Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଧାମନଗର ନିର୍ବାଚନ ପାଇଁ ପ୍ରଚାର କଲେ ଅଭିନେତ୍ରୀ ବର୍ଷା
କଟକ : ବହୁଚର୍ଚ୍ଚିତ ସୁପରଷ୍ଟାର ଅନୁଭଵ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପରିବାର ବିବାଦ ମାମଲାରେ କଟକ ପରିବାର ଅଦାଲତ ଗତକାଲି ଠାରୁ ବର୍ଷାଙ୍କ ଜେରା ଆରମ୍ଭ କରିଥିବା ବେଳେ ଆଜି ଜେରା ହୋଇ ନାହିଁ। ବର୍ଷା ପ୍ରିୟଦର୍ଶିନୀ ଆଜି କୋର୍ଟରେ ଉପସ୍ଥିତ ନ ରହି ଜେରା ପାଇଁ ଆଉ ଗୋଟିଏ!-->…
୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଆକ୍ସନ, ୪ ଅଫିସରଙ୍କୁ ଚାକିରୀରୁ ବିଦା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା!-->…
ଧବଳେଶ୍ୱର ପୀଠରେ ୧୪୪ ଧାରା: ଏବର୍ଷ ଯାତ୍ରା ବନ୍ଦ୍, ଆସିବେନି ଶ୍ରଦ୍ଧାଳୁ
କଟକ ୦୧/୧୧: ଆଠଗଡ ପୀଠରେ ଜାରି ହୋଇଛି ୧୪୪ ଧାରା । ଏହାକୁ ଦୃଷ୍ଟିରେ ରଖି ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ । ଧବଳେଶ୍ୱର ପୀଠକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି!-->…
ବିଚ୍ ରାସ୍ତାରେ ମହିଳାଙ୍କୁ ହାଣିଦେଲେ ଦୁର୍ବୃତ୍ତ
ଉଦଳା ୦୧।୧୧ : ବିଚ୍ ରାସ୍ତାରେ ମହିଳାଙ୍କୁ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ପଦ୍ମିନୀ ପ୍ରଧାନ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଜୁନପାଳ ଗାଁରେ ଘଟିଛି ଏହି ଘଟଣା ।
ଖବର ଅନୁଯାୟୀ, ମଙ୍ଗଳବାର ଦିନ!-->!-->!-->…
ରାଜଧାନୀରୁ କୋଟିଏ ଟଙ୍କାର ସାପ ବିଷ ଜବତ ଘଟଣା, ଦେଢ ବର୍ଷ ପରେ ତଦନ୍ତ ଆରମ୍ଭ କଲା ଭିଜିଲାନ୍ସ
ଭୁବନେଶ୍ୱର ୦୧।୧୧ : ରାଜଧାନୀରୁ କୋଟିଏ ଟଙ୍କାର ସାପ ବିଷ ଜବତ ଘଟଣା । ଦେଢ ବର୍ଷ ପରେ ସାପ ବିଷ ଲିଙ୍କ ନେଇ ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ । ସିଟି ଡ଼ିଏଫଓ ଅଫିସରେ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
ଖବର ଅନୁଯାୟୀ, ଗତ ବର୍ଷ ମାର୍ଚ୍ଚ ୨୭ ତାରିଖରେ!-->!-->!-->…
ବୁଧବାର ଅଁଳା ନବମୀ: ରାଧା ପାଦ ଦର୍ଶନ କରିବେ ଭକ୍ତ, କିନ୍ତୁ ଛୁଇଁବା ମନା
ନିମାପଡା ୦୧/୧୧: ବୁଧବାର ଅଁଳା ନବମୀ । ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ରାଧା । ସାକ୍ଷୀଗୋପାଳ ମନ୍ଦିର ପରିସରରେ ଅଁଳା ନବମୀ ଅନୁଷ୍ଠିତ ହେବ । ତେବେ କରୋନା କଟକଣା କୋହଳ ପରେ ଦୁଇ ବର୍ଷ ଭକ୍ତଙ୍କୁ ଦର୍ଶନ ଦେବେ ରାଧାରାଣୀ । ହେଲେ ଚଳିତ ବର୍ଷଙ୍କ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ ।!-->…
ଅର୍ଚ୍ଚନା ନାଗ ଗିରଫ ମାମଲା, ଆସନ୍ତା ୫ରେ ଶୁଣାଣି କରିବେ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ
ଭୁବନେଶ୍ୱର ୦୧।୧୧: ବ୍ଲାକମେଲ୍ କ୍ୱିନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଆସନ୍ତା ୫ ତାରିଖରେ ଅର୍ଚ୍ଚନାଙ୍କ ମାମଲାର ହେବ ଶୁଣାଣି । ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଅଭିଯୋଗ ଉପରେ ଶୁଣାଣି ହେବ । ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ କରିବେ ଶୁଣାଣି । ପୂର୍ବରୁ ଗତ ଅକ୍ଟୋବର ୧୪ ତାରିଖରେ!-->…
ବ୍ରହ୍ମପୁର ଟାଟାବେଞ୍ଜ ନିକଟରେ ଥିବା ଏକ ଗେଷ୍ଟ ହାଉସରେ ପୋଲିସର ଚଢ଼ାଉ: ୪ଜଣ ଯୁବତୀଙ୍କ ସହ ୧୦ ଗ୍ରାହକ ଅଟକ
ବ୍ରହ୍ମପୁର: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଟାଟାବେଞ୍ଜ ନିକଟରେ ଥିବା ଏକ ଗେଷ୍ଟ ହାଉସରେ ପୋଲିସର ଚଢ଼ାଉ । ଗେଷ୍ଟ ହାଉସରେ ଦେହ ବ୍ୟବସାୟ ହେଉଥିବା ନେଇ ଅଭିଯୋଗ ପରେ ପୋଲିସ୍ ଚଢ଼ାଉ କରିଥିଲା ।ଚଢ଼ାଉ ସମୟରେ ଗେଷ୍ଟ ହାଉସରୁ ୪ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି ।
!-->!-->!-->…
ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୩୭ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୦୧।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ପିପିଲିରେ ହାତୀ ଉତ୍ପାତ
ପିପିଲି ୦୧।୧୧ : ପିପିଲରେ ହାତୀ ଆତଙ୍କ । ପିପିଲି ବଜାର ସମତେ ଏନ୍ଏସି ଓ ପାଖାପାଖ ଅଞ୍ଚଳରେ ହାତୀର ଉତ୍ପାତ ଦେଖାଦେଇଛି । ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।
ଖବର ଅନୁଯାୟୀ, ପିପିଲି ଧାନପୁର କେନାଲ ବନ୍ଦରେ ହାତୀକୁ ଦେଖିବାକୁ ଯାଇଥିଲେ । ପିପିଲି!-->!-->!-->…