Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପଦ୍ମପୁର ଉପନିର୍ବାଚନ, ପ୍ରଦୀପ ପୁରୋହିତ ହେଲେ ବିଜେପିର ବିଧାୟକ ପ୍ରାର୍ଥୀ
ଭୁବନେଶ୍ୱର ୧୨।୧ : ପଦ୍ମପୁର ଉପନିର୍ବାଚନରେ ବିଜେପିର ପ୍ରାର୍ଥୀ ଘୋଷଣା । ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ହେଲେ ପ୍ରାର୍ଥୀ । ଏନେଇ ବିଦ୍ଧିବଧ ଭାବେ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ କମିଟି । ଡିସେମ୍ବର ୫ରେ ହେବାକୁ ଥିବା ପଦ୍ମପୁର!-->…
ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ସ୍ୱାମୀଙ୍କ ନାଁରେ ହତ୍ୟା ଅଭିଯୋଗ
ବାରିପଦା ୧୨।୧୧ : ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ । ସ୍ୱାମୀ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ । ବାରିପଦା ଟାଉନ୍ ଥାନା ହାଉସ୍କୁଲ ପାଖ ଓ୍ୱାର୍ଡ ନଂ ୪ରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ମୃତ ମହିଳା ସସ୍ମିତ ଜେନା ଓ ସ୍ୱାମୀ!-->!-->!-->…
ପାଟଣା ରେଞ୍ଜରେ ହାତୀପଲଙ୍କ ଉପଦ୍ରବ
ପାଟଣା ୧୨/୧୧: କେନ୍ଦୁଝର ପାଟଣା ରେଞ୍ଜରେ ମାତିଛନ୍ତି ହାତିପଲ । ମଲ୍ଲିପଶି ବିଟ୍ ଅଞ୍ଚଳରେ ୨୪ ଟିକିଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି । ବିଳମ୍ବିତ ରାତିରେ ହାତୀପଲ ମୁଷାଖୋରୀ ଗାଁ କାଶିଆ ସାହିରେ ୩ଟି ଘର ଭାଙ୍ଗି ଦେଇଛନ୍ତି ।
ଫଳରେ ଘର ଭିତରେ ଥିବା ଲୋକେ ଅଳ୍ପକେ ବର୍ତ୍ତି!-->!-->!-->…
ପଦ୍ମ ପୋଖରୀରେ ବୁଡ଼ି ମହିଳାଙ୍କ ମୃତ
କାମାକ୍ଷାନଗର ୧୨।୧୧: ପୋଖରୀରେ ବୁଡ଼ି ମହିଳାଙ୍କ ମୃତ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଦ୍ମ ପୋଖରୀ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତ ମହିଳାଙ୍କ ନାମ ରାଧା ଦେହୁରୀ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଶନିବାର ଭୋର ସମୟରେ ମହିଳା ଜଣକ ଘର ନିକଟରେ ଥିବା ପାଖ!-->!-->!-->…
ବିଭତ୍ସ ହତ୍ୟା : ମୁଣ୍ଡରୁ ଅଲଗା କରିଦେଲେ ଗଣ୍ଡି, ୨ଜଣ ଅଟକ
ଉଦଳା ୧୨।୧୧ : ଅତି ବିଭତ୍ସ ହତ୍ୟା । ମୁଣ୍ଡରୁ ଅଲଗା କରିଦେଲେ ଗଣ୍ଡି । ମୃତକଙ୍କ ନାମ ଗୁରୁବାରୀ ସିହଂ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ସାରଜମଡିହି ଗାଁରେ ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି ।
