Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୧ରେ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ
ଭୁବନେଶ୍ବର : ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ ହେବ। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିବା ସହ ଯୋଜନାର ଶୁଭାରମ୍ଭ କରିବେ। ଏହାସହ ଭୁବନେଶ୍ବରରେ ଷ୍ଟେଟ୍ ଅଫ ଦ ଆର୍ଟ ହୋଲସେଲ!-->…
ଓଡ଼ିଶା ହେବ ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଭୁବନେଶ୍ୱର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା । ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ!-->…
ଇ-ଚାଲାଣ ୫୦% କୋହଳ କଲେ ସରକାର
ଭୁବନେଶ୍ବର: ଗାଡ଼ି ଚାଳନା ସମୟରେ ଆଇନ ଉଲ୍ଲଂଘନକାରୀଙ୍କ ପାଇଁ କଟାଯାଉଥିବା ଇ-ଚାଲାଣରେ କୋହଳ କରିଛନ୍ତି ରାଜ୍ୟ ସରକାର। ଇ-ଚାଲାଣରେ ସରକାର ଲାଗୁ କରୁଥିବା ଜରିମାନାରେ ୫୦ ପ୍ରତିଶତ କୋହଳ କରାଯାଇଛି। ଅର୍ଥାତ ଯେତିକି ପରିମାଣର ଇ-ଚାଲାଣ କଟିଛି ତାହାର ଅଧା ଅର୍ଥ ଫାଇନ ବାବଦରେ!-->…
ବାଲିଯାତ୍ରା ଉପର ପଡିଆରେ ସ୍ଥାନ ପାଇବ ସାଂସ୍କୃତିକ ଐତିହ୍ୟ
କଟକ: ଆସନ୍ତା ନଭେମ୍ବର ୫ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଉପର ପଡିଆରେ କଟକ ସାଂସ୍କୃତିକ ଐତିହ୍ୟକୁ ସ୍ଥାନ ଦିଆଯିବ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ଗ୍ରହଣ କରାଯାଇଛି। ବିଶେଷକରି କଟକର ପାରମ୍ପରିକ ଖାଦ୍ୟ,!-->…
ନୂଆପଡା ଉପନିର୍ବାଚନ ପାଇଁ ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ
ନୂଆପଡା: ଭାରତ ନିର୍ବାଚନ କମିଶନ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହିତ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟରେ ନିଜ ନିଜର ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲ୍ଲାପାଳ ମଧୂସୁଦନ ଦାଶଙ୍କ ଅଧ୍ୟକ୍ଷତାରେ!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୨ ପୌର ଅଧିକାରୀ
ଜଳେଶ୍ଵର: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ ଅଧିକାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍ କ୍ଲିୟର କରିବା ଲାଗି ଜଣେ ଠିକାଦାରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ!-->…
ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ: ୯ ଜଣିଆ ଗ୍ୟାଙ୍ଗକୁ ଧରିଲା ପୁଲିସ
କେନ୍ଦୁଝର: ଏକ ବ୍ୟାଙ୍କରେ ଡକାୟତି ଯୋଜନାକୁ ପଣ୍ଡ କରିଛି କେନ୍ଦୁଝର ଟାଉନ ଥାନା ପୁଲିସ। ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଡକାୟତି କରିବା ଲାଗି ଗ୍ୟାଙ୍ଗ ସଦସ୍ୟମାନେ ଯୋଜନା କରୁଥିବା ସମୟରେ ପୁଲିସ ଚଢ଼ାଉ କରି ୯ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ!-->…
ଦିଲ୍ଲୀରୁ ଫେରିଲେ ନବୀନ, ଖୁବଶୀଘ୍ର ନୂଆପଡ଼ା ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ
ଭୁବନେଶ୍ୱର : ଓଡ଼ିଶା ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେପ୍ଟେମ୍ବର ୭ ତାରିଖରେ ଦିଲ୍ଲୀ ଯାଇଥିଲେ ନବୀନ। ଦିଲ୍ଲୀରେ ୩୨ ଦିନ ରହିବା ପରେ ଓଡ଼ିଶା ଫେରିଛନ୍ତି । ବିଭିନ୍ନ ସାମାଜିକ ଓ ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ ଦିଲ୍ଲୀ ଗସ୍ତରେ ଥିଲେ ନବୀନ।!-->…
୨୦ ହଜାର ଟଙ୍କା ଲାଞ୍ଚ ନେଇ ମହାକାଳପଡ଼ା ତହସିଲଦାର ଗିରଫ
ମହାକାଳପଡ଼ା : ମହାକାଳପଡ଼ା ତହସିଲଦାର ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରିଫ କଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ୍ ଶିବ ମଲ୍ଲିକକୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା!-->…
ଜମି ବିବାଦ: ଭାଇ ନେଲା ଭାଇର ଜୀବନ
କେନ୍ଦୁଝର: ଜମି ଲୋଭ ପାଇଁ ଅପରାଧ । ରାଗ ଆଗରେ ଫିକା ପଡ଼ିଲା ରକ୍ତ ସମ୍ପର୍କ । ଉଗ୍ରରୂପ ନେଲା ଜମି ବିବାଦ । ଭାଇର ଜୀବନ ନେଲା ଭାଇ । ବାପାଙ୍କ ପରେ ବଡ଼ ଭାଇ ହିଁ ସାନ ଭାଇର ସାହାର ସାଜେ । ସୁଖ ଦୁଃଖରେ ଭାଇ ସାଙ୍ଗରେ ଥିଲେ ମନୋବଳ ଦ୍ରୁଢ଼ ହୁଏ । କିନ୍ତୁ ଭାଇ ଯଦି ବଇରୀ ସାଜିବ ତେବେ!-->…