Browsing Category

ଓଡିଶା

‘ଏନସାଇକ୍ଲୋପିଡିଆ ଅଫ ଟ୍ରାଇବ୍ସ ଇନ ଓଡ଼ିଶା’: ୫ଟି ସଂପାଦିତ ସଂସ୍କରଣକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ‘ଏନସାଇକ୍ଲୋପିଡିଆ ଅଫ ଟ୍ରାଇବସ ଇନ ଓଡ଼ିଶା’ ଉନ୍ମୋଚିତ । ରାଜ୍ୟ ଟ୍ରାଇବାଲ ମ୍ୟୁଜିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଏନସାଇକ୍ଲୋପିଡିଆ ଅଫ ଟ୍ରାଇବସ ଇନ ଓଡ଼ିଶା’ର ୫ଟି ସଂପାଦିତ ସଂସ୍କରଣକୁ ଉନ୍ମୋଚନ କରିଛନ୍ତି । ଓଡ଼ିଶା ରାଜ୍ୟ ଟ୍ରାଇବାଲ ମ୍ୟୁଜିୟମ ଓ ଅନୁସୂଚିତ…

ଟ୍ରାଫିକ ନିୟମ ନମାନିଲେ ଫାଇନ କାଟିବା ବଦଳରେ ନିର୍ଦ୍ଧୁମ ପିଟୁଛନ୍ତି ପୋଲିସ ବାବୁ

କୋରାପୁଟ ୨୬।୦୯ : ଟ୍ରାଫିକ ପୋଲିସଙ୍କ ଦବଙ୍ଗଗିରି। ମାନୁ ନାହାନ୍ତି ଆଇନ୍ କାନୁନ୍। ଟ୍ରାଫିକ ନିୟମ ନମାନିଲେ ଫାଇନ କାଟିବା ବଦଳରେ ନିର୍ଦ୍ଧୁମ ପିଟୁଛନ୍ତି। ଏନେଇ ବିରୋଧ କଲେ କରୁଛନ୍ତି ହଙ୍ଗାମା। ଏଭଳି କିଛି ମୋବାଇଲ ଭିଜୁଆଲ ଏବେ ମୋବାଇଲ ରୁ ମୋବାଇଲ ଘୁରି ବୁଲୁଛି। ଖବର ଅନୁଯାୟୀ,…

ଦୋକାନରେ ନିଆଁ ଲାଗି ଦୁଇ ଗୁରୁତର, ୧୦ ଲକ୍ଷ ଟଙ୍କାର ମୋବାଇଲ୍ ପୋଡ଼ି ପାଉଁଶ

ବାଲିପାଟଣା ୨୬/୦୯: ବାଲିଅନ୍ତା ଥାନା ବାଳକାଟି ବଜାରରେ ଏକ ମୋବାଇଲ୍ ଦୋକାନରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି । ଅଗ୍ନିକାଣ୍ଡରେ ପୋଡ଼ି ହୋଇ ୨ ଜଣ ଗୁରୁତର ହୋଇ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୋକାନରେ ଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ମୋବାଇଲ୍ ପୋଡି ପାଉଁଶ…

ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: କେମିତି ହୋଇଥିଲା ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ୧୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ । ଏବେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା

ପୁରୀ,୨୬/୦୯: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବଙ୍କ ଉପାସନା । ରବିବାର ଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶାକ୍ତ ଗୁଣ୍ଡିଚା । ବଡ଼ଦେଉଳରୁ ଦୁର୍ଗାମାଧବ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀଙ୍କ ମନ୍ଦିରରେ ବିଜେ ହୋଇଥିଲେ । ନାରାୟଣୀଙ୍କ ମନ୍ଦିରରେ ଦୁର୍ଗାମାଧବଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା…

ଦମ୍ପତିଙ୍କୁ ଦଳି ଦେଲା ଦନ୍ତା, ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ

କାମାକ୍ଷାନଗର: ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ପଙ୍ଗାତିରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚାନ୍ଦପୁର ଗାଁରେ । କାଉଁଶିନାଳୀ ସାହିର ରମେଶ ବେହେରା ଓ ତାଙ୍କ ସ୍ତ୍ରୀ ତାରା ବେହେରା ଭୋର୍ ସମୟରେ ଶୌଚ ପାଇଁ ଘର…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୬।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି

ସାଲେପୁର ୨୬/୦୯: ଗତକାଲି ବିଳମ୍ବିତ ରାତ୍ରରେ ବହୁ ମୂଲ୍ୟବାନ ଅଷ୍ଟଧାତୁର କ୍ୟୁଣ୍ଟାଲ କ୍ୟୁଣ୍ଟାଲ ଓଜନର ମୂର୍ତ୍ତି ମନ୍ଦିରରୁ ଚୋରୀ । ଯାହାର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହା ଏକ ମନ୍ଦିରରୁ ମୂର୍ତ୍ତି ଚୋରଙ୍କ ରାକେଟ ବୋଲି ଜଣାପଡୁଛି । ଏଭଳି…

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ । ଗଜପତି ଜିଲ୍ଲା ମୋହନା ନିକଟ ରାଇସିଂ ଘାଟିରେ ଘରୋଇ ବସ୍ କାମଧେନୁ ଦୁର୍ଘଟଣl ଗ୍ରସ୍ତ ହୋଇଛି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର…

ନବ ନିର୍ବାଚିତ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କୁ ସ୍ବାଗତ

ଭୁବନେଶ୍ୱର: ଓଡ଼ିଶା ପାଇଁ ଗୈାରବ ଆଣିଥିବା ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀଙ୍କୁ ବିମାନ ବନ୍ଦରରେ ହକି ଓଡ଼ିଶାର ଅଧିକାରୀମାନେ ଏବଂ ପ୍ରଶଂସକମାନେ ଭବ୍ୟ ସ୍ବାଗତ କରିଥିଲେ । କ୍ରୀଡ଼ା ସଚିବ ଆର ଭିନିଲ କ୍ରିଷ୍ଣା ମଧ୍ୟ ଶ୍ରୀ ତିର୍କୀଙ୍କୁ ସ୍ବାଗତ କରିଛନ୍ତି । …