Browsing Category

ଓଡିଶା

ଠିକାଦାରଙ୍କ ଠାରୁ ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ…

ବ୍ରହ୍ମପୁର: ଜଣେ ଠିକାଦାରଙ୍କ ବିଲ୍‌ କରାଇଦେବା ପାଇଁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସରେ ଧରା ପଡ଼ିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ସେ ହେଲେ ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକର ଯନ୍ତ୍ରୀ ବଂଶୀଧର ପରିଡ଼ା। ଭିଜିଲାନ୍ସର ୮ ଜଣିଆ ଟିମ ବଂଶୀଧରଙ୍କ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର ସହର…

SCBରେ ଶିଶୁ କନ୍ୟା ଗାଏବ ପରେ ମିଳିଲା ପତ୍ତା

କଟକ ୨୭।୦୯ : ଏସସିବିରୁ ନିଖୋଜ ଶିଶୁ କନ୍ୟାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରସୂତି ବିଭାଗ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ନବଜାତ ଶିଶୁ କନ୍ୟା ଗତକାଲି ଅପରାହ୍ନରେ ହଠାତ ଗାଏବ ହୋଇ ଯାଇଥିଲ। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏସସିବି କର୍ତ୍ତୃପକ୍ଷଙ୍କ ସହ ପୋଲିସ…

ପୁଣି ଜେଲ୍ ରେ କଏଦୀ ମୃତ୍ୟୁ

ବୌଦ୍ଧ : ପୁଣି ଚର୍ଚ୍ଚାରେ ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର । ୨ ମାସ ତଳେ ଜଣେ କଏଦୀଙ୍କ ବେକ କାଟି ହତ୍ୟା କରିବାକୁ ଉଦ୍ୟମ କରିଥିଲେ କିଛି କଏଦୀ । ସେତେବେଳେ ପ୍ରଶ୍ନ ଘେରରେ ଆସିଥିଲେ ଜେଲ କର୍ମଚାରୀ । ସେପଟେ ଆଜି ପୁଣି ଜେଲ୍ ରେ ଜଣେ କଏଦୀ ମୃତ୍ୟୁ । ଜଣେ ବିଚାରାଧୀନ କଏଦୀଙ୍କ…

ବ୍ୟାଙ୍କ ଅଫ ବରୋଦାରେ ଭୟଙ୍କର ଅଗ୍ନିକାଣ୍ଡ

ବାରିପଦା ୨୭/୦୯: ବାରିପଦା ସ୍ଥାନୀୟ ଷ୍ଟେସନ ରୋଡ ସ୍ଥିତ ବ୍ୟାଙ୍କ ଅଫ ବରୋଦାର ଶାଖାରେ ଭୟଙ୍କର ଅଗ୍ନିକାଣ୍ଡ । କୌଣସି କାରଣ ବଶତଃ ଆଜି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିକାଣ୍ଡର ପ୍ରକୋପ ଅଧିକ ରହିଛି । ରାତିରେ ଶାଖା ବନ୍ଦ ଥିବା ବେଳେ ଭିତରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିର ଶିଖା…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୭।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା

ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ…

ନବରାତ୍ରର ଦ୍ୱିତୀୟ ଦିନରେ ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା

ଭୁବନେଶ୍ୱର ୨୭/୦୯: ଶାରଦୀୟ ନବରାତ୍ର ପର୍ବର ୨ୟ ଦିନ ମାତା ବ୍ରହ୍ମଚାରିଣୀଙ୍କ ପୂଜାର୍ଚ୍ଚନା କରାଯାଏ । ସାଧକ ଏହି ଦିନ ମା’ଙ୍କ ଚରଣରେ ମନ ଲଗାଇଥାନ୍ତି । ବ୍ରହ୍ମର ଅର୍ଥ ତପସ୍ୟା ଏବଂ ଚାରିଣୀର ଅର୍ଥ ଆଚରଣକାରୀ (ସ୍ତ୍ରୀଲିଙ୍ଗ) । ବ୍ରହ୍ମଚାରିଣୀର ଅର୍ଥ ତପ ଆଚରଣକାରୀ (ସ୍ତ୍ରୀଲିଙ୍ଗ) । …

ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା

ଭୁବନେଶ୍ୱର ୨୭।୦୯ : ଏଥର ଦଶହରାକୁ ଭିଜାଇବ ବର୍ଷା । ଆସନ୍ତା ୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ପ୍ରଭାବରେ ପୂଜା ସମୟରେ ପ୍ରବଳ ବର୍ଷା ହେବ । ୨ ଓ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ ବୋଲି ସୋଆ ପରିବେଶ ଓ…

୩ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭।୦୯: ବୁଧବାର ଆଇ.ଟି. ହବ୍ ବେଙ୍ଗାଲୁରୁରେ ହେବ ନିବେଶକ ସମ୍ମିଳନୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ନିବେଶକମାନଙ୍କ ସହ ସିଧାସଳଖ ଆଲୋଚନା କରିବେ। ଏନେଇ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଦିନ ଗୋଟାଏ ୪୫ରେ ୩ ଦିନିଆ ଗସ୍ତରେ ବେଙ୍ଗାଲୁରୁ ଯିବେ। ତେବେ…

ଅକ୍ଟୋବର ୨ରୁ ଆରମ୍ଭ ହେବ ବିଜେଡିର ଜନସଂପର୍କ ପଦଯାତ୍ରା

ଭୁବନେଶ୍ବର: ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ବିଜେଡିର ଜନସଂପର୍କ ପଦଯାତ୍ରା। ଏକମାସ ବ୍ୟାପୀ ଚାଲିବାକୁ ଥିବା ଜନସଂପର୍କ ପଦଯାତ୍ରା ନଭେମ୍ବର ୨ତାରିଖରେ ଶେଷ ହେବ। ଏହି ସମୟରେ ଅକ୍ଟୋବର ୨ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ, ୯ତାରିଖରେ ଗୋପବନ୍ଧୁ ଜୟନ୍ତୀ, ୧୧ତାରିଖରେ…