Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଟକରୁ ପୁଣି ତିନି ଲକ୍ଷ ଟଙ୍କାର ନକଲି ଔଷଧ ଜବତ
କଟକ: କଟକରୁ ପୁଣି ତିନି ଲକ୍ଷ ଟଙ୍କାର ନକଲି ଔଷଧ ଜବତ ହୋଇଛି। ଦୋଳମୁଣ୍ଡାଇ ମହତାବ ରୋଡ ସ୍ଥିତ ଏକ ଟ୍ରାନ୍ସପୋର୍ଟରୁ ନକଲି ଔଷଧ ଜବତ କରିଛି ପୁରୀଘାଟ ଥାନା ପୁଲିସ।ଭି ଆର ଡ୍ରଗ ଏଜେନ୍ସି ଏହି ନକଲି ଔଷଧ କଲିକତାରୁ ମଗାଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।ଭି ଆର ଡ୍ରଗ ଏଜେନ୍ସିର ମାଲିକ!-->…
କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନବଜାତ ମୃତ୍ୟୁ ଘଟଣା, ୨ଜଣିଆ ଟିମ୍ର ତଦନ୍ତ ଆରମ୍ଭ
କେନ୍ଦୁଝର ୧୯।୦୯: କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟାରେ ୬ ନବଜାତ ଶିଶୁଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ଆରମ୍ଭ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ SNCUରେ ପହଞ୍ଚିଲେ ରାଜ୍ୟସ୍ତରୀୟ ୨ ଜଣିଆ ତଦନ୍ତକାରୀ ପ୍ରତିନିଧି ଦଳ। ପ୍ରତିନିଧି ଦଳରେ ଡ ରବୀନ୍ଦ୍ର ନାଥ ପଣ୍ଡା, ରାଜ୍ୟ!-->…
ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍
ହୀରାକୁଦ: ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ଆଜି ଡ୍ୟାମର ୪ଟି ଗେଟ୍ ଖୋଲାଯାଇଛି । ପ୍ରାୟ ଦିନ ୧୨ଟାରେ ସୁଦ୍ଧା ପର୍ଯ୍ୟାୟକ୍ରମେ ୪ଟି ଗେଟ୍ ଖୋଲିବା ନେଇ ସୂଚନା ଦିଆଯାଇଛି । ଏ ନେଇ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ!-->…
ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର ୧୯।୦୯ : ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନ୍ସନ୍ ଉପଭୋକ୍ତାଙ୍କୁ ଦଶହରା ଭେଟି ଦେଇଛନ୍ତି ସରକାର । ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି ନବୀନ ସରକାର । ଫଳରେ ଏବେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ!-->…
ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ
ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର!-->…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୫ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୧୯।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ, ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକ ବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା ।
ଖବର ଅନୁଯାୟୀ, ଗତ କିଛି ଦିନ ହେଲା କିଡନୀ ରୋଗରେ ପୀଡିତ ଥିଲେ ବିଷ୍ଣୁ ସେଠୀ । ଏହାପରେ!-->!-->!-->…
କଟକ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍, SCB ମେଡିକାଲ ସଂପ୍ରସାରଣ କାର୍ଯ୍ୟ କଲେ ତଦାରଖ
କଟକ ୧୯।୦୯: ସୋମବାର ଦିନ ଭୋରରୁ କଟକ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ। SCB ମେଡିକାଲ ସଂପ୍ରସାରଣ କାର୍ଯ୍ୟର ତଦାରଖ କରିଛନ୍ତି। ତେବେ 5T ସଚିବଙ୍କ ସହ ସିଡିଏ ଚେୟାରମ୍ୟାନ ଅନୀଲ ସାମଲ,କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି କମିଶନର ନିଖିଲ ପୱନ କଲ୍ୟାଣ ଓ ଡିସିପି!-->…
ସର୍ପାଘାତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର : ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଜିଲ୍ଲାମାନଙ୍କରେ ସର୍ପଦଂଶନରେ ବହୁ ଲୋକ ମୃତ୍ୟୁବରଣ କରନ୍ତି। ଗ୍ରାମାଞ୍ଚଳ ଲୋକମାନଙ୍କ ମଧ୍ୟରେ ସାପ କାମୁଡ଼ିବା ଏବଂ ଏଥିରେ ସଂଲଗ୍ନ ହୋଇଥିବା ଅନ୍ଧବିଶ୍ୱାସ ଉପରେ ସଚେତନତା ସୃଷ୍ଟି କରିବା ପାଇଁ ଅନ୍ତର୍ଜାତୀୟ ସର୍ପଦଂଶନ!-->…
ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ୫-ଟି ସଚିବ
ଭୁବନେଶ୍ୱର: ରାଜଧାନୀର ବରମୁଣ୍ଡା ଇଣ୍ଟରଷ୍ଟେଟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ ଚଳା ଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି ୫-ଟି ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ!-->…