Browsing Category

ଓଡିଶା

ବସ୍ତି ଉଚ୍ଛେଦ ବେଳେ କରେଣ୍ଟ ଲାଗି ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

 ଭୁବନେଶ୍ଵର: ବସ୍ତି ଉଚ୍ଛେଦ ବେଳେ ଅଘଟଣ। ବିଦ୍ୟୁତ ଆଘାତରେ ଚାଲିଗଲା ଜ​‌ଣକ ଜୀବନ। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ଵର ଉପକଣ୍ଠ ଗଣ୍ଡମୁଣ୍ଡା ଅଞ୍ଚଳରେ। ଶନିବାର ପ୍ରଶାସନ ପକ୍ଷରୁ ଗଣ୍ଡମୁଣ୍ଡାରେ ବସ୍ତିବାସିନ୍ଦାଙ୍କୁ ଉଚ୍ଛେଦ କରାଯାଉଥିଲା। ଏହି ସମୟରେ ବିଦ୍ୟୁତ

ବନ୍ଧୁକ ଧରି ଶ୍ରୀଲିଙ୍ଗରାଜ ମନ୍ଦିରରେ ପଶିଲା ଯୁବକ

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପଶିଲା ବନ୍ଧୁକଧାରୀ ଯୁବକ। ଆନନ୍ଦ ବଜାରରେ କିଛି ସେବାୟତ ଉକ୍ତ ଯୁବକକୁ କାବୁକରି ଫାଣ୍ଡି ପୁଲିସ ଜିମା ଦେଇଛନ୍ତି। ଉକ୍ତ ଯୁବକକୁ ଶ୍ରୀଲିଙ୍ଗରାଜ ଥାନାକୁ ହସ୍ତାନ୍ତର କରାଯାଇଛି। ସନ୍ଦିଗ୍ଧ ଯୁବକ ହେଲେ କେନ୍ଦୁଝର ଜିଲା ଘଷିପୁରା ଥାନା ଅଞ୍ଚଳର

ବୋମା ବିସ୍ଫୋରଣରେ ଯବାନ ସହିଦ: ଦୁଇ ଗୁରୁତର

ରାଉଲକେଲା: ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକର ଜରାଇକେଳା ପଞ୍ଚାୟତ ସୀମାନ୍ତରେ ଥିବା ଝାଡ଼ଖଣ୍ଡସ୍ଥିତ ସରଣ୍ଡା ଜଙ୍ଗଲରେ ମାଓବାଦୀମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ନିଜର ଉପସ୍ଥିତି ଜାହିର କରିଛନ୍ତି । ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍‌ର ଜଣେ ଯବାନ ସହିଦ ହୋଇଥିବାବେଳେ

ଶୂଭାରମ୍ଭ ହେଲା ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଓ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନ

ଭୁବନେଶ୍ୱର:ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଦେଶର ୧୦୦ଟି ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି। ଏଥିସହିତ

ବିଜେପିରେ ଯୋଗ ଦେଲେ ଜୟ ଢୋଲକିଆ

ଭୁବନେଶ୍ୱର: ନୂଆପଡାର ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶନିବାର ଦିନ ଆନୁଷ୍ଠାନିକ ଭାବରେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଛନ୍ତି। ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ମୁଖ୍ୟ ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ! ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ…

ଭୁବନେଶ୍ବର:  ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା

ବାରିପଦା ମେଡିକାଲରୁ ଶିଶୁପୁତ୍ର ଚୋରି: ମହିଳା ଗିରଫ, ନବଜାତକ ଉଦ୍ଧାର

ବାରିପଦା : ବାରିପଦା ମେଡିକାଲରୁ ଶିଶୁ ଚୋରି । ଛୁଆକୁ ଧରି ଛୁ ମାରିଲେ ମହିଳା । ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରୁ ଶିଶୁ ଚୋରି ହୋଇଥିବା ଅଭିଯୋଗ । ସାହାଯ୍ୟ କରିବା ଆଳରେ ଛୁଆକୁ ଚୋରି କରିନେଇଥିବା କହିଛନ୍ତି ନବଜାତର ମାଆ । ବାରିପଦା ସଦର

ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ

ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି । ଅର୍ଥାତ ୨୦୨୮

ଯୁବକଙ୍କୁ ଦଳିଦେଲା ଦନ୍ତା

ହିନ୍ଦୋଳ: ଦଳିଦେଲା ଦନ୍ତା । ଯୁବକଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଗାଲପଡା ନିମବାହାଳି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଆନ୍ଧ୍ର ପ୍ରଦେଶର ରୁଦ୍ରରାପୁ ସାଇଡୁଲୁ । ସ୍କୁଲ ପଡିଆରେ ବୋରୱେଲ ଖୋଳିବା ପାଇଁ ଆନ୍ଧ୍ରରୁ ଆସିଥିଲେ । ଆଜି ସକାଳେ ଶୌଚ

IAS ସ୍ତରରେ ଅଦଳବଦଳ, ଏନ. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ 

ଭୁବନେଶ୍ୱର : IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ହେଲେ ଏନ.ଥିରୁମାଲା ନାଏକ । ମାନସୀ ନିମ୍ଭାଲଙ୍କୁ ଓଡ଼ିଶା ଉଠାଜଳସେଚନ ନିଗମର ଏମଡି ଭାବେ ନିଯୁକ୍ତି ମିଳିଛି । ସେହିପରି ସୁରେନ୍ଦ୍ର କୁମାର ମୀନା ଅନୁସୂଚିତ ଜାତି, ଜନଜାତି ଓ