Browsing Category

ଓଡିଶା

EEVE ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ: ବ୍ୟାଟେରୀ ଚାଳିତ ଗାଡି EEVE ର ମ୍ୟାନୁଫ୍ୟାକଚରିଂ ୟୁନିଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ବଡ଼ଚଣା ଠାରେ ଥିବା ଇଭିଇ ବିଦ୍ୟୁତ ସ୍କୁଟି ମ୍ୟାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀର…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୧।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୧/୧୦: କରୋନା ଡର କମିଛି । ଦୀର୍ଘ ୨ ବର୍ଷ ପରେ ଦଶହରା ଉତ୍ସବ ପାଳନ ପାଇଁ ସବୁ ଅପେକ୍ଷା କରିଛନ୍ତି । କିନ୍ତୁ, ସବୁ ଆଶା ଓ ଉତ୍ସାହକୁ ପାଣିଚିଆ କରିଦେବ ପାଣିପାଗ । ବର୍ଷା ପ୍ରତିଦିନ ହେଉଛି । ଆଗକୁ ଆହୁରି ବଢ଼ିବ । ଏମିତିକି ଆସନ୍ତା ନବମୀ ଓ ଦଶମୀ ଦିନ ପ୍ରବଳ ବର୍ଷା…

ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ

ସାନଖେମୁଣ୍ଡି ୦୧/୧୦: ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ପୋଲିସ ୧୧ ମାମଲାରେ ଜବତ ଗଞ୍ଜେଇକୁ ପୋଡ଼ି ନଷ୍ଟ କଲା । ଜିଲ୍ଲା କୋର୍ଟର ନିର୍ଦ୍ଦେଶକ୍ରମେ ପାଟପୁର ଥାନା ପୋଲିସ ପକ୍ଷରୁ ପୂର୍ବରୁ ବେଆଇନ ଭାବେ ୧୦ କ୍ୱିଣ୍ଟାଲରୁ କମ ଓଜନର ବହୁ ମାମଲାରେ ଜବତ ହୋଇଥିବା ଗଞ୍ଜେଇକୁ ପୋଡ଼ି ନଷ୍ଟ…

ମା’ ଶାରଳାଙ୍କ ପୀଠରେ ମହା ସପ୍ତମୀ ପୂଜା

ଜଗତସିଂହପୁର: ଆଜି ମା’ ଶାରଳାଙ୍କ ପୀଠରେ ମହା ସପ୍ତମୀ ପୂଜା। ଏଥିପାଇଁ ଚଳଚଞ୍ଚଳ ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠ। ଚଣ୍ଡୀ ପାଠ, ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ପାର୍ବଣ ପୂଜା…

ବ୍ରହ୍ମପୁର ଆଇଜର୍‌ ନିର୍ଦ୍ଦେଶକଙ୍କ ହୃଦ୍‌ଘାତରେ ପରଲୋକ…

ବ୍ରହ୍ମପୁର: ବ୍ରହ୍ମପୁର ଆଇଜର୍‌ (ଇଣ୍ଡିଆନ ଇଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ ରିସର୍ଚ୍ଚ)ର ନିର୍ଦ୍ଦେଶକ ପ୍ରଫେସର କେ. ଭେଙ୍କଟ ରମଣ ଚାରୀ(୬୮)ଙ୍କ ହୃଦ୍‌ଘାତରେ ବିୟୋଗ ଘଟିଛି। ପ୍ରଫେସର ଚାରୀ ୟୁଏସ୍‌ଏରେ ରହୁଥିବା ତାଙ୍କ ପୁଅ ଘରକୁ ଯାଇଥିଲେ। ଆଜି ଅପରାହ୍‌ଣ ପ୍ରାୟ ୩ଟା ୧୫…

ସଡ଼କ ଦୁର୍ଘଟଣାରେ ଆହତଙ୍କୁ ସହାୟତା ପ୍ରଦାନ କରୁଥିବା ବ୍ୟକ୍ତିଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରସ୍କୃତ କରାଯାଉଛି:…

ଭୁବନେଶ୍ୱର: ସୁରକ୍ଷିତ ଯାତ୍ରା ନେଇ ରାଜ୍ୟ ପରିବହନ ବିଭାଗ, ଓ ସୋସାଇଟି ଅଫ ଅଟୋମୋଟିଭ ଫିଟନେସ ଆଣ୍ଡ ଏନଭର୍ଣ୍ଣମେଣ୍ଟ ପକ୍ଷରୁ କର୍ମଶାଳା ଅନୁଷ୍ଠିତ ହୋଇଛି। ସଡ଼କ ସୁରକ୍ଷା ଏବଂ ପରିବେଶର ପ୍ରାଥମିକତା ସହ ସୁରକ୍ଷିତ ଯାତ୍ରା ଉପରେ ହୋଇଛି ଆଲୋଚନା। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ…

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ମାରିଲା ସ୍ୱାମୀ

ରାୟଗଡା ୩୦/୦୯: ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଶଙ୍କରଡା ପଞ୍ଚାୟତ ଚଣାପୁକେଲରେ ଅଭାବନୀୟ ଘଟଣା । ଗାଁର କୃଷ୍ଣ ମାଝି ନିଜ ସ୍ତ୍ରୀ ହାକ ମାଝିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । କୃଷ୍ଣ ମାଝିଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ କୃଷ୍ଣ ମାଝି ପୁଣିଥରେ ଦ୍ୱିତୀୟ ବିବାହ କରିଥିଲା ।…

ରାଜ୍ୟରୁ ବିଜେଡି ହଟିଲେ, ଓଡ଼ିଶାର ହେବ ବିକାଶ; ଜେପି ନଡ୍ଡା

ଭୁବନେଶ୍ୱର: ସରଗରମ ରହିଛି ରାଜ୍ୟ ରାଜନୀତି । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ତଥା ବିଜେଡି, ବିଜେପି ଓ କଂଗ୍ରେସ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ରଣନୀତି ପ୍ରସ୍ତୁତ କଲେଣି । ଗତ କିଛିଦିନ ହେବ ରାଜ୍ୟକୁ କେନ୍ଦ୍ର ମନ୍ତ୍ରୀଙ୍କ ଘନଘନ ଗସ୍ତପରେ ଗତକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ…

ଅଡୁଆରେ ଓଲିଉଡ୍‌ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା: ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଜଣେ ଯୁବତୀ

ଭୁବନେଶ୍ୱର: ଅଡୁଆରେ ଓଲିଉଡ୍‌ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା । ତାଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ । ସେ ଅଭିଯୋଗ କରିଛନ୍ତି, ବର୍ଷେ ହେଲା ଜୋର ଜବରଦସ୍ତି ଶାରୀରିକ ସମ୍ପର୍କ ରଖୁଥିଲେ । ଅଶ୍ଳୀଳ ଫଟୋ ରଖି ବ୍ଲାକମେଲ୍‌ କରୁଛନ୍ତି ।…