Browsing Category

ଓଡିଶା

ମହାରାଷ୍ଟ୍ର ବ୍ୟାଙ୍କରୁ ଡ଼କାୟତି, ୫ କୋଟିର ସୁନା ଓ ୮ ଲକ୍ଷ ଟଙ୍କା ଲୁଟ୍

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ବଡ଼ବିଲ୍ ମହାରାଷ୍ଟ୍ର ବ୍ୟାଙ୍କରୁ ବଡ଼ ଧରଣର ଡ଼କାୟତି ।  ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା ଓ ସୁନା ଅଳଙ୍କାର ।  ୫ କୋଟିର ସୁନା ଓ ୮ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ ।  ୫ଟି ବାଇକ୍ ରେ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୫କୋଟି ଟଙ୍କାରୁ ଉର୍ଧ୍ବ ସୁନା ଓ ୮ ଲକ୍ଷ

ସଫେଇ ଟଙ୍କାକୁ ନେଇ ଗଣ୍ଡଗୋଳ, ୨ ଶିକ୍ଷୟିତ୍ରୀ ନିଲମ୍ବିତ

ସମ୍ବଲପୁର : ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ ।  ସମ୍ୱଲପୁର ଜିଲ୍ଲା ବୁର୍ଲା କିର୍ବା ଉଚ୍ଚ ପ୍ରାଥମିକ ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ମଧ୍ଯରେ ଗଣ୍ଡଗୋଳ ଘଟଣାରେ ଦୁଇ ଶିକ୍ଷୟିତ୍ରୀ ନିଲମ୍ବିତ  l   ଶିକ୍ଷୟିତ୍ରୀ ଦୁଇ ଜଣ ହେଲେ କସ୍ତୁରୀ ଜେନା ଓ ଶର୍ମିଷ୍ଠା ପଲେଇ  l  ଏହି ଦୁଇ ଶିକ୍ଷୟିତ୍ରୀ ଏକ

ଭିଡ଼ ନିୟନ୍ତ୍ରଣ ପାଇଁ ଭୁବନେଶ୍ୱରରୁ କନ୍ଦରପୁରକୁ ସଂଯୋଗ ହେବ ନୂଆ ରାସ୍ତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରୋଡ୍‌ ନେଟ୍‌ୱାର୍କକୁ ସୁଦୃଢ଼ କରି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସ୍ପଷ୍ଟ ଆଭିମୁଖ୍ୟ ରହିଛି । ଏହି ଲକ୍ଷ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ସହିତ ରାଜ୍ୟର ସବୁ

ଫାଟିଲା ଏଲପିଜି ଗ୍ୟାସ୍ ପାଇପଲାଇନ୍, ଲୋକେ ଆତଙ୍କିତ

କଟକ: କଟକର ସିଡିଏ ସେକ୍ଟର-୯ରେ ସୋମବାର ଦିନ ନିର୍ମାଣ କାର୍ଯ୍ୟ ସମୟରେ ଦୁର୍ଘଟଣାବଶତଃ ଗେଲ୍ (ଇଣ୍ଡିଆ) ଲିମିଟେଡ୍‌ର ଏକ ଏଲପିଜି ଗ୍ୟାସ୍ ପାଇପଲାଇନ୍ ଫାଟି ଯାଇଛି। ସୂଚନା ଅନୁଯାୟୀ, ସିଡିଏ ସେକ୍ଟର-୯ରେ ଚାଲିଥିବା ନିର୍ମାଣ କାର୍ଯ୍ୟ ପାଇଁ ଭାରୀ ଯନ୍ତ୍ରପାତି ବ୍ୟବହାର କରାଯାଉଥିବା ସମୟରେ