ଖବର ଅନୁଯାୟୀ, ଗୁରୁବାରୀ ସିଂ ଏବଂ ତାଙ୍କ ପରିବାର ଲୋକେ ଶୁକ୍ରବାର!-->!-->!-->…
ବାଲିଯାତ୍ରା ହେଲା ଶେଷ ଯାତ୍ରା, ସଡ଼କ ଦୁର୍ଘଟଣାରେ ଚାଲିଗଲେ ୨ସାଙ୍ଗ
ମହାକାଳପଡା ୧୨/୧୧: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ପାରାଦୀପରୁ ବାଲିଯାତ୍ରା ଦେଖି ଫେରୁଥିବା ବେଳେ ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି ।
!-->!-->!-->…
ଜମୁଛି ବାଲିଯାତ୍ରା: କିଣାବିକା ବୁଲାବୁଲି ସହ ଲେଜର ଲାଇଟ୍ ସୋ’ର ମଜା ନେଉଛନ୍ତି ଦର୍ଶକ
କଟକ, ୧୨/୧୧: ଚଳିତବର୍ଷ ବାଲିଯାତ୍ରାର ଶୁକ୍ରବାର ଦେଖିବାକୁ ମିଳିଥିଲା ସବୁଠାରୁ ବଡ ଭିଡ଼ । ଯାତ୍ରାର ଚତୁର୍ଥ ଦିନରେ ଆଜି ପ୍ରାୟ ୫ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହୋଇଛି । ଦିନରୁ ରାତି, ଉପରପଡ଼ିଆରୁ ତଳ ପଡ଼ିଆ ଜାମ୍ ରହିଲା । ଯେତିକି ବାହାରୁଥିଲେ ତା’ଠାରୁ ଢେର ଗୁଣରେ ଲୋକେ ପଶୁଥିଲେ ।!-->…
ଆହୁରି ଥରାଇବ ଶୀତ, ରାଜ୍ୟରେ ୪ ଡିଗ୍ରୀ ଖସିବ ତାପମାତ୍ରା
ଭୁବନେଶ୍ୱର ୧୨।୧୧ : ରାଜ୍ୟରେ ଆସନ୍ତା ୧୪ ତାରିଖ ସୋମବାରରୁ ଶୀତ ବଢ଼ିବ । ପାରଦ ପ୍ରାୟ ୩ରୁ ୪ ଡିଗ୍ରୀ ଖସିଯିବ। ଉପକୂଳରେ ଏବେ ଶୀତ କମ୍ ରହୁଛି । ଆଗକୁ ଉପକୂଳରେ ବି ଶୀତ ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।
ଶୁକ୍ରବାର ବୌଦ୍ଧ ଓ ଦାରିଙ୍ଗିବାଡ଼ି!-->!-->!-->…
ବିରଳ ପ୍ରଜାତିର କଇଁଛ ଉଦ୍ଧାର, ପଠାଗଲା ନନ୍ଦନକାନନ
ଯାଜପୁର ରୋଡ: ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ତରପଦା ଗ୍ରାମରୁ ଏକ ବିରଳ ପ୍ରଜାତିର କଇଁଛ ଉଦ୍ଧାର କରାଯାଇଛି। ଯାଜପୁର ରୋଡ ବନ ବିଭାଗ ଏହି ବିଶାଳ କଇଁଛକୁ ଉଦ୍ଧାର କରି ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ପଠାଇଥିବା ଜଣାପଡିଛି।
ସୂଚନା ମୁତାବକ ମଙ୍ଗଳପୁର ଥାନା ତରପଦା ଗ୍ରାମରେ ଏକ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ଡ୍ରାଇଭର ମହାସଂଘ
ଭୁବନେଶ୍ବର: ‘ଓଡ଼ିଶା ଡ୍ରାଇଭର ମହାସଂଘ’ର ଏକ ପ୍ରତିନିଧି ମଣ୍ଡଳୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୧୦ ଦଫା ସମ୍ବଳିତ ନିଜର ଦାବି ସଂପର୍କରେ ଜଣାଇଛନ୍ତି। ମହାସଂଘ ପକ୍ଷରୁ ପ୍ରାୟ ୩ ସପ୍ତାହ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ପରେ ନବୀନ ନିବାସରେ ପହଞ୍ଚି ଦାବି!-->…