Browsing Category

ଓଡିଶା

ବିରଳ ପ୍ରଜାତିର କସ୍ତୁରୀ ମୃଗ ଦାନ୍ତ ଓ ବାଘ ନଖ ଜବତ

କରଞ୍ଜିଆ ୨୧।୦୯ : ବିରଳ ପ୍ରଜାତିର କସ୍ତୁରୀ ମୃଗ ଦାନ୍ତ ଓ ବାଘ ନଖ ଜବତ। ଆନ୍ଧ୍ରପ୍ରଦେଶରୁ ଆସି ବିରଳ ପ୍ରଜାତିର କସ୍ତୁରୀ ମୃଗ ଦାନ୍ତ ସହ ବାଘ ନଖ ବିକ୍ରି କରୁଥିବା ସମୟରେ ମାଡ଼ି ବସିଲା ବନବିଭାଗ । ଖବର ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରୁ ମଙ୍ଗଳବାର…

ଅତିରିକ୍ତ ତହସିଲଦାରଙ୍କ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍, ୨୧ଟି ପ୍ଲଟ୍ ଠାବ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସୁନ୍ଦରଗଡ଼ ଜିଲ୍ଲାର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି । ଟାଙ୍ଗରପାଲି ବ୍ଲକ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ୮ଟି ସ୍ଥାନରେ ରେଡ୍ ଚାଳିଛି । ପ୍ରାଥମିକ ତଦନ୍ତରୁ ଭିଜିଲାନ୍ସ ହାତରେ ୨୧ଟି ପ୍ଲଟ ସହ ୨ଟି…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ କୋଭିଡ୍ ପଜିଟିଭ୍…

ଭୁବନେଶ୍ୱର ୨୦।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…

ଝାରସୁଗୁଡ଼ାରେ ପ୍ରସ୍ତାବିତ ହାର୍ଟ ହସ୍‌ପିଟାଲ ନେଇ ମେଦାନ୍ତ ଗ୍ରୁପ୍ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର/ଝାରସୁଗୁଡ଼ା: ଝାରସୁଗୁଡ଼ା ଠାରେ ପ୍ରସ୍ତାବିତ ହାର୍ଟ ହସ୍ପିଟାଲ ପ୍ରକଳ୍ପ ସରକାରୀ ଓ ଘରୋଇ ସହଭାଗିତାରେ ପରିଚାଳିତ ହେବାକୁ ଥିବା ବେଳେ ଏଥିରୁ କେୟାର ଗ୍ରୁପ୍ ନିଜର ଅନିଚ୍ଛା ପ୍ରକାଶ କରି ଓହରି ଯିବା ପରେ ସରକାରଙ୍କ ପକ୍ଷରୁ ମେଦାନ୍ତ ଗ୍ରୁପ୍ ସହିତ ହସ୍ପିଟାଲ ପରିଚାଳନା ପାଇଁ…

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ

ଖୋର୍ଦ୍ଧା: ଫାଇଭ୍‌ ଟି ଫୋକସରେ ଖୋର୍ଦ୍ଧା । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ । ଉପସ୍ଥିତ ଅଛନ୍ତି ଫାଇଭ୍‌ ଟି ସଚିବ ଭି. କେ. ପାଣ୍ଡିଆନ୍‌ । ବୈଠକରେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ…

ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ଏନଓସି ପ୍ରଦାନ କଲା NMA

ପୁରୀ : ଶ୍ରୀଜଗନ୍ନାଥ ରିସେପସନ ସେଣ୍ଟର ନିର୍ମାଣ ପାଇଁ ମିଳିଲା ଏନଓସି । ସର୍ତ୍ତ ସହ ଅନୁମତି ଦେଇଛନ୍ତି ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ । ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ ନିର୍ମାଣ ହେବ। ଏହାସହ କ୍ଲକ୍‌ ରୁମ୍‌, କ୍ଲକରୁମ୍‌, ସେଲଟର୍‌ ପାଭିଲିଅନ, ସେବାୟତଙ୍କ…

ସ୍ୱାସ୍ଥ୍ୟ ପରୀକ୍ଷାରେ ବିଳମ୍ୱ ହେବାରୁ ଡାକ୍ତରଙ୍କୁ ଚପଲରେ ମାଡ଼ ମାରିଲେ ବ୍ୟବସାୟୀ

ସମ୍ବଲପୁର ୨୦/୦୯: ସମ୍ବଲପୁରରେ ଡାକ୍ତରଙ୍କୁ ଚପଲରେ ମାଡ ଅଭିଯୋଗ । ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଜଣେ ଡାକ୍ତରଙ୍କୁ ସହରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ନଟବର ବାଙ୍କା ମାଡ ମାରିଥିବା ଅଭିଯୋଗ ହୋଇଛି । ନଟବର ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ପରୀକ୍ଷା ପାଇଁ ସେଠାକୁ ଯାଇଥିଲେ । ସେହି…

ରାଜଧାନୀରୁ ପୁଣି ଜବତ ହେଲା ବ୍ରାଉନ ସୁଗାର, ଦୁଇ ମାଫିଆ ଗରିଫ

ଭୁବନେଶ୍ୱର, ୨୦/୦୯: ରାଜଧାନୀରୁ ପୁଣି ବ୍ରାଉନ ସୁଗାର ଜବତ । ଶହେ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଖଣ୍ଡଗିରି ଥାନା ପୋଲିସ । ଯାହାର ଆନୁମାନିକ ମୁଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଏଥିରେ ଜଡ଼ିତ ଥିବା ଖୋର୍ଦ୍ଧା ଜିଲ୍ଲା ଓଳସିଂର ଦୁଇ ଯୁବକଙ୍କୁ ଖଣ୍ଡଗିରି ଫାର୍ମ ଗେଟ…

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୭ ଜିଲ୍ଲାକୁ ପାଇଁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସଂପ୍ରତି ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ…

ଲଗାଣ ବର୍ଷାରେ ଧୋଇ ହୋଇଗଲା କଲଭର୍ଟ, ଦୁଇ ପଞ୍ଚାୟତ ବିଛିନ୍ନ

ଫୁଲବାଣୀ, ୨୦/୦୯: ଲଘୁଚାପ ଜନିତବର୍ଷାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି l ଲଗାଣ ବର୍ଷାରେ ତୂମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୃତମଗଡ଼ ଠାରୁ ସିରଲା ଓ କୋଟଗଡ଼ ଠାରୁ ପାରିଗଡ଼ ପଂଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବଟେଡିମୁଣ୍ଡା କଲଭର୍ଟ ଧୋଇ ହୋଇଯାଇଛି l ଫଳରେ ୨…