Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବିଡିଓ
ବଲାଙ୍ଗିର: ଭିଜିଲାନ୍ସ, ଜାଲରେ ଗୁଡ଼ଭେଲା ବିଡିଓ । ଗୁଡ଼ବେଲା ଭିଡିଓ ବିନୋଦ କୁମାର ନାଏକ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ବିନୋଦ ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ!-->…
ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି
ଭୁବନେଶ୍ୱର: ଟ୍ୱିନସିଟିରେ ବଢ଼ୁଛି ଜନସଂଖ୍ୟା । ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ଦୌଡ଼ି ପାରିବ ମେଟ୍ରୋ । ମେଟ୍ରୋ ରେଲ ନୀତି- ୨୦୧୭ ଅନୁସାରେ, ୨୦ ଲକ୍ଷରୁ ଅଧିକ ଜନସଂଖ୍ୟା ଥିବା ସହରରେ ମେଟ୍ରୋ ରେଳ ସିଷ୍ଟମ ଯୋଜନା ହୋଇ ପାରିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି!-->…
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ନୂଆ ନିୟମ
ଭୁବନେଶ୍ୱର, ୨୬/୦୯: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଆସିଲା ନୂଆ ନିୟମ । ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍ ଦେବାରୁ ଚାଳକ ବର୍ତ୍ତିବେ । ଏନେଇ ରାଜ୍ୟ ସଡକ ପ୍ରାଧିକରଣ ପକ୍ଷରୁ ନୂଆ ନିୟମ ଲାଗୁ କରାଯାଇଛି । ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଚାଳକ!-->…
ଆସନ୍ତା ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଖୋଲିବ ଯୁକ୍ତଦୁଇ
ଭୁବନେଶ୍ୱର ୨୬/୦୯: ହାଇସ୍କୁଲରେ ଖୋଲିବ ଯୁକ୍ତ ୨ । ଆସନ୍ତା ଶିକ୍ଷା ବର୍ଷ ଅର୍ଥାତ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଖୋଲିବ ଯୁକ୍ତଦୁଇ ଶ୍ରେଣୀ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ।
ଏକାଦଶ ଶ୍ରେଣୀରୁ ପାଠପଢା ଆରମ୍ଭ ହେବ । ଏଥିପାଇଁ ସ୍ବତନ୍ତ୍ର!-->!-->!-->…
ଘରେ ପଶି ନେଇଗଲେ ୧୫ ଲକ୍ଷ ଟଙ୍କା
ରାଉରକେଲା ୨୬।୦୯ : ଘରେ ପଶି ନେଇଗଲେ ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ୮୦ ହଜାର ଟଙ୍କା । ରାଉରକେଲା ବିଶ୍ରା ଥାନା ଖୁଣ୍ଟଗାଁରୁ ଏହି ଲୁଟ୍ ଘଟଣା ସାମ୍ନାକୁ ଆସୁଛି ।