ବାରଙ୍ଗ ଗୁଳିକାଣ୍ଡ ଘଟଣା; ଡି-ବ୍ରଦର୍ସ ଗ୍ୟାଙ୍ଗ୍ ସଦସ୍ୟ ସମେତ ୧୦ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ଥାନା ଅଧୀନ ତ୍ରିଶୁଳିଆ ନିକଟରେ ରବିବାର ଅପରାହ୍ନରେ ଏକ ରିଅଲ୍ ଇଷ୍ଟେଟ୍ ବିବାଦକୁ ନେଇ ବିଲଡରଙ୍କ ଫାର୍ମରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ କଟକର କୁଖ୍ୟାତ ଡି-ବ୍ରଦର୍ସ ଗ୍ୟାଙ୍ଗ୍ ସହିତ ଜଡିତ ଜଣେ ଅଭିଯୁକ୍ତ ସଦସ୍ୟଙ୍କ ସମେତ ଦଶ ଜଣଙ୍କୁ ଗିରଫ

ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଜଗତସିଂହପୁରରେ ଗଡ଼ିଲା ବସ୍

ଜଗତସିଂହପୁର: ଜଗତସିଂହପୁରରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ। ପରିବହନ କମିସନରଙ୍କ ପ୍ରତିଶ୍ରୁତି ପରେ ଗଡ଼ିଲା ବସ୍। ମୁଖ୍ୟମନ୍ତ୍ରୀ ବସ୍ ସେବା ଚଳାଚଳକୁ ବିରୋଧ କରି ଚାଲିଥିବା ଆନ୍ଦୋଳନ ସ୍ଥଗିତ। ଆଜି ଜଗତସିଂହପୁର ଜିଲ୍ଲାପାଳଙ୍କ ସହ ହେବ ଆଲୋଚନା। ଲକ୍ଷ୍ମୀ ବସ୍

ମାଫିଆଙ୍କୁ ଚେତାବନୀ; ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି

ଭୁବନେଶ୍ୱର: ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ କରୁଛନ୍ତି, ସେମାନଙ୍କ ବିରୋଧରେ କେବଳ ପୋଲିସ ନୁହେଁ, ବରଂ

ବ୍ଳକ୍ ଅଫିସରେ ପଶି ବିଡିଓଙ୍କୁ ଆକ୍ରମଣ, ପ୍ରତିବାଦରେ ବ୍ଳକ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ନୂଆପଡା: ନୂଆପଡା BDO ରୋହିତ ଭୋଇଙ୍କୁ ଆକ୍ରମଣ । ବ୍ଳକ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ ।  ନୂଆପଡ଼ା ପୋଲିସରେ ଅଭିଯୋଗ କରିଛନ୍ତି ନୂଆପଡ଼ା ବିଡିଓ ରୋହିତ ଭୋଇ । ଭଇସାଟାଲ ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ତାଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।  ପଞ୍ଚାୟତ ଗୃହ କେଉଁଠି ନିର୍ମାଣ

ଗଞ୍ଜାମ ଜିଲ୍ଲାରେ ଇଡ଼ିର ଚଢ଼ାଉ ରହସ୍ୟ ଘେରରେ ..!

ମାଫିଆ ମାନଙ୍କ ଉପରେ ଇଡି ଚଢ଼ାଉ ହେଲା ସତ କିନ୍ତୁ କାହା ପାଖରୁ କଣ ବାହାରିଲା ସ୍ପଷ୍ଟ ହେବ କେବେ….??ଭୁବନେଶ୍ୱର:ଗଞ୍ଜାମ ଜିଲ୍ଲାରେ ଶୁକ୍ରବାର ଦିନ ଇଡ଼ି ଚଢ଼ାଉ ପରେ ଜିଲ୍ଲା ରେ କୋକୁଆ ଭୟ ସୃଷ୍ଟି ହେଲା। ଇଡ଼ି ପକ୍ଷରୁ ଚଢ଼ାଉ ପରେ ଯେଉଁ ତଥ୍ୟ ପ୍ରେସ ରିଲଜ ଭାବେ ଦିଆଗଲା ତାହା ସ୍ପଷ୍ଟ

ରାଉରକେଲା ପ୍ଲେନ୍ କ୍ରାସ୍ରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି

ଭୁବନେଶ୍ବର: ରାଉରକେଲା ପ୍ଲେନ୍ କ୍ରାସ ଘଟଣାରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି । ଏଭଳି ଘୋଷଣା କରିଛନ୍ତି ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