମାଧାନ ଲାଗି ଗତକାଲି କେନ୍ଦ୍ର ଜଳସଂପଦ ସଚିବ ପଙ୍କଜ କୁମାର ବୈଠକ ଡାକିଥିଲେ। ସ୍ଥାନୀୟ ଶ୍ରମଶକ୍ତି ଭବନ!-->…
ସୋସିଆଲ୍ ମିଡିଆରେ ଫେକ୍ ଆକାଉଣ୍ଟ ଖୋଲିବା ସାଇବର ଅପରାଧ
ବଢୁଥିବା ସାଇବର ଅପରାଧକୁ ଦେଖି ଚେତାଇଲା ଓଡିଶା ପୁଲିସ। ଫେସବୁକ, ଟୁଇଟର ଏବଂ ଇନଷ୍ଟାଗ୍ରାମ ଭଳି ଫ୍ଲାଟଫର୍ମରେ ଫେକ୍ ଆଇଡି କରି କିମ୍ବା ଅନ୍ୟ କାହାର ଫଟୋ ଆଣି ଫେସବୁକ ପ୍ରୋଫାଇଲରେ ରଖି ସଂଚାଳନ କରିବାକୁ ଅପରାଧ ବୋଲି କହିଛି ଓଡିଶା ପୋଲିସ।
ଓଡ଼ିଶା ପୁଲିସ ଟ୍ୱିଟ କରି ହିଛି ଯେ ଫେକ୍!-->!-->!-->…