ଖବର ଅନୁଯାୟୀ, ରବିବାର ରାତି ପ୍ରାୟ ୯ଟା ସମୟରେ ୪ଜଣ ଦୁର୍ବୃତ୍ତ ମୁଖା ପିନ୍ଧି ଭୁଜାଲି, କଟୁରୀ!-->!-->!-->…
‘ବାରଙ୍ଗ ୧୯୯୯’ ଫିଲ୍ମକୁ ନେଇ ଅଞ୍ଜନା ମିଶ୍ର କହିଲେ- ମୁଁ ଚାହେଁନା ମୋ କାହାଣୀ ପରଦାକୁ ଆସୁ
ଭୁବନେଶ୍ୱର ୨୬।୦୯ : ମୋ ବିନା ଅନୁମତିରେ ଫିଲ୍ମ ନିର୍ମାଣ ଚାଲିଛି । ଏହାକୁ ତୁରନ୍ତ ବନ୍ଦ କରନ୍ତୁ । ନହେଲେ ମୁଁ କୋର୍ଟର ଆଶ୍ରୟ ନେବି । ଓଟିଟି ପ୍ଲାଟଫର୍ମରେ ଅଞ୍ଜନା ମିଶ୍ରଙ୍କ ଜୀବନ କାହାଣୀକୁ ନେଇ ଫିଲ୍ମ ନିର୍ମାଣକୁ ନେଇ ମୁଁ ଖୋଲିଛନ୍ତି ନିଜେ ଅଞ୍ଜନା ମିଶ୍ର ।
ସେ କହିଛନ୍ତି ଯେ,!-->!-->!-->…
ବ୍ରହ୍ମପୁରରେ ବ୍ରାଉନ୍ ସୁଗାର ଜବତ, ଜଣେ ମହିଳା ଗିରଫ…
ବ୍ରହ୍ମପୁର ୨୬/୦୯: ବ୍ରହ୍ମପୁରରେ ବଢିବାରେ ଲାଗିଛି ଧଳାଜହର କାରବାର । ରେଶମ ସହରରୁ ପୁଣିଥରେ ଜବତ ହୋଇଛି ବ୍ରାଉନ୍ ସୁଗାର । ଏହି ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ । ଗିରଫ ମହିଳାଙ୍କ ପରିଚୟ ହେଉଛି ସୁକାନ୍ତି ବେହେରା । ଗେଟବଜାର ଅଞ୍ଚଳରେ ଘର ବୋଲି ଜଣାପଡ଼ିଛି । ସିଟି!-->…
ସହଜ ହେବ ଯାନବାହନର ଫିଟନେସ୍ ଟେଷ୍ଟ
ଭୁବନେଶ୍ଵର, ୨୬/୦୯ : ଏଣିକି ସହଜ ହେବ ଯାନବାହନର ଫିଟନେସ୍ ଟେଷ୍ଟ। ଦରକାର ପଡ଼ିବେନି ମେକାନିକ୍। ଦୌଡ଼ିବାକୁ ପଡ଼ିବନି ଆରଟିଓ ଅଫିସ୍। ସ୍ୱୟଂଚାଳିତ ହେବ ଟେଷ୍ଟିଂ ପ୍ରକ୍ରିୟା। ଯାଞ୍ଚ୍ କରିବ ସ୍ୱତନ୍ତ୍ର ଡିଭାଇସ୍। ଗାଡ଼ିର ବୟସ କେତେ ? ଗାଡ଼ି ଫିଟ୍ କି ଅନଫିଟ୍ ? ଏମିସନ୍ ସ୍ତର କେତେ!-->…
ବନ୍ଦ୍ ହେଲା ନାଗାବଳୀ ଝୁଲାପୋଲ
ରାୟଗଡା ୨୬/୦୯: ରାୟଗଡ଼ା ସହର ଉପକଣ୍ଠ ନାଗାବଳୀ ନଦୀ ଉପରେ ଥିବା ରାଜ୍ୟର ଦ୍ୱିତୀୟ ଝୁଲାପୋଲ ବନ୍ଦ ହୋଇଛି । ସୁରକ୍ଷା ଦୃଷ୍ଟିକୋଣରୁ ଏହାକୁ ବନ୍ଦ କରିଛି ପ୍ରଶାସନ । ନାଗାବଳୀ ନଦୀ ଉପରେ ଚେକାଗୁଡା ଠାରୁ ମାରିଗୁଡା ପର୍ଯ୍ୟନ୍ତ ଏହି ପୋଲ ନିର୍ମାଣ ହୋଇଥିଲା । ଗମନାଗମନ ପାଇଁ ନିର୍ମାଣ!-->…
ମାଲକାନଗିରି ସୀମାନ୍ତରେ ମାଓ ମେଳି
ମାଲକାନଗିରି ୨୬।୦୯ : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ଥରେ ମାଓ ମେଳି ଦେଖିବାକୁ ମିଳିଛି । ସୁରକ୍ଷା ବାହିନୀକୁ ଖୋଲା ଖୋଲି ଭାବେ ଚ୍ୟାଲେଞ୍ଜ ଦେଇ ଏକାଠି ହୋଇଛନ୍ତି ଶହ ଶହ ମାଓବାଦୀ । ହାତରେ ଅତ୍ୟାଧୁନିକ ବନ୍ଧୁକ ଧରି ସରକାରଙ୍କ ବିରୁଦ୍ଧରେ ଭାଷଣ ଦେଉଛନ୍ତି ଆଗ!-->…