Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୁରତିଙ୍କୁ ଦର୍ଶନ କଲେ କ୍ରିକେଟର ହରଭଜନ ସିଂହ
ପୁରୀ ୨୮/୦୯: ପୁରୀରେ ଭାରତର ବରିଷ୍ଠ କ୍ରିକେଟ ଖେଳାଳି ହରଭଜନ ସିଂ। ଆଜି ଅପରାହ୍ଣରେ ହରଭଜନ ସିଂ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। ଏହାସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ସହ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ମଧ୍ୟ!-->…
ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ମୁନିଗୁଡା: ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ । ଭାଲିଆପଦର ଆଦିବାସୀ ସାହି ନିକଟ ପାହାଡ ଉପରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଦୁହିଁଙ୍କ ମଧ୍ୟରେ ବଚସା ଉଗ୍ରରୂପ ନେଇଥିବା ବେଳେ ସ୍ୱାମୀ ରାଗରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ସୂଚନା ମିଳିଛି । ତେବେ ମୃତ!-->…
ଭୂଅର୍ଜନ ଅଧିକାରୀଙ୍କୁ ଝାଡ଼ୁରେ ପିଟିଲେ ମହିଳା
ନୟାଗଡ଼ : ଭୂଅର୍ଜନ ଅଧିକାରୀଙ୍କୁ ଝାଡ଼ୁରେ ପିଟିଲେ ମହିଳା l ମହିଳାଙ୍କ ଝାଡ଼ୁ ମାଡ଼ରେ ସେ ଆହତ ହୋଇଛନ୍ତି। ଆଜି ନୟାଗଡ଼ ସହରରେ ଘଟିଛି ଏହି ଘଟଣା।
ମହିଳାଙ୍କ ଝାଡ଼ୁ ମାଡ଼ରେ ଆହତ ହୋଇ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଏହି ଭୂଅର୍ଜନ ଅଧିକାରୀଙ୍କ ନାଁ ସଞ୍ଜୟ ପ୍ରତିହାରୀ।!-->!-->!-->…
୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ
ଭୁବନେଶ୍ୱର: ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ, ଜଣେ ଗିରଫ। ଗିରଫ ବ୍ୟକ୍ତି ଜଣକ ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ଫରେଷ୍ଟ ପାର୍କ ଅଞ୍ଚଳର ଉମେଶ ବେହେରା(୨୪)। ସେ କାର୍ରେ ବ୍ରାଉନସୁଗାର ବିକ୍ରି କରିବା ଉଦ୍ଦେଶ୍ୟରେ ଆଣି ଆସୁଥିଲେ। ଭୁବନେଶ୍ୱର ଏୟାରଫିଲ୍ଡ!-->…
ଯାଜପୁର CDMOଙ୍କୁ କଳାହାଣ୍ଡିକୁ ବଦଳି
ଯାଜପୁର: ଟେଣ୍ଡର ଫିକ୍ସିଂ ନକରିବାରୁ ବଦଳି। ଯାଜପୁରରୁ ସିଧା କଳାହାଣ୍ଡିକୁ ବଦଳି। ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିରଞ୍ଚି ନାରାୟଣ ବାରିକଙ୍କୁ କଳାହାଣ୍ଡିକୁ ବଦଳି କରାଯାଇଛି। ଏକ ଠିକା ସଂସ୍ଥାର ଟେଣ୍ଡରକୁ ଖାରଜ କରିବା ପରେ ତାଙ୍କ ଉପରେ ଏପରି ଆକ୍ରୋଶମୂଳକ!-->…
ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼
ଭୁବନେଶ୍ୱର: ପୁରୀ ଜିଲ୍ଲା ୧୧ ନମ୍ବର ଜିଲ୍ଲା ପରିଷଦ ଜୋନ୍ର ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାକୁ ନେଇ ତେଜିଲା ଆନ୍ଦୋଳନ । ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ଦାୟୀ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ। ଏପରିକି ଏହି ଘଟଣାରେ ସମୀର ଦାଶଙ୍କ!-->…
୬ଟି ବାଇକ ଓ ୨ଟି କାର୍ ଜାଳି ଦେଲେ ଦୁର୍ବୃତ୍ତ
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବନୀପାଟଣା ଇରିଗେସନ କଲୋନୀ ୧୭ ନମ୍ବରରେ ଲେନ୍ ଅଭାବନୀୟ ଘଟଣା । ଗ୍ୟାରେଜ୍ରେ ପଶି ଦୁର୍ବୃତ୍ତ ପୋଡିଦେଲେ ୬ଟି ବାଇକ୍ ଓ ଦୁଇଟି କାର୍ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
ଖବର ଅନୁଯାୟୀ, ଇରିଗେସନ କଲୋନୀ ୧୭ନମ୍ବର!-->!-->!-->…
SCBରୁ ପିଲା ଚୋରି ଘଟଣା, ଜଣେ ସୁରକ୍ଷାକର୍ମୀ ବହିଷ୍କୃତ
କଟକ ୨୮।୦୯: କଟକ ଏସ୍ସିବି ପ୍ରସୂତି ବିଭାଗ ଆଇସିୟୁରୁ ପିଲାଚୋରି ଘଟଣା । କାର୍ଯ୍ୟରେ ଅବହେଳା ପାଇଁ ଏସ୍ସିବି କତ୍ତୃପକ୍ଷଙ୍କ କାର୍ଯ୍ୟାନୁଷ୍ଠାନ । ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷୃତ କଲେ ମେଡିକାଲ କର୍ତ୍ତୃପକ୍ଷ । ସେହିପରି ଆଇସିୟୁ ଦାୟିତ୍ବରେ ଥିବା ୪ କର୍ମଚାରୀଙ୍କୁ ନୋଟିସ!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୬ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୮।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ଗୋଡ଼, ମୁହଁ ବନ୍ଧା ଅବସ୍ଥାରେ ୧୨ କୁକୁର ଉଦ୍ଧାର
ବ୍ରହ୍ମପୁର: ଶିକ୍ଷାର ମନ୍ଦିରରେ ଘଟିଛି ଅମାନବୀୟ କାଣ୍ଡ । ଏଠାରେ ମାନବିକତାର ଶିକ୍ଷା ଦେବା ପରିବର୍ତ୍ତେ ଦିଆଯାଇଛି କୁଶିକ୍ଷା । ନୀରିହ କୁକୁରଙ୍କୁ ଦିଆଯାଇଛି ଅକଥନୀୟ ନିର୍ଯାତନା । ସେମାନଙ୍କ ଗୋଡ଼ ସମେତ ମୁହଁ ବାନ୍ଧି ପକାଇ ଦିଆଯାଇଛି। କୁକୁରଙ୍କ ଭୁକିବା ଯୋଗୁ ଶୈକ୍ଷିକ ପରିବେଶ ନଷ୍ଟ!-->…