Browsing Category

ଓଡିଶା

ଛତିଶଗଡରେ ୪ ଓଡ଼ିଆଙ୍କୁ କୁରାଢୀରେ ହାଣି ନିର୍ମମ ହତ୍ୟା

କଣ୍ଟାବାଞ୍ଜି ୩୦/୦୯: ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା । ଦୁର୍ଗ ଜିଲ୍ଲା କୁହ୍ମାରି ନିକଟ ଅକେଳି ଗାଁରେ ରହୁଥିବା ୪ ଓଡ଼ିଆଙ୍କୁ ହତ୍ୟା କରାଯାଇଛି । ଏମାନେ ସବୁ ହେଲେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ଦେଢଗାଁର ଏକ ପରିବାରର ୪ ସଦସ୍ୟ । ତେବେ ଏମାନଙ୍କୁ…

ନିର୍ବାଚିତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର ୩୦/୦୯: ପଦଯାତ୍ରା ପ୍ରସ୍ତୁତି ବୈଠକରେ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମନ୍ତ୍ର । ଜନସମ୍ପର୍କ ପଦଯାତ୍ରାରେ ସଫଳ କରିବାକୁ ଆପଣ ଯେଉଁ ଯୋଜନା କରିଛନ୍ତି ସ୍ଵାଗତ କରୁଛି । ବିଜେଡ଼ି ଏକ ଆଞ୍ଚଳିକ ଦଳ । ଏକ ଆଞ୍ଚଳିକ ଦଳ ଭାବେ ଓଡ଼ିଶାର ସ୍ଵାର୍ଥ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୩୦/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ମଦପିଇ ମାତାଲ ହୋଇ ସ୍କୁଲରେ ଗଡୁଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ସୁନ୍ଦରଗଡ ୩୦/୦୯: ବିଦ୍ୟାଳୟକୁ କୁହାଯାଏ ଶିକ୍ଷାର ମନ୍ଦିର । ପିଲାମାନେ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଏଠାକୁ ଆସିଥାନ୍ତି । କିନ୍ତୁ ଯଦି ପାଠ ପଢାଉଥିବା ସାର୍ ନିଶାରେ ରହିବେ ତେବେ ପିଲାଙ୍କୁ ପାଠ ପଢାଇବ କିଏ ? ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି ଯେଉଁଠି ଶିକ୍ଷକ ମଦ ପିଇ ଆସନ୍ତି ଓ…

ମହାପ୍ରଭୁଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ପୁରୀ ୩୦/୦୯: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଗତକାଲି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।‌ ସକାଳୁ ଶ୍ରୀ ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର…

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର ୩୦/୦୯: ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ବିଷ୍ଣୁ ଚରଣ ସାହୁ । ଗଞ୍ଜାମର ୭ଟି ସ୍ଥାନରେ…

ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ

ଭୁବନେଶ୍ୱର ୩୦/୦୯: ବହୁ ଚର୍ଚ୍ଚିତ ଟୁଙ୍ଗୁରୁ-ବର୍ଷା ପ୍ରେମ କାହାଣୀରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବର୍ଷାଙ୍କୁ ବଳାତ୍କାର କରିବା ସହ ଧମକଚମକ ଦେବା ଅଭିଯୋଗରେ ଭରତପୁର ଥାନା ପୋଲିସ ୨୧ ବର୍ଷୀୟ ଟୁଙ୍ଗୁରୁ ଓରଫ ଆଲୋକ ଭୋଳକୁ ଗିରଫ କରିଛି । ଟୁଙ୍ଗୁରୁ ଘର ଗଞ୍ଜାମ ହିଞ୍ଜିଳିକାଟୁ ଥାନା…

ଭିଜିବ ପୁରା ରାଜ୍ୟ, ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

ଫିକା ପଡ଼ିବ ପାର୍ବଣ। ଦଶହରାରେ ପ୍ରବଳ ବର୍ଷା। ଅକ୍ଚୋବର ୨ତାରିଖ ମହାସପ୍ତମୀରୁ ଭିଜିବ ଉପକୂଳ ଓଡ଼ିଶା। ପ୍ରବଳ ବର୍ଷା ପାଇଁ ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ତାରିଖରେ ରାଜ୍ୟରେ ପ୍ରବଳରୁ…

ପୁରୀ ଜେଲ୍‌ରେ ପୁଣି ଜଣେ କଏଦୀଙ୍କ ଅତ୍ମହତ୍ୟା

ପୁରୀ, ୨୯/୦୯: ପୁରୀ ଜେଲରେ ପୁଣି ଜଣେ କଏଦୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକଙ୍କ ନାମ ଶିବପ୍ରସାଦ ଭୋଇ ବୋଲି ଜଣାପଡ଼ିଛି ।‌ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଶିବଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ସୂଚନା ମିଳିଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

SCB ମେଡିକାଲରେ ଉଦଘାଟିତ ହେଲା ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ, ୨୯/୦୯: କଟକ ଏସ୍‌ସିଵି ମେଡିକାଲ କଲେଜରେ ଉଦଘାଟିତ ହେଲା ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ ଓ ଆଉଟଡୋର । ସ୍ବାସ୍ଥ୍ୟମନ୍ତ୍ରୀ ନଵ କିଶୋର ଦାସ ଏହି ଟ୍ରାନ୍ସପ୍ଲାଣ୍ଟ ୟୁନିଟର ଉଦଘାଟନ କରିଛନ୍ତି। ଏଣିକି ଆକ୍ରାନ୍ତମାନେ ଟ୍ରାନ୍ସପ୍ଲାଣ୍ଟ ପାଇଁ ନୂଆ ଲିଭର ଟ୍ରାନ୍ସପ୍ଲାଣ୍ଟ ଆଉଟଡୋରରେ…