Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଡିଗ୍ରୀ କଲେଜରେ +୨ ପାଠପଢ଼ା, ଅଲଗା ହେଲାନି କ୍ୟାମ୍ପସ
ଭୁବେନଶ୍ବର : ୨୦୨୨-୨୩ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିଅର କଲେଜଗୁଡ଼ିକରେ ନାମ ଲେଖାଇଥିବା ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସୋମବାର ଠାରୁ ଆରମ୍ଭ ହେବ। ଏହା ପୂର୍ବରୁ ଗୁରୁବାରଠାରୁ ତିନିଦିନ ବ୍ୟାପୀ ଇଣ୍ଡକ୍ସନ କ୍ଲାସ କରାଯାଉଛି। କରୋନା ପ୍ରକୋପ କମିବା ପରେ!-->…
ଡାକ୍ତରଙ୍କୁ ଆକ୍ରମଣ କଲେ କଡ଼ା ଆକ୍ସନ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି
ଭୁବନେଶ୍ୱର: ରାଜ୍ୟରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପ୍ରତି ହେଉଥିବା ଆକ୍ରମଣକୁ ନେଇ ରାଜ୍ୟ ସରକାର କଠୋର ହୋଇଛନ୍ତି । ସ୍ୱାସ୍ଥ୍ୟ ଅନୁଷ୍ଠାନରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଏଡ଼ାଇବା ପାଇଁ ଶୂନ ସହନଶୀଳ ନୀତି ଅବଲମ୍ବନ କରାଯିବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ!-->…
ଆନ୍ଧ୍ର ପରେ ଛତିଶଗଡ଼ର ଦାଦାଗିରି : ଓଡିଶା ସୀମା ରେ ଅନୁପ୍ରବେଶ..!
ମାଲକାନଗିରି : ଓଡ଼ିଶା ସୀମାରେ ଛତିଶଗଡ଼ ଅନୁପ୍ରବେଶ କରିଛି । କେବଳ ଅନୁପ୍ରବେଶ ନୁହେଁ ସୀମା ଚିହ୍ନଟ କରିବାକୁ ପ୍ରାୟ ତିନି କିଲୋମିଟର ଭିତରେ ଜଙ୍ଗଲ ମଧ୍ୟ କାଟିଦେଇଛନ୍ତି। ମାଲକାନଗିରି ଜିଲା ମାଥିଲି ବ୍ଳକ ସୀମାନ୍ତ କମାରପାଲୀରେ ଏଭଳି ଘଟଣା ଦେଖିବାକୁ ମିଳିଛି। କୋଟିଆ ସୀମା ବିବାଦକୁ!-->…
ମହିଧରପୁର ଗାଁ ପୋଖରୀରୁ ଯୁବକର ମୃତଦେହ ଉଦ୍ଧାର
ଆଠମଲ୍ଲିକ: ଠାକୁରଗଡ଼ ଥାନା ଅନ୍ତର୍ଗତ ମହିଧରପୁର ଗାଁ ପୋଖରୀରୁ ଯୁବକର ମୃତଦେହ ଉଦ୍ଧାର । ପୋଲିସ ସୂତ୍ର ମୁତାବକ, ଗତ ୨୧ ତାରିଖରେ ଆଠମଲ୍ଲିକ ଉପଖଣ୍ଡ କିଶୋର ନଗର ଥାନା ଅନ୍ତର୍ଗତ ବାଟୀମୁଣ୍ଡା ଗ୍ରାମର ସିପୁନ ନାୟକ(୨୦) ତାଙ୍କ ବାପା ପୁରସ୍ତମ ନାୟକଙ୍କ ସହିତ ଆଠମଲ୍ଲିକକୁ କୋର୍ଟ!-->…
ଏସ୍ପି ଅଫିସ ପାଖରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ; ପରିଚୟ ଅସ୍ପଷ୍ଟ
ଅନୁଗୁଳ ୨୪/୦୯: ଅନଗୁଳ ଆରକ୍ଷି ଅଧିକ୍ଷକଙ୍କ (ଏସପି) କାର୍ଯ୍ୟାଳୟ ପାଖରେ ଜଣଙ୍କର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ୫୫ ନମ୍ୱର ଜାତୀୟ ରାଜପଥ ପାଖରେ ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଛି। ସମ୍ପୃକ୍ତ ମୃୃୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ତାଙ୍କର ଦେହରେ କୌଣସି କ୍ଷତ!-->…
ବିଜେଡି ଜିଲ୍ଲା ପରିଷଦ ସଭ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: ବିଜେଡି ନେତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। ମୃତ ବ୍ୟକ୍ତି ହେଉଛନ୍ତି ଧର୍ମେନ୍ଦ୍ର ସାହୁ। ସେ ପୁରୀ ଜିଲ୍ଲା ନିମାପଡ଼ାର ୧୧ ନମ୍ବର ଜୋନ୍ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ । ସକାଳୁ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରୁ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ସେ ତାଙ୍କ!-->…
ଜାତୀୟ ସ୍ତରରେ ଚମକିଲେ ଓଡ଼ିଆ ଝିଅ କ୍ରୀଷ୍ଣା ସାହୁ
ଭୁବନେଶ୍ବର : ଓଡିଶା ପାଇଁ ଗୌରବ ଆଣିଲେ କ୍ରୀଷ୍ଣା । ପୁଣି ଜାତୀୟ ସ୍ତରରେ ଆୟୋଜିତ ସିଲଫିନା ମିଡିଆ ବହୁ ପ୍ରତୀକ୍ଷିତ ଗ୍ରାଣ୍ଡ ନ୍ୟାସନାଲ ଲେଭଲ୍ ଫ୍ୟାଶନ୍ ଶୋ ସିଲ୍ଫିନା ମିଷ୍ଟର, ମିସେସ ଆଣ୍ଡ ମିସ ଇଣ୍ଡିଆ ୨୦୨୨ ରେ ଟାଇଟଲ ହାସଲ କରିଛନ୍ତି ଓଡ଼ିଶାର ଝିଅ କ୍ରୀଷ୍ଣା । ପୁନେର!-->…
ପୁରୀ ଗସ୍ତରେ ୫-ଟି ସଚିବ, ଶ୍ରୀମନ୍ଦିରର ଉନ୍ନତିକରଣ ନେଇ ଆଲୋଚନା
ପୁରୀ: ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳେ ପୁରୀ ଗସ୍ତରେ ଆସିଥିଲେ। ତାଙ୍କ ପତ୍ନୀ ତଥା ମିସନ ଶକ୍ତିର କମିସନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି। ଏହି!-->…
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୪/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ରାତିଅଧରେ ଜଳିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ
ଭୁବନେଶ୍ୱର ୨୪/୦୯: ରାଜଧାନୀରେ ରାତିଅଧରେ ଜଳିଗଲା ଦୋକାନ ଘର। ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କା ଜିନିଷ ଓ ଆସବାବପତ୍ର। ଏଭଳି ଅଭାବନୀୟ ଘଟଣା ଭୁବନେଶ୍ବର ଆଚାର୍ଯ୍ୟ ବିବାହ ଆନନ୍ଦବଜାର ନିକଟରେ ଥିବା ଏକ ଦୋକାନା ଘରେ ଅଗ୍ନିକାଣ୍ଡ ଘଟଛି।
ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଦୁଇଟି!-->!-->!-->…